ରାଜୀବ ଗାନ୍ଧୀ ହତ୍ୟା ମାମଲାର ଦୋଷୀ ନଳିନୀଙ୍କ ଆତ୍ମହତ୍ୟା ଉଦ୍ୟମ
ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ହତ୍ୟାକାଣ୍ଡରେ ଦୋଷୀ ସାବ୍ୟସ୍ତ ନଳିନୀ ଶ୍ରୀହରଣ ଗତକାଲି ବିଳମ୍ବିତ ରାତିରେ ଜେଲ୍ ଭିତରେ ଆତ୍ମହତ୍ୟା ଉଦ୍ୟମ କରିଥିବା ସୂଚନା ମିଳିଛି । ଏନେଇ ତାଙ୍କ ଓକିଲ ପୁଗଲେନ୍ତି ସୂଚନା ଦେଇଥିବା … Read More











