ଏମ୍ସ ରିପୋର୍ଟରେ ବଡ଼ ଖୁଲାସା : ସୁଶାନ୍ତଙ୍କ ଶରୀରରେ ମିଳିଲା ନାହିଁ ବିଷ

ମୁମ୍ବାଇ, (ଓଡିଶା ଟାଇମ୍) :ବଲିଉଡ୍ ଅଭିନେତା ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲାରେ ଏମ୍ସର ଫରେନସିକ୍ ଟିମ୍ ଓ ସିଏଫଏସଏଲଙ୍କ ଏକ୍ସପର୍ଟଙ୍କ ମଧ୍ୟରେ କିଛି ଦିନ ତଳେ ଏକ ବୈଠକ ବସିଥିଲା। ଏମ୍ସ ତରଫରୁ କରାଯାଉଥିବା ଫରେନସିକ ତଦନ୍ତ ରିପୋର୍ଟ ସିବିଆଇକୁ … Read More

ଆଜି ବମ୍ବେ ହାଇକୋର୍ଟରେ ରେହା ଚକ୍ରବର୍ତ୍ତୀଙ୍କ ଜାମିନ ଆବେଦନ ଶୁଣାଣି

ମୁମ୍ବାଇ, (ଓଡିଶା ଟାଇମ୍) :ବମ୍ବେ ହାଇକୋର୍ଟ ଆଜି ରେହା ଚକ୍ରବର୍ତ୍ତୀଙ୍କ ଦ୍ଵାର ଦାଖଲ ହୋଇଥିବା ଜାମିନର ଶୁଣାଣି କରିବେ। ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ସହ ଜଡିତ ଡ୍ରଗ୍ସ ମାମଲାରେ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନସିବି) ରେହାଙ୍କୁ ଗିରଫ କରିଛି। ଜାମିନ … Read More

ରାଜ୍ୟରେ ୧୫ ଜୀବନ ନେଲା କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୩୦୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୫ ଜଣଙ୍କର ମୃତ୍ୟୁ … Read More

ରାଜ୍ୟରେ ଚିହ୍ନଟ ହେଲେ ୩୦୬୭ କରୋନା ସଂକ୍ରମିତ, ୨୧୫୬୭୬ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୦୬୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୧୫୬୭୬ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ … Read More

ଗତ ୨୪ଘଣ୍ଟାରେ ରାଜ୍ୟରେ ୪୧,୪୫୨କରୋନା ନମୁନା ପରୀକ୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) :ଗତ ୨୪ଘଣ୍ଟାରେ ରାଜ୍ୟରେ ୪୧,୪୫୨କରୋନା ନମୁନା ପରୀକ୍ଷା କରାଯାଇଛି। ଏହି ନମୁନା ପରୀକ୍ଷା ଆରଟିପିସିଆର୍‌, ଆଣ୍ଟିଜେନ୍‌ ଓ ଟ୍ରୁନଟ୍‌ ପଦ୍ଧତିରେ କରାଯାଇଥିବା ସୂଚନା ମିଳିଛି। ଏଥିମଧ୍ୟରୁ ୫,୬୫୭ଟି ଆରଟିପିସିଆର ଏବଂ ୩୫, ୬୯୪ଟି ଆଣ୍ଟିଜେନ ଟେଷ୍ଟ ଓ … Read More

ଆଉ ୫ ବିଧାୟକ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) :ବିଧାନସଭାରେ କରୋନା ଟେଷ୍ଟରେ ଆଉ ୫ ବିଧାୟକ ପଜିଟିଭ ହୋଇଛନ୍ତି । ତୃତୀୟ ଦିନରେ ହୋଇଥିବା ଟେଷ୍ଟରେ ବିଧାୟକ ପଜିଟିଭ୍ ଆସିଥିବା ସୂଚନା ମିଳିଛି । ଗତକାଲି ୨୫ ବିଧାୟକଙ୍କର କରୋନା ଟେଷ୍ଟ ହୋଇଥିଲା । ସେମାନଙ୍କ … Read More

ଦୁଇ ଦିନ ପାଇଁ ଆଠଗଡ ସଟ୍‌ଡାଉନ୍, ବ୍ୟବସାୟୀ ସଂଘ ପକ୍ଷରୁ ଘୋଷଣା

ଆଠଗଡ଼, (ଓଡିଶା ଟାଇମ୍) :ରାଜ୍ୟରେ ଦିନକୁ ଦିନ ବଢୁଛି କରୋନା ସଂକ୍ରମଣ । ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢି ବଢି ଚାଲିଛି । ଆଠଗଡରେ ମଧ୍ୟ କରୋନା ସଂକ୍ରମଣ ଦିନକୁ ଦିନ ବଢି ବଢି ଚାଲୁଛି … Read More

ଆଜିଠୁ ଆରମ୍ଭ ହେଉଛି ବିଧାନସଭା ଅଧିବେଶନ

ଭୁବନେଶ୍ବର, (ଓଡିଶା ଟାଇମ୍) :ଆଜିଠୁ ଆରମ୍ଭ ହେଉଛି ବିଧାନସଭା ଅଧିବେଶନ । ଆସିବ ୯ଟି ଅଧ୍ୟାଦେଶ ସମେତ ୧୬ଟି ବିଲ୍‌ । କରୋନା କଟକଣା ମଧ୍ୟରେ ଆଜିଠୁ ଆରମ୍ଭ ହେବାକୁ ଯାଉଥିବା ବିଧାନସଭା ମୌସୁମୀ ଅଧିବେଶନରେ ରାଜ୍ୟ ସରକାର ୯ଟି ଅଧ୍ୟାଦେଶ … Read More

ଆଜି ଉତ୍ତରାଖଣ୍ଡରେ ୬ଟି ବଡ଼ ପ୍ରକଳ୍ପକୁ ଉଦ୍‍ଘାଟନ କରିବେ ମୋଦୀ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡି ଓ କନଫରେନ୍ସିଂ ମାଧ୍ୟମରେ ନମାମି ଗଙ୍ଗେ ମିଶନ୍‍ ଅଧୀନରେ  ଉତ୍ତରାଖଣ୍ଡରେ ୬ଟି ବଡ଼ ପ୍ରକଳ୍ପକୁ ଉଦ୍‍ଘାଟନ କରିବେ। ସେହି ପ୍ରକଳ୍ପ ମଧ୍ୟରେ ଦୈନିକ ୬୮ ନିୟୁତ ଲିଟର ନର୍ଦ୍ଦମା ଜଳ … Read More

ଆଖିରେ ଜଟିଳ ଅସ୍ତ୍ରୋପଚାର ପରେ ଦୁନିଆ ଦେଖିଲା ତିନି ମାସର ଶିଶୁକନ୍ୟା

ସୁନ୍ଦରଗଡ଼, (ଓଡିଶା ଟାଇମ୍) :ଜନ୍ମ ହେଲା ବେଳେ ମୋ ଝିଅର ଓଜନ ମାତ୍ର ୭୦୦ ଗ୍ରାମ ଥିଲା। ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଆଇସିୟୁରେ ଝିଅ ଅଢ଼େଇ ମାସ ରହିଲା। ପରୀକ୍ଷା ହେଲାରୁ ଜଣାପଡ଼ିଲା ଯେ ତା’ ଆଖିରେ କିଛି ଅସୁବିଧା … Read More