ରାହୁଲଙ୍କ ଦମ୍‌ ‘ସୋନିଆ ଚାଟୁକାରଙ୍କ ଛୁଟି’

କଂଗ୍ରେସରେ ଚାଲିଥିବା ବିବାଦ ମଧ୍ୟରେ ରାହୁଲ ଗାନ୍ଧୀ ବର୍ତ୍ତମାନ ସୋନିଆ ଗାନ୍ଧୀଙ୍କ ଚାଟୁକାର ତଥା ସବୁଠାରୁ ବିଶ୍ୱସ୍ତ “ପୁରୁଣା ନେତା”ଙ୍କୁ କଂଗ୍ରେସ ଦଳର କାର୍ଯ୍ୟ ତଥା ଦାୟିତ୍ୱରୁ ମୁକ୍ତ କରିବାରେ ଲାଗିଛନ୍ତି । ସଣ୍ଡେ ଗାର୍ଡ଼ିଆନ ରିପୋର୍ଟ ଅନୁଯାୟୀ, ଦଳର ବରିଷ୍ଠ … Read More

ରାଜ୍ୟ ପାଇଁ ଭଲ ଖବର; ସୁସ୍ଥ ହେଲେ ରେକର୍ଡ ସଂଖ୍ୟକ ୪୦୫୩ କରୋନା ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ ଆଉ ୪୦୫୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୭୭,୨୮୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା … Read More

ଜିଓ ଫାଇବର୍‌ର ନୂଆ ଟାରିଫ୍ ପ୍ଲାନ୍ ‘ନୂଆ ଭାରତର ନୂଆ ଜୋଶ୍‌’ ଜିଓଫାଇବର୍ ପକ୍ଷରୁ ସମସ୍ତ ନୂଆ ଗ୍ରାହକଙ୍କ ପାଇଁ “ବିନା ସର୍ତରେ ୩୦ ଦିନ ମାଗଣା ପରୀକ୍ଷଣ” ସୁଯୋଗ ସମ୍ପର୍କରେ ଘୋଷଣା

ମୂମ୍ବାଇ / ଭୁବନେଶ୍ୱର, (ଓଡିଶା ଟାଇମ୍) : ଗ୍ରାହକଙ୍କ ପ୍ରତି ରହିଥିବା ଏହାର ଆଗ୍ରହକୁ ଦୋହରାଇ ଏବଂ ‘ନୂଆ ଭାରତର ନୂଆ ଜୋଶ୍‌’ (ନୟେ ଇଣ୍ଡିଆ କା ନୟା ଜୋଶ୍‌)କୁ ପାଳନ କରି ପ୍ରତିଟି ଭାରତୀୟଙ୍କ ଘରକୁ ସଶକ୍ତ କରିବା ନିମମନ୍ତେ … Read More

ଭାରତର ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜିଙ୍କ ୮୪ ବର୍ଷ ବୟସରେ ଦେହାନ୍ତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍‌): ଅନେକ ସମୟ ଧରି ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଦେଶର ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜିଙ୍କର ସୋମବାର ଦିନ ଦେହାନ୍ତ ହୋଇଛି । ଏସମ୍ପର୍କରେ ତାଙ୍କ ପୁଅ ଅଭିଜିତ ମୁଖାର୍ଜି ସୂଚନା ଦେଇଛନ୍ତି । ଆଜି ସକାଳେ ତାଙ୍କ … Read More

କୋଭିଡ୍ ନିୟମ ପାଳନ କରି ଦୁର୍ଗାପୂଜା ଆୟୋଜନକୁ ଅନୁମତି ଦେଲେ ହାଇକୋର୍ଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଚଳିତବର୍ଷ ରାଜଧାନୀ ଭୁବନେଶ୍ବରରେ ଆଡମ୍ବରଶୁନ୍ୟ ଭାବରେ ପାଳନ ହେବ ଦୁର୍ଗାପୂଜା। ଏହି ବର୍ଷ ଭୁବନେଶ୍ୱରରେ ଆଡମ୍ବରଶୂନ୍ୟ ଦୁର୍ଗାପୂଜା ଆୟୋଜନ କରିବା ପାଇଁ ବିଭିନ୍ନ ପୂଜା କମିଟି ସହ ପୁଲିସ କମିଶନରଙ୍କ ବୈଠକରେ ନିଷ୍ପତ୍ତି ନିଆଯାଇଛି । … Read More

