ରାଜ୍ୟରେ ଦିନକରେ ୫୦୦ ଟପିଲା କରୋନା ସଂକ୍ରମଣ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୫୭୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୩୨୬୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More

ସାନିଟାଇଜ୍ ପରେ ଖୋଲିଲା ଶ୍ରୀମନ୍ଦିର

ପୁରୀ, (ଓଡିଶା ଟାଇମ୍) :ରାଜ୍ୟରେ କରୋନାର ଦ୍ୱିତୀୟ ଲହର ଆସିବା ପରେ ଏହା ଚିନ୍ତାଜନକ ବିଷୟ ପାଲଟିଛି । ସଂକ୍ରମଣକୁ ଦୃଷ୍ଟିରେ ରଖି ରବିବାର ସର୍ବସାଧାରଣଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ ରହିଥିଲା । କେବଳ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନୀତିକାନ୍ତି ପାଇଁ ସେବାୟତମାନେ … Read More

୨୪ ଘଣ୍ଟାରେ ୧ ଲକ୍ଷ ଟପିଲା ସଂକ୍ରମଣ, ମହାରାଷ୍ଟ୍ରରେ ସ୍ଥିତି ସଂଗୀନ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଧିରେ ଧିରେ ସଂଗୀନ ହେଉଛି ସାରା ଦେଶରେ କରୋନା ସ୍ଥିତି । ଦେଶରେ ପ୍ରଥମ ଥର ଲାଗି ଦୈନିକ ସଂକ୍ରମଣ ୧ ଲକ୍ଷ ଟପିଛି । ପ୍ରଥମ ଥର ପାଇଁ ରେକର୍ଡ କରିଛି ମାହାମାରୀ । ଏହାପୂର୍ବରୁ … Read More

ବିଳମ୍ବିତ ରାତିରେ ରାଉରକେଲା ଷ୍ଟିଲ୍‌ ପ୍ଳାଣ୍ଟରେ ଅଗ୍ନିକାଣ୍ଡ

ରାଉରକେଲା, (ଓଡିଶା ଟାଇମ୍) :ରାଉରକେଲା ଷ୍ଟିଲ ପ୍ଲାଣ୍ଟରେ ଅଗ୍ନିକାଣ୍ଡ । ରାତି ପ୍ରାୟ ୩ଟାରେ ଏସ ଏମ ଏସ-୨ର କଣ୍ଟ୍ରୋଲ ରୁମ୍ ରୁମରେ ଅଗ୍ନିକାଣ୍ଡ ହୋଇଥିବା ସୂଚନା ମିଳିଛି । ସୂଚନାନୁସାରେ, ସୋମବାର ବିଳମ୍ବିତ ରାତ୍ରରେ ଷ୍ଟିଲ ପ୍ଲାଣ୍ଟର କଣ୍ଟ୍ରୋଲ ରୁମରେ … Read More

ଆଜିଠୁ ଓଡ଼ିଶାର ୧୦ ଜିଲ୍ଲାରେ ଲାଗୁ ହେବ ନାଇଟ୍‌ କର୍ଫ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) :ଓଡ଼ିଶାରେ ଦିନକୁ ଦିନ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ସଂକ୍ରମଣକୁ ରୋକିବା ପାଇଁ ଆଜିଠୁ ୧୦ ଜିଲ୍ଲାରେ ନାଇଟ୍‌ କର୍ଫ୍ୟୁ ଲାଗୁ ହେବ। ପଶ୍ଚିମ ଓଡ଼ିଶାର ୭ଟି ଓ ଦକ୍ଷିଣ ଓଡ଼ିଶାର ୩ଟି ଜିଲ୍ଲାରେ ନାଇଟ୍‌ କର୍ଫ୍ୟୁ … Read More

ଆଜି ଏପ୍ରିଲ ୦୫ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ ଆଜି ଆପଣଙ୍କ ପ୍ରତ୍ୟେକ କାମରେ କିଛିଟା ଦ୍ୱନ୍ଦ୍ୱ ଓ ଆଶଙ୍କା ମଧ୍ୟରେ ମନ ହଲଚଲ ହୋଇପାରେ । ସେହି କାମଟି ବାଧ୍ୟ ହୋଇ କରିବେ, କିନ୍ତୁ ବହୁତ ବିଳମ୍ବ ଓ ସମସ୍ୟା ମଧ୍ୟରେ ହିଁ ସମ୍ପନ୍ନ ହେବ । ଶୁଭ … Read More

ବରିଷ୍ଠ ବିଜେଡି ବିଧାୟକ ଅମର ଶତପଥୀ ଆହତ

ଚଣ୍ଡିଖୋଲ, (ଓଡିଶା ଟାଇମ୍) :ବରିଷ୍ଠ ବିଜେଡି ବିଧାୟକ ଅମର ପ୍ରସାଦ ଶତପଥୀ ଆହତ ହୋଇଛନ୍ତି ।  ଆହତ ଅବସ୍ଥାରେ ତାଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ଚିକିତ୍ସା ପରେ ଘରକୁ ଫେରିଥିବା ଜଣାପଡିଛି । ଖବର ଅନୁଯାୟୀ, ରବିବାର … Read More

ହୁହୁ ହୋଇ ବଢିଚାଲିଛି କରୋନା ମାମଲା, ଉଚ୍ଚସ୍ତରୀୟ ବୈଠକ ଡାକିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଦେଶରେ କରୋନା ମାମଲା ବଡିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୯୩ ହଜାରରୁ ଅଧିକ ମାମଲା ସାମ୍ନାକୁ ଆସିଛି । ଅର୍ଥାତ ଦୈନିକ ନୂଆ ସକ୍ରିୟ ମାମଲା ଲକ୍ଷେ ନିକଟତର ହୋଇଛି । ଏହା … Read More

ଅକ୍ଷୟ କୁମାରଙ୍କୁ କରୋନା

ମୁମ୍ବାଇ, (ଓଡିଶା ଟାଇମ୍) : ବଲିଉଡ୍‌ର ଜଣକ ପରେ ଜଣେ ଅଭିନେତା ଏବେ କରୋନା ଭୂତାଣୁରେ ସଂକ୍ରମିତ ହେବାରେ ଲାଗିଛନ୍ତି। ରଣବୀର କପୁର, ମନୋଜ ବାଜପାୟୀଙ୍କ ସମେତ ଅନେକ କଳାକାର ଏହି ମହାମାରୀରେ ଆକ୍ରାନ୍ତ ହେବା ପରେ ଏବେ ଖିଲାଡି ଷ୍ଟାର … Read More

ରାଜ୍ୟରେ ଚିହ୍ନଟ ହେଲେ ଆଉ ୪୭୧ କୋଭିଡ୍ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୪୭୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୨୬୯୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More