ରିୟା ଚକ୍ରବର୍ତ୍ତୀଙ୍କ ଆବେଦନ ଉପରେ ଆଜି ଶୁଣାଣି କରିବେ ସୁପ୍ରିମକୋର୍ଟ
ପାଟନା, (ଓଡିଶା ଟାଇମ୍): ବଲିଉଡ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ମାମଲାରେ ଗାର୍ଲଫ୍ରେଣ୍ଡ ରିୟା ଚକ୍ରବର୍ତ୍ତୀ କରିଥିବା ଯାଚିକା ଉପରେ ଆଜି ସୁପ୍ରିମକୋର୍ଟରେ ଶୁଣାଣି କରାଯିବ। ରିୟା ଏହି ଯାଚିକାରେ ବିହାର ପୋଲିସରେ ଦାଏର ହୋଇଥିବା ମାମଲାକୁ ମୁମ୍ବାଇ ଟ୍ରାନ୍ସଫର … Read More