ସ୍ବାୟତଶାସନ ଦିବସରେ ଦୁଇଟି ନାଗରିକକେନ୍ଦ୍ରିକ ଆପ୍‌ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍) :  ଆଜି ସ୍ବାୟତ ଶାସନ ଦିବସ ଅବସରରେ ଲୋକସେବା ଭବନରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ଆମ ସହର’ ଓ ‘ସ୍ବଚ୍ଛ ସହର ଓଡ଼ିଶା’ ନାମକ ଦୁଇଟି ନାଗରିକକେନ୍ଦ୍ରିକ ମୋବାଇଲ୍‌ ଫୋନ୍ ଆପ୍ଲିକେସନ୍‌ର ଶୁଭାରମ୍ଭ କରିଛନ୍ତି।  ଲୋକସେବା … Read More

ସେପ୍ଟେମ୍ବରରେ ମଧୁବାବୁ ପେନ୍‌ସନ ଯୋଜନାରେ ହିତାଧିକାରୀଙ୍କୁ ମିଳିବ ୪ ମାସର ଭତ୍ତା

ଭୁବନେଶ୍ବର, (ଓଡିଶା ଟାଇମ୍) : ମଧୁବାବୁ ପେନସନ ଯୋଜନା ନେଇ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି ସରକାର । ସବୁ ହିତାଧିକାରୀଙ୍କୁ ସେପ୍ଟେମ୍ବରରେ ମିଳିବ ଏକକାଳୀନ ୪ ମାସର ଭତ୍ତା । ସେପ୍ଟେମ୍ବରରୁ ଡିସେମ୍ବର ଯାଏଁ ଭତ୍ତା ଏକକାଳୀନ ଦେବାକୁ … Read More

ଆସନ୍ତାକାଲି ରାଜ୍ୟ କ୍ୟାବିନେଟ ବୈଠକ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆସନ୍ତାକାଲିକୁ ଘୁଞ୍ଚିଛି ରାଜ୍ୟ କ୍ୟାବିନେଟ୍‌ର ବୈଠକ । ଆସନ୍ତାକାଲି ଅପରାହ୍ନରେ ବସିବ କ୍ୟାବିନେଟ ବୈଠକ । ତେବେ ଆଜି ଅପରାହ୍ନରେ ଆକାଶମାର୍ଗରୁ ବନ୍ୟାଞ୍ଚଳ ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ। ରାଜ୍ୟର ୨୦ଟି ଜିଲ୍ଲା ବନ୍ୟା ଜଳରେ … Read More

ପଳାତକ ବିଜୟ ମାଲ୍ୟାଙ୍କୁ ସୁପ୍ରିମକୋର୍ଟଙ୍କ ଝଟକା

ନୂଆଦିଲ୍ଲୀ, (ଓଡିଶା ଟାଇମ୍‌): ଅଦାଲତ ଅବମାନନା ମାମଲାରେ ଦୋଷୀ ସାବ୍ୟସ୍ତ ପଳାତକ ଉଦ୍ୟୋଗପତି ବିଜୟ ମାଲ୍ୟାଙ୍କୁ ସୁପ୍ରିକୋର୍ଟ ପକ୍ଷରୁ ବଡ ଝଟକା ଲାଗିଛି । ଏପରିକି ଏହି ମାମଲାର ପୁନଃବିଚାର ଆବେଦନକୁ ଖାରଜ କରି ଦେଇଛନ୍ତି ସୁପ୍ରିମକୋର୍ଟ । ଅର୍ଥ ନେଣଦେଣ … Read More

ବିବାହର ପ୍ରତିଶୃତି ଦେଇ ପ୍ରତାରଣା ଅଭିଯୋଗ

ଭୁବନେଶ୍ବର, (ଓଡିଶା ଟାଇମ୍) : ଯୁବତୀଙ୍କୁ  ବିବାହର ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗ । ପ୍ରତାରଣା ଅଭିଯୋଗରେ ମଞ୍ଚେଶ୍ୱର ଥାନା ପୋଲିସ ଜଣଙ୍କୁ ଗିରଫ କରିଛି । ଅଭିଯୁକ୍ତ ଜଣକ ହେଲେ ଚକେଇସିହାଣି ଅଞ୍ଚଳର ତପନ କୁମାର ସାହୁ(୨୫) । ସୂଚନାଯୋଗ୍ୟ ଯେ, … Read More