ରାଜ୍ୟରେ ଚିହ୍ନଟ ହେଲେ ୩୬୧୫ କରୋନା ସଂକ୍ରମିତ, ୨୨୨୭୩୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) :  ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୬୧୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୨୨୭୩୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ … Read More

ହାଥରସ ଗଣଦୁଷ୍କର୍ମ ଘଟଣା : ଯାଞ୍ଚ ଆରମ୍ଭ କଲା ଏସଆଇଟି, ଆଜି ପୀଡ଼ିତାଙ୍କ ପରିବାରକୁ ଭେଟିବେ ରାହୁଲ-ପ୍ରିୟଙ୍କା

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଉତ୍ତର ପ୍ରଦେଶ ହାଥରସ୍ ଜିଲ୍ଲା​‌ରେ ଗଣଦୁଷ୍କର୍ମର ଶିକାର ହୋଇଥିବା ଦଳିତ ଯୁବତୀଙ୍କ ପରିବାରକୁ ଆଜି ଭେଟିବାକୁ ଯାଇପାରନ୍ତି ରାହୁଲ ଗାନ୍ଧି ଓ ପ୍ରିୟଙ୍କା ଗାନ୍ଧୀ। ପୋଲିସ ଯେଭଳି ଭାବେ ପୀଡ଼ିତାଙ୍କ ଜୋରଜବରଦସ୍ତି ତାଙ୍କର ଅନ୍ତିମ ସଂସ୍କାର କରିଛି … Read More

ଗତ ୨୪ଘଣ୍ଟାରେ ରାଜ୍ୟରେ ୪୯,୬୪୫ କରୋନା ନମୁନା ପରୀକ୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) :ଗତ ୨୪ଘଣ୍ଟାରେ ୪୯,୬୪୫ କରୋନା ନମୁନା ପରୀକ୍ଷା କରାଯାଇଛି। ଏହି ନମୁନା ପରୀକ୍ଷା ଆରଟିପିସିଆର୍‌, ଆଣ୍ଟିଜେନ୍‌ ଓ ଟ୍ରୁନଟ୍‌ ପଦ୍ଧତିରେ କରାଯାଇଥିବା ସୂଚନା ମିଳିଛି। ଏଥିମଧ୍ୟରୁ ୮,୦୭୫ଟି ଆରଟିପିସିଆର ଏବଂ ୪୧, ୪୫୯ଟି ଆଣ୍ଟିଜେନ ଟେଷ୍ଟ ଓ … Read More

ଦେଶରେ ୨୪ ଘଣ୍ଟାରେ ୮୬ ହଜାର ୮୨୧ ନୂଆ କରୋନା ଆକ୍ରାନ୍ତ; ୧୧୮୧ ମୃତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୮୬ ହଜାର ୮୨୧  କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ … Read More

ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସମ୍ଭାବନା : ୪ ଜିଲ୍ଲାକୁ ଅରେଞ୍ଜ ଏବଂ ୧୦ ଜିଲ୍ଲା ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି

ଭୁବନେଶ୍ବର, (ଓଡିଶା ଟାଇମ୍) :ଆସୁଛି ବଡ ବର୍ଷା । ୫ ଦିନ ପ୍ରବଳ ବର୍ଷିବ । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ ଆନ୍ଧ୍ର ଉପକୂଳ ସଂଲଗ୍ନ ପଶ୍ଚିମ ବଙ୍ଗୋସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଆଗାମୀ ଦୁଇ … Read More

ଅନଲକ୍ ୫.୦ ଗାଇଡ୍‌ଲାଇନ୍: ଖୋଲିବ ସିନେମା ହଲ୍, ମନୋରଞ୍ଜନ ପାର୍କ, ସ୍କୁଲ-କଲେଜ୍ ଉପରେ ରାଜ୍ୟ ନେବେ ନିଷ୍ପତ୍ତି

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :କରୋନା ସଂକ୍ରମଣର ପ୍ରକୋପ ମଧ୍ୟରେ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଅନଲକ୍‌-୫ ପାଇଁ ଗାଇଡ୍‌ଲାଇନ୍ ଜାରି କରିଛନ୍ତି। ଗୃହ ମନ୍ତ୍ରଣାଳୟର ଗାଇଡ୍‌ଲାଇନ୍‌ ଅନୁଯାୟୀ ଅନଲକ-୫ରେ ସିନେମାଘର ଓ ମଲ୍‌ଟିପ୍ଲେକ୍ସ ୫୦ ପ୍ରତିଶତ ସିଟ୍‌ ସହିତ ଖୋଲିବ। ଅକ୍ଟୋବର ୧୫ରୁ … Read More

