ମନ୍ କି ବାତ: ମୋଦି କହିଲେ, କରୋନା ସଙ୍କଟ ପରିବାରକୁ ପରସ୍ପର ସହ ଯୋଡିବାରେ ସାହାଯ୍ୟ କରିଛି

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମାସିକ ରେଡିଓ କାର୍ଯ୍ୟକ୍ରମ ‘ମନ କି ବାତ’ କାର୍ଯ୍ୟକ୍ରମ ମାଧ୍ୟମରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ଏହା ମାସିକ ରେଡିଓ କାର୍ଯ୍ୟକ୍ରମର ଅଣସ୍ତରିତମ ଅଧ୍ୟାୟ। ଉଭୟ ଆକାଶବାଣୀ ଓ ଦୂରଦର୍ଶନର ସମସ୍ତ ନେଟୱାର୍କରେ ଏହା … Read More

ଡ୍ରଗ୍ସ ଲିଙ୍କ ଘଟଣା ; ଦିପୀକା, ସାରା, ଶ୍ରଦ୍ଧାଙ୍କ ଫୋନ ଜବତ କଲା ଏନସିବି

ମୁମ୍ବାଇ, (ଓଡିଶା ଟାଇମ୍) : ଡ୍ରଗ୍ସ ଲିଙ୍କ ଘଟଣାରେ ଅଭିନେତ୍ରୀ ଦିପୀକା ପାଦୁକନ, ସାରା ଅଲ୍ଲୀ ଖାନ, ଶ୍ରଦ୍ଧା କପୁର , ରାକୁଲପ୍ରୀତ ସିଂହଙ୍କ ନାମ ଆସିବା ପରେ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନସିବି)  ସଭିଁଙ୍କୁ ସମନ ପଠାଇ, ଜେରା କରିବା … Read More

ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୭୯୭ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୧୪ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୯୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ … Read More

ଆକ୍ଟୋବରରେ ଖୋଲିବ ରାଜ୍ୟର ସମସ୍ତ ପର୍ଯ୍ୟଟନସ୍ଥଳୀ

ଭୁବନେଶ୍ବର, (ଓଡିଶା ଟାଇମ୍) : ମହାମାରୀ କରୋନା ପାଇଁ  ବନ୍ଦ ରହିଥିବା ରାଜ୍ୟର ସମସ୍ତ ପର୍ଯ୍ୟଟନସ୍ଥଳୀ ଦୀର୍ଘ ଦିନ ପରେ ଖୋଲିବାକୁ ଯାଉଛି। ଆଜି ପର୍ଯ୍ୟଟନ ଦିବସରେ ପର୍ଯ୍ୟଟନ ମନ୍ତ୍ରୀ ଯ୍ୟୋତି ପାଣିଗ୍ରାହୀ ଏ ନେଇ ବଡ଼ ସୂଚନା ଦେଇଛନ୍ତି। ଅକ୍ଟୋବର … Read More

ରାଜ୍ୟରେ ଚିହ୍ନଟ ହେଲେ ୩୯୨୨ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) :  ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୯୨୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୦୯୩୭୪ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ … Read More

ଆଜି ବିଶ୍ଵ ପର୍ଯ୍ୟଟନ ଦିବସ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ପ୍ରତିବର୍ଷ ସେପ୍ଟେମ୍ବର ମାସ ୨୭ତାରିଖରେ ବିଶ୍ଵ ପର‌୍ୟ୍ୟଟନ ଦିବସ ପାଳନ କରାଯାଏ। ପର‌୍ୟ୍ୟଟନ ଶିଳ୍ପର ବିକାଶ ଦିଗରେ ଏହି ଦିବସ ପାଳନ କରାଯାଏ। ବିଶ୍ୱ ପର‌୍ୟ୍ୟଟନ ଦିବସ ୨୦୨୦ର ବିଷୟବସ୍ତୁ ହେଉଛି, ‘ପର‌୍ୟ୍ୟଟନ ଏବଂ ଗ୍ରାମୀଣ ବିକାଶ’ … Read More

ଗତ ୨୪ଘଣ୍ଟାରେ ରାଜ୍ୟରେ ୪୯,୦୪୯ କରୋନା ନମୁନା ପରୀକ୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) :ଗତ ୨୪ଘଣ୍ଟାରେ ରାଜ୍ୟରେ ୪୯,୦୪୯ କରୋନା ନମୁନା ପରୀକ୍ଷା କରାଯାଇଛି। ଏହି ନମୁନା ପରୀକ୍ଷା ଆରଟିପିସିଆର୍‌, ଆଣ୍ଟିଜେନ୍‌ ଓ ଟ୍ରୁନଟ୍‌ ପଦ୍ଧତିରେ କରାଯାଇଥିବା ସୂଚନା ମିଳିଛି। ଏଥିମଧ୍ୟରୁ ୭,୦୪୬ଟି ଆରଟିପିସିଆର ଏବଂ ୪୧,୯୩୬ଟି ଆଣ୍ଟିଜେନ ଟେଷ୍ଟ ଓ … Read More

ଦେଶରେ ୨୪ ଘଣ୍ଟାରେ ୧,୧୨୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ; ମୋଟ ମୃତ୍ୟୁ ସଂଖ୍ୟା ୯୪, ୫୦୩

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୮୮ହଜାର ୬୦୦  କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା … Read More

ଆଜି ଜେଇଇ ଆଡଭାନ୍ସଡ୍, ଦୁଇଟି ସିଟିଂରେ ହେବ ପରୀକ୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) :ଆଜି ଜେଇଇ ଆଡଭାନ୍ସଡ୍ । ଚଳିତ ବର୍ଷ ଜେଇଇ ଆଡଭାନ୍ସଡ ବୈଷୟିକ ଶିକ୍ଷା ପାଠ୍ୟକ୍ରମରେ ନାମଲେଖାଇବା ପାଇଁ ଆଜି ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେଉଛି । ଏଥିପାଇଁ ସାରା ଦେଶରେ ୧ ଲକ୍ଷ ୬୦ ହଜାର ଛାତ୍ରଛାତ୍ରୀ … Read More

ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଯଶୱନ୍ତ ସିଂଙ୍କ ପରଲୋକ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଯଶୱନ୍ତ ସିଂଙ୍କ ରବିବାର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ବୟସ ହୋଇଥିଲା। ଯଶୱନ୍ତ ସିଂ ଅଟଳ ବିହାରୀ ବାଜପେୟୀଙ୍କ ସରକାର ସମୟରେ ପ୍ରତିରକ୍ଷା, ବୈଦେଶିକ … Read More