ଦଳର ଅନ୍ତରୀଣ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେବେକି ସୋନିଆ!
ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଆସନ୍ତା ସୋମବାର ଦିନ କଂଗ୍ରେସ କାର୍ଯ୍ୟ କମିଟିର ବୈଠକ ଭିଡିଓ କନଫରେନ୍ସିଂ ଜରିଆରେ ହେବାକୁ ଯାଉଛି । ଏହାର ପୂର୍ବରୁ ସୋନିଆ କହିଛନ୍ତି ଯେ ସେ ଦଳର ଅନ୍ତରୀଣ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଦେବେ । ରାହୁଲ … Read More











