ଡ଼୍ରଗ୍ସ ଲିଙ୍କ ଘଟଣା ; ଏନସିବିର କାର୍ଯ୍ୟାଳୟରେ ହାଜିର ହେଲେ ସିମୋନ ଖମ୍ବାଟା

ମୁମ୍ବାଇ, (ଓଡିଶା ଟାଇମ୍) : ବଲିଉଡର ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ସହ ଜଡିତ ଡ୍ରଗ୍ସ ମାମଲାର ଅନୁସନ୍ଧାନ କରୁଥିବା ଏନସିବି ଗୋଟିଏ ପରେ ଗୋଟିଏ ଗୁମର ଖୋଲିବାରେ ଲାଗିଛି।  ଡ଼୍ରଗ୍ସ ଲିଙ୍କ ଘଟଣାରେ ବହୁ ସିନେ ତାରକାଙ୍କ ନାଁ … Read More

ପୂର୍ବତନ ମନ୍ତ୍ରୀ ସେଖ୍‌ ମତଲୁବ ଅଲ୍ଲୀଙ୍କ ପରଲୋକ

ଭୁବନେଶ୍ବର, (ଓଡିଶା ଟାଇମ୍) :ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ସେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ ଘଟିଛି। ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ବରର ଏକ ଘରୋଇ ହସିଟାଲରେ ଆଜି ସକାଳେ ପରଲୋକ ଘଟିଥିବା ତାଙ୍କ ପରିବାର ଲୋକ ସୂଚନା ଦେଇଛନ୍ତି। ଗତ … Read More

ରାଜ୍ୟରେ ସର୍ବାଧିକ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ୧୬ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୫୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର … Read More

ରାଜ୍ୟରେ ଚିହ୍ନଟ ହେଲେ ୪୩୪୦ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୩୪୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୯୬୮୮୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ … Read More

ପାରାଦୀପ ମିଲିଟାରୀ ଇଞ୍ଜିନିୟର ସର୍ଭିସ ଅଫିସ୍‌ରେ ସିବିଆଇ ଚଢାଉ, ଲାଞ୍ଚ ନେଇ ଧରାପଡିଲେ କନିଷ୍ଠ ଯନ୍ତ୍ରୀ

ପାରାଦୀପ, (ଓଡିଶା ଟାଇମ୍) :ପାରାଦୀପ ମିଲିଟାରୀ ଇଞ୍ଜିନିୟର ସର୍ଭିସ କାର୍ଯ୍ୟାଳୟ ଉପରେ ସିବିଆଇର ଚଢ଼ାଉ । ଲାଞ୍ଚ ନେଉଥିବା ସମୟରେ ଧରାପଡିଲେ କନିଷ୍ଠ ଯନ୍ତ୍ରୀ । ତେବେ କନିଷ୍ଠ ଯନ୍ତ୍ରୀଙ୍କ ବାସଭବନ ସମେତ କାର୍ଯ୍ୟାଳୟରେ ଚଢ଼ାଉ କରିଥିବା ଜଣାପଡିଛି ।   … Read More

ଓଏନଜିସି ପ୍ଲାଣ୍ଟରେ ଭୟାବହ ଅଗ୍ନିକାଣ୍ଡ

ଅହମଦାବାଦ, (ଓଡିଶା ଟାଇମ୍) : ଗୁଜୁରାଟ ସୁରତର ହଜିରାସ୍ଥିତ ଓଏନଜିସି ପ୍ଲାଣ୍ଟରେ ବୁଧବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଲଗାତାର ୩ଟି ବିସ୍ଫୋରଣ ପରେ ଓଏନଜିସି ପ୍ଲାଣ୍ଟରେ ନିଆଁ ଲାଗିଥିବା ସୂଚନା ମିଳିଛି। ତେବେ ଏହି ଘଟଣାରେ କେହି ମୃତାହତ … Read More

ଦେଶରେ ୨୪ ଘଣ୍ଟାରେ ୮୬ ହଜାର ୫୦୮ ନୂଆ କରୋନା ଆକ୍ରାନ୍ତ; ୧,୧୨୯ ମୃତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ  ୮୬  ହଜାର୫୦୮ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ … Read More

ସୁସ୍ଥ ହେଲେ ଆଉ ୪୦୫୨ କରୋନା ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ରାଜ୍ୟରେ ଆଉ ୪୦୫୨ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏହାସହ ମୋଟ୍ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୫୭୨୬୫ ରେ ପହଁଚିଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୧୬ଜଣ ଆରୋଗ୍ୟ ଲାଭ … Read More

ରାଜଧାନୀରୁ ଆଉ ୩୦୧ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୦୧  ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୯୫୪୪ରେ ପହଞ୍ଚିଛି । ବୁଧବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୮୩ ଜଣ ରହିଥିବା ବେଳେ … Read More

ଡ୍ରଗ୍ସ ଜାଲରେ ବଲିଉଡ ଅଭିନେତ୍ରୀ: ଦୀପିକାଙ୍କ ପରେ ସାମ୍ନାକୁ ଆସିଲା ଦୀୟା ମିର୍ଜାଙ୍କ ନାମ

ମୁମ୍ବାଇ, (ଓଡିଶା ଟାଇମ୍) :ସୁଶାନ୍ତ ସିଂହ ରାଜପୁତ କେସ୍‌ରେ ଡ୍ରଗ୍ସ କନେକ୍ସନ ମାମଲା ଆସିବା ପରଠୁ ଅନେକ ଅଭିନେତ୍ରୀଙ୍କ ନାମ ସାମ୍ନାକୁ ଆସିବାରେ ଲାଗିଛି। ଜଣେ ପରେ ଜଣେ ଅଭିନେତ୍ରୀ ଡ୍ରଗ୍ସ ସେବନ କରୁଥିବା ମାମଲାର ଖୁଲାସା ହୋଇ ସାରିଛି। ଏହା … Read More