ଲୋକସେବା ଭବନରେ ସାପ

ଭୁବନେଶ୍ବର, (ଓଡିଶା ଟାଇମ୍) : କରୋନା ସଙ୍କଟ ସମୟରେ ଲୋକମାନେ ଘରୁ ବାହାରରୁ ନଥିବା ବେଳେ ବନ୍ୟଜନ୍ତୁଙ୍କ ରାଜୁତି ଦେଖିବାକୁ ମିଳୁଛି । ସେହିପରି ଆଜି ଲୋକସେବା ଭବନ ପରିସରରେ ସାପ ଦେଖାଯାଇଥିଲା । ସ୍ନେକ ହେଲ୍ପ ଲାଇନ ସଦସ୍ୟମାନେ ମାନେ … Read More

ଗୋଟିଏ ଦିନରେ କରୋନା ନେଲା ୩ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍) :ସାରା ରାଜ୍ୟରେ କରୋନା ମହାମାରୀ ହୁ ହୁ ହୋଇ ବଢିବାରେ ଲାଗିଛି । ଏହାରି ମଧ୍ୟରେ ଆଜି ପୁଣି ୨୬୪ ଜଣ ପଜିଟିଭ୍ ବାହାରିଥିବା ବେଳେ ୩ ଜଣଙ୍କର ଜୀବନ ନେଇଛି କରୋନା । ଏହି କ୍ରମରେ … Read More

ରାଜ୍ୟରେ ଆଜି ଆଉ ୨୬୪ କରୋନା ଆକ୍ରାନ୍ତ ଚିହ୍ନଟ, ୬୬୧୪ରେ ପହଞ୍ଚିଲା ମୋଟ୍ ସଂକ୍ରମିତଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ଆଉ ୨୬୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୬୧୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More

ଜୁଲାଇ ୯ରୁ ବିପିୟୁଟି ଅନଲାଇନ ପରୀକ୍ଷା

ଭୁବନେଶ୍ଵର, (ଓଡିଶା ଟାଇମ୍) : ଜୁଲାଇ ୯ରୁ ଅନଲାଇନ ପରୀକ୍ଷା ହେବା ନେଇ ସମ୍ଭାବ୍ୟ ତାରିଖ ଘୋଷଣା ହୋଇଛି । ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ୱବିଦ୍ୟାଳୟର ବିଭିନ୍ନ ପାଠ୍ୟକ୍ରମ ପାଇଁ ଅନଲାଇନ ପରୀକ୍ଷା ଜୁଲାଇ ୯ରୁ ୨୯ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ … Read More

ଦେଶରେ ୧୬ ହଜାର ଟପିଲା କରୋନା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ କରୋନା ଭାଇରସ୍ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଯାହା ଫଳରେ ଭାରତରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ପାଞ୍ଚ ଲକ୍ଷରୁ ଅଧିକ ଟପିଛି। ଏଥି ସହିତ ମହାରାଷ୍ଟ୍ର ଓ ଦିଲ୍ଲୀରେ … Read More

ମୁଣ୍ଡଳୀରେ ପହଞ୍ଚିଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

କଟକ, (ଓଡିଶା ଟାଇମ୍) : କଟକ ମୁଣ୍ଡଳୀରେ ମହାନଦୀର ଏ ବର୍ଷର ପ୍ରଥମ ବନ୍ୟାଜଳ ପ୍ରବାହିତ ହୋଇଛି। ମୁଣ୍ଡଳୀର ଉପରମୁଣ୍ଡରେ ଜଳସ୍ତର ୮୧.୩୦ ଥିବାବେଳେ ତଳମୁଣ୍ଡରେ ୭୭.୩୦ ଫୁଟ୍ ରହିଛି। ହୀରାକୁଦର ୧୫ ଗେଟ୍ ଖୋଲାଯିବା ପରେ ମୁଣ୍ଡଳୀରେ ବନ୍ୟାଜଳ ପହଞ୍ଚିଛି। … Read More

ଆଜି ଦିନ ୧୧ ଟାରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ‘ମନ୍ କି ବାତ୍’ କାର୍ଯ୍ୟକ୍ରମ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ରେଡିଓରେ  ‘ମନ୍ କି ବାତ୍’ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ସମ୍ବୋଧିତ କରିବେ। ଚଳିତ ‘ମନ୍ କି ବାତ୍’ କାର୍ଯ୍ୟକ୍ରମ ହେଉଛି ୬୬ତମ ସଂସ୍କରଣ।  ବିଶ୍ୱାସ କରାଯାଏ ଯେ ଏହି ସମୟ ମଧ୍ୟରେ … Read More

ଜୁନ୍‌-୨୮ ରାଶିଫଳ: ଆଜି ଦିନଟି କେଉଁମାନଙ୍କର କେମିତି କଟିବ, ଜାଣନ୍ତୁ

ମେଷ ଶତ୍ରୁ ଆପଣା ଛାଏଁ ଆଡ ହେବା କାରଣରୁ ଆଶ୍ୱସ୍ତ ହୋଇପାରନ୍ତି । ପାରିବାରିକ ସୁଖ ଅବ୍ୟାହତ ରହିବ । ଉନ୍ନତିମୂଳକ କାର୍ଯ୍ୟ କରି ପ୍ରଶଂସିତ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ । ଚାଷୀ- … Read More

ସୁସ୍ମିତାଙ୍କ ‘ଆରୟା’କୁ ପ୍ରଶଂସା କଲେ ସଲମାନ ଖାନ୍‌

ନୂଆଦିଲ୍ଲୀ, (ଓଡିଶା ଟାଇମ): ବହୁ ଦିନ ପରେ ପୁଣିଥରେ ପରଦାକୁ କମବ୍ୟାକ୍ କରିବାକୁ ଯାଉଛନ୍ତି ସୁସ୍ମିତା ସେନ୍ । ତାଙ୍କ ଅଭିନୀତ ୱେବସିରିଜ ‘ଆରୟା’କୁ ଦର୍ଶକଙ୍କ ଭଲ ରେସପୋନ୍ସ ମିଳିବାରେ ଲାଗିଛି । ଲୋକପ୍ରିୟ ଅଭିନେତ୍ରୀ ସୁଷ୍ମିତା ସେନଙ୍କ କମବ୍ୟାକ୍ ଫିଲ୍ମକୁ … Read More

ସ୍ୱାସ୍ଥ୍ୟପ୍ରଦ ଆମ୍ବ; ଅନେକ ସମସ୍ୟାରୁ ଦେଇଥାଏ ଉପଶମ

ଭୁବନେଶ୍ୱର, (ଓଡିଶା ଟାଇମ): ଭିଟାମିନ, ମିନେରାଲ୍ସ ଏବଂ ପ୍ରୋଟିନରେ ଭରପୁର ଥିବା ଆମ୍ବର ସେବନ ଦ୍ୱାରା ଛୋଟ ଛୋଟ ରୋଗ ଠାରୁ ଆରମ୍ଭ କରି କର୍କଟ ଭଳି ସମସ୍ୟା ମଧ୍ୟ ଦୂର ହୋଇପାରିଥାଏ । ଆସନ୍ତୁ ଜାଣିବା ଆମ୍ବରେ ଆଉ କେଉଁକେଉଁ … Read More