ଆଜି ଦାୟିତ୍ବ ନେବେ ନୂଆ ଡିସିପି

ଭୁବନେଶ୍ବର,(ଓଡିଶା ଟାଇମ୍) : ଭୁବନେଶ୍ବର ଡିସିପି ଭାବେ ଆଜି ଦାୟିତ୍ବ ନେବେ ଉମାଶଙ୍କର ଦାଶ । ପୋଲିସ କମିସନର କାର୍ଯ୍ୟାଳୟରେ ଅନୁପ ସାହୁଙ୍କଠାରୁ ନେବେ ଦାୟିତ୍ବ । ତେବେ ୨୦୦୮ ବ୍ୟାଚ୍‌ର ଆଇପିଏସ୍‌ ଅଫିସର ହେଇଛନ୍ତି ଉମାଶଙ୍କର ଦାଶ । ସେ … Read More

ଓଡ଼ିଶାର ୧୦ ସ୍ୱାଧୀନତା ସଂଗ୍ରାମୀଙ୍କୁ ମିଳିବ ରାଷ୍ଟ୍ରପତି ସମ୍ମାନ

ଭୁବନେଶ୍ବର, (ଓଡିଶା ଟାଇମ୍) : ଓଡ଼ିଶାର ୧୦ ଜଣ ସ୍ୱାଧୀନତା ସଂଗ୍ରାମୀଙ୍କୁ ମିଳିବ ରାଷ୍ଟ୍ରପତି ସମ୍ମାନ । ଅଗଷ୍ଟ କ୍ରାନ୍ତି ଦିବସ ଅବସରରେ ରାଷ୍ଟ୍ରପତିଙ୍କ ପକ୍ଷରୁ ସମ୍ମାନିତ କରାଯିବ । କୋଭିଡ ଲାଗି ଏଥର ରାଷ୍ଟ୍ରପତି ଭବନକୁ ଯିବେ ନାହିଁ ସ୍ୱାଧୀନତା … Read More

ଦେଶରେ ୧୧ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା; ୨୪ ଘଣ୍ଟାରେ ସର୍ବାଧିକ ୪୦ ହଜାରରୁ ଉର୍ଦ୍ଧ୍ୱ ପଜିଟିଭ

ନୂଆଦିଲ୍ଲୀ, (ଓଡ଼ିଶା ଟାଇମ୍): ଦେଶରେ କରୋନା ଭାଇରସ୍ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଯାହା ଫଳରେ ଭାରତରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୧୧ ଲକ୍ଷରୁ ଅଧିକ ଟପିଛି। ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୭, … Read More

ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର, (ଓଡିଶା ଟାଇମ୍) : ସୁନ୍ଦରଗଡ଼, ଝାରସୁଗୁଡ଼ା ଓ କନ୍ଧମାଳ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ସେହିପରି ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ,ବଲାଙ୍ଗୀର, ନୂଆପଡ଼ା, ସମ୍ବଲପୁର, ଦେଓଗଡ଼, ଖୋର୍ଦ୍ଧା, … Read More

ବଢୁଛି ମୋଦିଙ୍କ ଲୋକପ୍ରିୟତା; ଟ୍ୱିଟରରେ ୬ କୋଟି ଫଲୋଅର୍ସ

ନୂଆଦିଲ୍ଲୀ, (ଓଡିଶା ଟାଇମ୍‌): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟତା ଧିରେଧିରେ ବଢୁଥିବା ବେଳେ ତାଙ୍କର ଟ୍ୱିଟର ଆକାଉଣ୍ଟରେ ଫଲୋଅର୍ସ ସଂଖ୍ୟା ୬ କୋଟି ପାର ହୋଇଛି । ଯେତେବେଳେ କି ସେ ୨ ହଜାର ୩୫୪ ଜଣଙ୍କୁ ଫଲୋ କରୁଥିବା ଜଣାପଡିଛି … Read More

ଫିଲ୍ମି ଅନ୍ଦାଜରେ ଲୋକଙ୍କୁ ସଚେତନ କଲେ ପୋଲିସ

ନୂଆଦିଲ୍ଲୀ, (ଓଡିଶା ଟାଇମ୍‌): ଦେଶବ୍ୟାପୀ କରୋନା ଭାଇରସ୍ ସଂଖ୍ୟା ବଢି ଚାଲିଥିବା ବେଳେ ସରକାର ମାସ୍କ ଓ ସାମାଜିକ ଦୂରତ୍ୱ ବଜାୟ ରଖିବାକୁ ଲୋକମାନଙ୍କୁ ସଚେତନ କରୁଛନ୍ତି । ଏଭଳି ସମୟରେ ଜନସାଧାରଣଙ୍କୁ ସଚେତନ କରିବାକୁ ଯାଇ ଆସାମ ପୋଲିସ ନିଆରା … Read More

ରାଜ୍ୟରେ ଆଉ ୫୧୫ ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ ଆଜି ଆଉ ୫୧୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ବ୍ୟକ୍ତିଙ୍କ ସଂଖ୍ୟା ୧୨ ହଜାର ୪୫୨କୁ ବୃଦ୍ଧି ପାଇଛି । ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ … Read More

୪ ଜିଲ୍ଲାରେ ୨ଟା ଯାଏଁ ଖୋଲା ରହିବ ବ୍ୟାଙ୍କ, ସାମଜିକ ଦୂରତାକୁ ଗୁରୁତ୍ୱ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ କରୋନା ମହାମାରୀ ନିଜର କାୟା ମେଲାଇ ଚାଲିଛି। ଦିନକୁ ଦିନ ସଂକ୍ରମଣଙ୍କ ସଂଖ୍ୟା ହୁ ହୁ ହୋଇ ବଢି ଚାଲିଛି । ବିଶେଷ କରି ୪ଟି ଜିଲ୍ଲା ଗଞ୍ଜାମ, ଖୋର୍ଦ୍ଧା, କଟକ ଓ ଯାଜପୁର … Read More

ରାଜ୍ୟରେ ସଫଳ ହେଲା ପ୍ଲାଜମା ଥେରାପି

ଭୁବନେଶ୍ବର,(ଓଡିଶା ଟାଇମ୍) : ରାଜ୍ୟରେ ପ୍ଲାଜମା ଥେରାପି ସଫଳ ହୋଇଛି । ୬ ଗୁରୁତର କରୋନା ଆକ୍ରାନ୍ତଙ୍କୁ ପ୍ଲାଜମା ଥେରାପି ଦିଆଯାଇଥିବା ବେଳେ ଏମାନଙ୍କ ଭିତରୁ ୪ଜଣ ଦ୍ରୁତ ଆରୋଗ୍ୟ ଲାଭ କରିଛନ୍ତି । ଏମାନଙ୍କୁ ଖୁବ ଶୀଘ୍ର ହସପିଟାଲରୁ ଡିସଚାର୍ଜ … Read More

ଭୁବନେଶ୍ଵରରେ ଆଜି ୫୨ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ବିଶେଷ କରି ରାଜ୍ୟର ୪ ଜିଲ୍ଲା ଗଞ୍ଜାମ, ଖୋର୍ଦ୍ଧା, କଟକ ଓ ଯାଜପୁରରୁ ଦୈନିକ ହୁ ହୁ ହୋଇ କରୋନା ସଂକ୍ରମଣ ବଢି ଚାଲିଛି। ଖୋର୍ଦ୍ଧାର ତଥା ରାଜଧାନୀ ଭୁବନେଶ୍ଵରରେ ମଧ୍ୟ ପ୍ରତି ଦିନ ୫୦ରୁ … Read More