ଶନିବାର ରାଜ୍ୟ ସରକାରୀ ଅଫିସ୍ ଛୁଟି, କାର୍ଯ୍ୟ ଦିବସରେ ୫୦ ପ୍ରତିଶତ କର୍ମଚାରୀରେ ଚାଲିବ ଅଫିସ୍‌

ଭୁବନେଶ୍ବର, (ଓଡିଶା ଟାଇମ୍) :ଅକ୍ଟୋବର ମାସରେ ଭୁବନେଶ୍ବର ଓ କଟକରେ ସମସ୍ତ ସରକାରୀ ଅଫିସ ୫୦ ପ୍ରତିଶତ କର୍ମଚାରୀଙ୍କୁ ନେଇ କାର୍ଯ୍ୟ କରିବ। ଏଥିସହ ପ୍ରତ୍ୟେକ ଶନିବାର ରାଜ୍ୟର ସମସ୍ତ ସରକାରୀ ଅଫିସ୍‌ ଛୁଟି ରହିବ। ଏ ନେଇ ସାଧାରଣ ପ୍ରଶାସନ … Read More

ରାଜଧାନୀରୁ ବାହାରିଲେ ଆଉ ୩୬୯ କରୋନା ପଜିଟିଭ୍, ସୁସ୍ଥ ହେଲେ ୩୫୬

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୬୯  ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୧୮୯୫ରେ ପହଞ୍ଚିଛି । ବୁଧବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୭୫ ଜଣ ରହିଥିବା ବେଳେ … Read More

ଚାନ୍ଦିପୁରରେ ସୁପରସୋନିକ୍‌ କ୍ରୁଜ୍‌ ମିସାଇଲ୍‌ ବ୍ରହ୍ମୋସ୍‌ର ବ୍ୟାବହାରିକ ପରୀକ୍ଷଣ

ଚାନ୍ଦିପୁର, (ଓଡିଶା ଟାଇମ୍) :ଚାନ୍ଦିପୁରରେ ଥିବା ଅନ୍ତରୀଣ ପରୀକ୍ଷଣ ଘାଟିରୁ ବୁଧବାର ସୁପରସୋନିକ୍‌ କ୍ରୁଜ୍‌ ମିସାଇଲ୍‌ ବ୍ରହ୍ମୋସ୍‌ର ବ୍ୟାବହାରିକ ପରୀକ୍ଷଣ ହୋଇଯାଇଛି। ସକାଳ ୧୦ଟା ୨୭ରେ ଏହି ପରୀକ୍ଷଣ କ୍ଷେପଣାସ୍ତ୍ର କେନ୍ଦ୍ରର ୩ ନମ୍ବର ଲଞ୍ଚ୍‌ ପ୍ୟାଡ୍‌ରୁ ଡିଆରଡିଓ ପକ୍ଷରୁ ହୋଇଥିଲା। … Read More

୨୮ ବର୍ଷ ପରେ ଆସିଲା ବାବ୍ରି ମସଜିଦ୍ ଧ୍ୱଂସ ମାମଲାର ଚୂଡ଼ାନ୍ତ ରାୟ : ସମସ୍ତ ଅଭିଯୁକ୍ତଙ୍କୁ ନିର୍ଦ୍ଦୋଷ ଘୋଷଣା କଲେ କୋର୍ଟ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ୨୮ ବର୍ଷ ପରେ ବହୁ ପ୍ରତିକ୍ଷିତ ବାବ୍ରି ମସଜିଦ୍ ମାମଲାର ଶୁଣାଣି ବୁଧବାର ସିବିଆଇର ସ୍ୱତନ୍ତ୍ର କୋର୍ଟ କରିଛନ୍ତି। ମସଜିଦ ଭାଙ୍ଗିବା ନେଇ କୌଣସି ଷଡ଼ଯନ୍ତ୍ର ହୋଇ ନ ଥିଲା । ବାବ୍ରୀ ଭଙ୍ଗା ପୂର୍ବ … Read More