ଦେଶରେ ୪୦ ହଜାର ଟପିଲା କରୋନା ମୃତ୍ୟୁ ସଂଖ୍ୟା; ୨୪ ଘଣ୍ଟାରେ ୫୬ ହଜାରରୁ ଅଧିକ ଆକ୍ରାନ୍ତ

ନୂଆଦିଲ୍ଲୀ, (ଓଡ଼ିଶା ଟାଇମ୍): ଦେଶରେ କରୋନା ଭାଇରସ୍ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଯାହା ଫଳରେ ଭାରତରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୧୯ ଲକ୍ଷ ୬୪ ହଜାର ୫୩୭ରୁ ଅଧିକ ଟପିଛି। ଦେଶରେ କରୋନା ଜନିତ … Read More

କରୋନା ଭୟରେ ଶବକୁ କାନ୍ଧ ଦେଲେନି ଗାଁଲୋକ

ପୁରୀ, (ଓଡିଶା ଟାଇମ୍) : ପୁରୀ ଜିଲ୍ଲା ଗୋପ ବ୍ଲକ୍ ବନାଖଣ୍ଡି ପଞ୍ଚାୟତରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ମାଙ୍କଡ ଗୋରଡି ଗ୍ରାମର ଜଣେ ଯୁବକ ଜ୍ବରରେ ଆକ୍ରାନ୍ତ ହେବାପରେ ତାଙ୍କର ମୃତ୍ୟୁ ହୋଇଥିଲା । ତେବେ ଗାଁ … Read More

ମନୋଜ ସିହ୍ନା ଜାମ୍ମୁ କାଶ୍ମୀରର ନୂଆ ଉପ ରାଜ୍ୟପାଳ; ଜାଣନ୍ତୁ, ତାଙ୍କ ରାଜନୈତିକ ଜୀବନୀ ସମ୍ପର୍କରେ…

ଶ୍ରୀନଗର, (ଓଡିଶା ଟାଇମ୍‌): ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତା ମନୋଜ ସିହ୍ନା ଏବେ ଜାମ୍ମୁ କାଶ୍ମୀରର ନୂଆ ଉପ ରାଜ୍ୟପାଳ । ଏହାପୂର୍ବରୁ ଗତ ବୁଧବାର ଦିନ ଜାମ୍ମୁ କାଶ୍ମୀରର ଉପ ରାଜ୍ୟପାଳ ଗିରିଶ ଚନ୍ଦ୍ର ମୁର୍ମୁ … Read More

ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ : ୯ରୁ ବର୍ଷା ସମ୍ଭାବନା

ଭୁବନେଶ୍ବର, (ଓଡିଶା ଟାଇମ୍) :ଆସନ୍ତା ୯ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ଆଖପାଖ ଅଂଚଳରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ପଶ୍ଚିମ ତଥା ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ … Read More

କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ; ୮ ମୃତ

ଅହମ୍ମଦାବାଦ, (ଓଡିଶା ଟାଇମ୍‌): ଗୁଜୁରାଟର ଅହମ୍ମଦାବାଦରେ ଥିବା ଏକ କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ ଫଳରେ ୮ ଜଣଙ୍କର ମୃତ୍ୟୁ ହୋଇଛି । ନ୍ୟୁଜ୍ ଏଜେନ୍ସି ପିଟିଆଇ ମୁତାବକ ଅହମ୍ମଦାବାଦର ନଭରାଙ୍ଗପୁର ଅଞ୍ଚଳରେ ଥିବା ଶ୍ରେୟ ହସ୍ପିଟାଲରେ ଏହି ଅଗ୍ନିକାଣ୍ଡ ଘଟିଥିଲା । … Read More

ତେଜପତ୍ରରେ କି କି ଉପକାରୀ ଗୁଣ ରହିଛି, ପଢନ୍ତୁ

ଭୁବନେଶ୍ୱର, (ଓଡିଶା ଟାଇମ୍‌): ତେଜପତ୍ରକୁ ଖାଲି ଯେ ଚା’ରେ ବ୍ୟବହାର କରାଯାଏ, ତା’ନୁହେଁ ଏହା ଅନେକ ପ୍ରକାରର ସ୍ୱାସ୍ଥ୍ୟ ସମସ୍ୟାକୁ ମଧ୍ୟ ଦୂର କରିଥାଏ । ଔଷଧୀୟ ଗୁଣରେ ଭରପୂର ତେଜ ପତ୍ର ମଧୁମେହ ଭଳି ରୋଗରୁ ବି ଉପଶମ ଦେଇଥାଏ … Read More

ରାଜ୍ୟରେ ଖୋଲା ହେଲା ଆଉ ୨ଟି ପ୍ଲାଜମା ବ୍ୟାଙ୍କ

ଭୁବନେଶ୍ବର, (ଓଡିଶା ଟାଇମ୍) : ବ୍ରହ୍ମପୁର ଓ ବୁର୍ଲାରେ ନୂଆ ପ୍ଲାଜମା ବ୍ୟାଙ୍କ ଉଦଘାଟିତ ହୋଇଛି । ଭିଡ଼ିଓ କନଫରେନ୍ସ ଜରିଆରେ ୨ଟି ପ୍ଲାଜମା ବ୍ୟାଙ୍କ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୂର୍ବରୁ କଟକ, ଭୁବନେଶ୍ୱର ଓ ରାଉରକେଲାରେ … Read More

ରାଜ୍ୟରେ ୨୪ ଘଣ୍ଟାରେ ସୁସ୍ଥ ହେଲେ ୧୨୫୫ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ଯ ପାଇଁ ଖୁସି ଖବର। ଆଜି ରାଜ୍ୟରେ ୧୨୫୫ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରଜ୍ୟରେ ମୋଟ୍ ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ୨୫୭୩୭କୁ ବୃଦ୍ଧି ପାଇଛି । ଗଞ୍ଜାମରୁ ସର୍ବାଧିକ … Read More

ଭାରତୀୟ କୋଇଲା ଖଣି ନିଲାମୀରେ ଚୀନ୍‌କୁ ମନା

ଚୀନ୍‌ର ୫୯ଟି ଆପ୍ ଉପରେ ପ୍ରତିବନ୍ଧକ ଲଗାଇବା ଏବଂ ଦେଶର ଅନେକ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରରୁ ଚୀନ୍ କମ୍ପାନୀଗୁଡ଼ିକୁ ବହିଷ୍କାର କରିବା ପରେ ଭାରତ ସରକାର ଆଉ ଏକ ନିଷ୍ପତ୍ତି ନେଇଛନ୍ତି ଯାହା ଚୀନ୍‌ର ଅର୍ଥନୈତିକ ଯୋଜନାକୁ ଭାଙ୍ଗି ଦେବ । ନିକଟରେ … Read More

ଭୁବନେଶ୍ୱରରୁ ଆଜି ୧୩୭ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ପୁଣି ଭୁବନେଶ୍ଵର ୧୩୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ୧୩୭ଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୧୩ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୨୪ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ୧୧୮ଜଣ … Read More