୨୪ ଘଣ୍ଟାରେ ୪୭ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଦେଶରେ କରୋନା ସଂକ୍ରମଣର ସ୍ଥିତି ଦିନକୁ ଦିନ ବଢୁଥିବା ଲକ୍ଷ୍ୟ କରାଯାଉଛି। ଖାଲି ଆକ୍ରାନ୍ତଙ୍କ ସଂଖ୍ୟା ନୁହେଁ, ମୃତ୍ୟୁ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ୪୭ ହଜାର ୨୬୨ ନୂଆ ଆକ୍ରାନ୍ତ … Read More











