ହାଇକୋର୍ଟର ଜଣେ କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ

କଟକ, (ଓଡିଶା ଟାଇମ୍) :  ଓଡିଶା ହାଇକୋର୍ଟର ଜଣେ କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଯାହାଫଳରେ ଆସନ୍ତା ୮ତାରିଖ ପର୍ଯ୍ୟନ୍ତ ହାଇକୋର୍ଟର ନୂଆ ଓ ପୁରୁଣା ବିଲ୍ଡିକୁ ବନ୍ଦ କରିଦିଆଯାଇଛି । ସୂଚନାଯୋଗ୍ୟ ଯେ, ହାଇକୋର୍ଟର ଜଣେ କର୍ମଚାରୀ … Read More

ବିଏମ୍‌ସିର ଦୁଇ ଯନ୍ତ୍ରୀ ଓ ଡ୍ରାଇଭର କୋଭିଡ୍‌ ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) :ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ୨ ଜଣ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଆକ୍ରାନ୍ତ ୨ ଜଣ ଇଞ୍ଜିନିୟର ବୋଲି ଜଣାପଡ଼ିଛି। ସେହିପରି ଜଣେ ଡ୍ରାଇଭର ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି। ବିଏମ୍‌ସିର ୨ଜଣ … Read More

ସିର୍ଲା ଜଙ୍ଗଲରେ ଗୁଳିବିନିମୟ, ୪ କ୍ୟାଡର ମାଓବାଦୀ ନିହତ

ଫୁଲବାଣୀ, (ଓଡିଶା ଟାଇମ୍) : କନ୍ଧମାଳ ଜିଲ୍ଲା ପୁଲିସର ଏସ୍‌ଓଜି ଓ ଡିଭିଏଫର ମିଳିତ ଆକ୍ରମଣରେ ୪ ମାଓବାଦୀ ନିହତ ହୋଇଥିବା ଜଣାପଡିଛି । ଗତକାଲି ରାତିରେ ତୁମୁଡିବନ୍ଧ ବ୍ଳକ ସିର୍ଲା ପଂଚାୟତର ବଙ୍ଗରୁ ପାହାଡ ଉପରେ  ମିଳିତ ଟିମ୍ ପକ୍ଷରୁ … Read More

କଟକରେ କରୋନା ଆକ୍ରାନ୍ତଙ୍କ ଉନ୍ମତକାଣ୍ଡ

କଟକ, (ଓଡିଶା ଟାଇମ୍) : ଆଚାର୍ଯ୍ୟ ହରିହର କ୍ୟାନସର ହସ୍‌ପିଟାଲ୍‌ରେ କରୋନା ସଂକ୍ରମଣ ସ୍ଥିତି ଏବେ ଅଣାୟତ୍ତ ହୋଇପଡିଛି। ଶନିବାର ପୁଣି ଗୋଟିଏ ଦିନରେ ୩୮ ଜଣ କରୋନା ଆକ୍ରାନ୍ତ ଏଠାରେ ଚିହ୍ନଟ ହେବା ପରେ ଡାକ୍ତରଖାନା ପରିସରରେ ଅଭାବନୀୟ ପରିସ୍ଥିତି … Read More

କରୋନା ନେଲା ଆଉ ୨ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ କରୋନା ମହାମାରୀ ନିଜର କାୟା ବିସ୍ତାର କରିବାରେ ଲାଗିଲାଣି । ଏହାରି ମଧ୍ୟରେ ଆଜି ୪୬୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେଆଉ ୨ ଜଣଙ୍କର ଜୀବନ ନେଇଛି କରୋନା । … Read More

ରାଜ୍ୟରେ ଆଉ ୪୬୯ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଦିନକୁ ଦିନ ବଢିବାରେ  ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୪୬୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା … Read More

ଆଜିଠୁ ପୁରୀ ପ୍ରବେଶ ଉପରେ କଟକଣା

ପୁରୀ, (ଓଡିଶା ଟାଇମ୍) : ଆଜିଠୁ ଜିଲ୍ଲା ବାହାରର କୌଣସି ବ୍ୟକ୍ତି ପୁରୀ ଜିଲ୍ଲାକୁ ପ୍ରବେଶ କରିପାରିବେ ନାହିଁ। ଏ ନେଇ କଟକଣା ଜାରି କରାଯାଇଛି। ଅତ୍ୟାବଶ୍ୟକୀୟ ସେବା କିମ୍ବା କୌଣସି ଜରୁରୀ କାର୍ଯ୍ୟ ନ ଥିଲେ ପୁରୀ ଜିଲ୍ଲାକୁ ପ୍ରବେଶ … Read More

ଜୁଲାଇ ୬ରୁ ୮ ଯାଏ ବନ୍ଦ ରହିବ ଓଡ଼ିଶା ହାଇକୋର୍ଟ

କଟକ, (ଓଡିଶା ଟାଇମ୍) :ଆସନ୍ତାକାଲିଠୁ ଜୁଲାଇ ୮ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ହାଇକୋର୍ଟ ଏବଂ ଏହାର ସମସ୍ତ କାର୍ଯ୍ୟାଳୟ ବନ୍ଦ ରହିବ। ହାଇକୋର୍ଟ ରେଜିଷ୍ଟ୍ରାରଙ୍କ ପକ୍ଷରୁ ଏ ନେଇ ବିଧିବଦ୍ଧ ଭାବେ ନିର୍ଦ୍ଦେଶ ଜାରି କରାଯାଇଛି। କଟକ ସହର ସଟ୍‌ଡାଉନ୍‌କୁ ଦୃଷ୍ଟିରେ … Read More

ମଦର ହୋମ ଡେଲିଭରୀ: ଶୃଙ୍ଖଳିତ ମଦ୍ୟପାନ ଦିଗରେ ଗୋଟିଏ ପାଦ

କରୋନା ସଂକ୍ରମଣର ଆଶଙ୍କାରେ ଆଶଙ୍କିତ ହୋଇ ସାରା ଦେଶ ଲକଡାଉନ ହୋଇ ଗତ ଦୁଇମାସ ହେଲା ଅସ୍ତବ୍ୟସ୍ତ ହୋଇପଡିଥିଲା । ଏହି ସମୟ ମଧ୍ୟରେ କରୋନାଛଡା ଯଦି ଅନ୍ୟ କୌଣସି ବିଷୟକୁ ନେଇ ଚର୍ଚ୍ଚା ହୋଇଛି ତାହା ହେଲା ମଦ୍ୟପାନକୁ ନେଇ … Read More

ଭାରତରେ ୨୪ ଘଣ୍ଟାରେ ସର୍ବାଧିକ ୨୪,୮୫୦ ଆକ୍ରାନ୍ତ, ୬୧୩ ମୃତ

ନୂଆଦିଲ୍ଲୀ, (ଓଡ଼ିଶା ଟାଇମ୍): ଦେଶରେ କରୋନା ଭାଇରସ୍ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଯାହା ଫଳରେ ଭାରତରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୬ ଲକ୍ଷରୁ ଅଧିକ ଟପିଛି। ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୯, … Read More