ଆସାମରେ ବିଜେପିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ହୋଇପାରନ୍ତି ପୂର୍ବତନ ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇ !
ଗୌହାଟି, (ଓଡିଶା ଟାଇମ୍): ଦେଶର ପୂର୍ବତନ ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇ ଆସାମରେ ବିଜେପିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ହୋଇପାରନ୍ତି ବୋଲି ଦାବି କରିଛନ୍ତି ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭେଟେରାନ୍ କଂଗ୍ରେସ ନେତା ତରୁଣ ଗୋଗେଇ । ଆସନ୍ତା ବର୍ଷ ଆସାମରେ … Read More











