ମୁଖ୍ୟମନ୍ତ୍ରୀଙ୍କ ‘ଗୁଲାବ’ ପ୍ରସ୍ତୁତି ସମୀକ୍ଷା: ଜୀବନ ରକ୍ଷା ଉପରେ ସର୍ବାଧିକ ଗୁରୁତ୍ବ , ୪୨ଟି ଓଡ୍ରାଫ, ୨୪ ଟି NDRF ଓ ୧୦୩ଟି ଅଗ୍ନିଶମ ଦଳ ନିୟୋଜିତ
ଭୁବନେଶ୍ଵର, (ଓଡ଼ିଶା ଟାଇମ୍): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଯୋଗେ ଦିଲ୍ଲୀରୁ ବାତ୍ୟା ଗୁଲାବ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ସଂପର୍କରେ ସମୀକ୍ଷା କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜୀବନ ରକ୍ଷା ଉପରେ ସର୍ବାଧିକ ଗୁରୁତ୍ବ … Read More











