ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୮୪୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ୧୪ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର … Read More

ରାଜ୍ୟରେ ଚିହ୍ନଟ ହେଲେ ୩୪୪୩ କରୋନା ସଂକ୍ରମିତ, ୨୧୯୧୧୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୪୪୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୧୯୧୧୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ … Read More

ଗତ ୨୪ଘଣ୍ଟା ମଧ୍ୟରେ ରାଜ୍ୟରେ ୫୦ ହଜାରରୁ ଅଧିକ କରୋନା ନମୁନା ପରୀକ୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) :ଦିନକୁ ଦିନ କରୋନା ସଂକ୍ରମଣ ସଂଖ୍ୟା ବଢ଼ି ଚାଲିଥିବା ବେଳେ ଦିନକ ମଧ୍ୟରେ ରାଜ୍ୟରେ ୫୦ ହଜାରରୁ ଉର୍ଧ୍ବ କୋଭିଡ୍‌ ନମୁନା ପରୀକ୍ଷା କରାଯାଇଛି। ଗତ କିଛି ଦିନ ହେବ ରାଜ୍ୟରେ ୫୦ ହଜାରରୁ କମ୍ ନମୁନା … Read More

୨୪ ଘଣ୍ଟାରେ ଦେଶରେ ୮୦ ହଜାର ୪୭୨ ନୂଆ କରୋନା ଆକ୍ରାନ୍ତ; ୧,୧୭୯ ଜଣ ମୃତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୮୦ ହଜାର ୪୭୨  କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା … Read More

ଆଜି ଆସିବ ବାବ୍ରି ମସଜିଦ୍ ଭଙ୍ଗା ମାମଲାର ରାୟ

ଲକ୍ଷ୍ନୌ, (ଓଡିଶା ଟାଇମ୍ଆ) : ଆଜି ଆସିବ ବାବ୍ରି ମସଜିଦ୍ ଭଙ୍ଗା ମାମଲାର ରାୟ । ଲକ୍ଷ୍ନୌର ସ୍ପେଶାଲ ସିବିଆଇ କୋର୍ଟ ବବ୍ରି ମସଜିଦ ଭଙ୍ଗା ମାମଲାର ରାୟ ଶୁଣାଇବେ । ତେବେ ଏହାର ରାୟ ବେଳେ ଏହାର ମୁଖ୍ୟ ଅଭିଯୁକ୍ତ … Read More

ରାସ୍ତା ନିର୍ମାଣ କାର୍ଯ୍ୟରେ ବ୍ୟବହୃତ ଜେସିବି ପୋଡ଼ିଲେ ମାଓବାଦୀ

ରାୟଗଡା, (ଓଡିଶା ଟାଇମ୍) : ରାୟଗଡା ଜିଲାର କଲ୍ୟାଣସିଂହପୁର ଅନ୍ତର୍ଗତ ପଡାପଦର ପଞ୍ଚାୟତ କଲିକିଗୁଡ଼ାକୁ ଘାଟିରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବ୍ୟବହୃତ ଜେସିବି ମାଓବାଦୀ ପୋଡି ଦେଇଥିବା ଜଣାପଡିଛି। କଲିକିଗୁଡ଼ାକୁ ଘାଟିରେ ରାସ୍ତା କାମକୁ ବିରୋଧ କରି ମାଓବାଦୀ ଏପରି କାଣ୍ଡ … Read More

ଆଜିଠୁ ୩ ଦିନ ଯାଏଁ ବର୍ଷିବ, ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର, (ଓଡିଶା ଟାଇମ୍) :ଆଜିଠାରୁ ଅକ୍ଟୋବର ୨ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ଘୂର୍ଣ୍ଣିଝଡର ସମ୍ଭାବନା ରହିଛି । ଏଥିପାଇଁ ୩ ଦି ସତର୍କତା ଅବଲମ୍ବନ କରିବାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି । ଏହାସହ ବିପଦ … Read More

ରାଜଧାନୀରୁ ବାହାରିଲେ ଆଉ ୩୨୯ କରୋନା ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୨୯  ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୧୫୨୬ରେ ପହଞ୍ଚିଛି । ମଙ୍ଗଳବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୭୩ ଜଣ ରହିଥିବା ବେଳେ … Read More

ନଭେମ୍ବର ୩ରେ ବାଲେଶ୍ଵର ଓ ତିର୍ତ୍ତୋଲ୍ ଭୋଟ୍, ଘୋଷଣା ହେଲା ୯ ରାଜ୍ୟର ୫୬ ବିଧାନସଭା ଓ ଗୋଟିଏ ଲୋକସଭା ଆସନ ପାଇଁ ଉପନିର୍ବାଚନ ତାରିଖ

ଭୁବନେଶ୍ବର, (ଓଡିଶା ଟାଇମ୍) :ଆସନ୍ତା ନଭେମ୍ବର ୩ରେ ବାଲେଶ୍ଵର ଓ ତିର୍ତ୍ତୋଲ ବିଧାନସଭା ଆସନରେ ଉପ ନିର୍ବାଚନ ଅନୁଷ୍ଠିତ ହେବ। ଭାରତୀୟ ନିର୍ବାଚନ କମିଶନରଙ୍କ ପକ୍ଷରୁ ଏ ନେଇ ତାରିଖ ଘୋଷଣା କରାଯାଇଛି। ଅକ୍ଟୋବର ୯ ତାରିଖରେ ଉପ ନିର୍ବାଚନ ନେଇ … Read More

ସାଂସଦ ସସ୍ମିତ ପାତ୍ରଙ୍କୁ କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର କରୋନା ଆକ୍ରାନ୍ତ ହୋଇଥିବା ଜଣାପଡିଛି। ଏ ସଂପର୍କରେ ସେ ନିଜେ ଟ୍ବିଟ୍ କରି ସୂଚନା ଦେଇଛନ୍ତି। ତେବେ ସେ ହୋମ୍ ଆଇସୋଲେସନରେ ଥିବା ଜଣାଇଛନ୍ତି। ଅନ୍ୟପକ୍ଷରେ ବିଗତ କିଛି ଦିନ … Read More