“ଚୀନ୍‌ର ନ୍ୟାସନାଲ କଂଗ୍ରେସ”, ବିଶ୍ୱରେ ଚୋରୀ, ଗୁପ୍ତଚର, ଡକାୟତି କରୁଥିବା ୟୁନାଇଟେଡ଼ ଫ୍ରଣ୍ଟ ସହିତ କଂଗ୍ରେସର ଗଭୀର ସମ୍ପର୍କ

ଭାରତ ଏବଂ ଚୀନ୍ ମଧ୍ୟରେ ବଢ଼ୁଥିବା ତିକ୍ତତା ସହିତ କଂଗ୍ରେସ ଏବଂ ଚୀନ୍ ମଧ୍ୟରେ ସମ୍ପର୍କର ଏକ ନୂଆ ଅଧ୍ୟାୟ ପ୍ରତିଦିନ ଖୋଲୁଛି । ପ୍ରକାଶ ଯେ, ରାଜୀବ ଗାନ୍ଧୀ ଫାଉଣ୍ଡେସନ ଚୀନ୍ ଠାରୁ ଟଙ୍କା ପାଇଛି, ତେଣୁ ରାଜୀବ ଗାନ୍ଧୀ … Read More

ରାଜଧାନୀରେ ଆଉ ୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ରାଜଧାନୀ ଭୁବନେଶ୍ୱରରେ ଆଉ ୯ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ମଧ୍ୟରୁ ଜଣେ ହୋମ୍ କ୍ୱାରେଣ୍ଟାଇନରେ ଥିବା ବେଳେ ୮ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ ।ଏହାସହ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା … Read More

ଗଞ୍ଜାମ ଜିଲ୍ଲାରୁ ୫୮ କରୋନା ଆକ୍ରାନ୍ତ ଚିହ୍ନଟ, ଏଥିରୁ ୧୮ଜଣ କରୋନା ଯୋଦ୍ଧା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଉ ୧୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୪୩ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୨୭ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା … Read More

ଅନ୍ୟ ଦେଶ ତୁଳନାରେ ଭାରତ ଏବେବି ଭଲ ସ୍ଥିତିରେ ରହିଛି : ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ସାରା ବିଶ୍ଵ ଏବେ ମହାମାରୀ କରୋନା ଭୂତାଣୁ ବିରୋଧରେ ଲଢ଼େଇ କରୁଛି। କୋଭିଡ-୧୯ କେବଳ ଏକ ଶାରିରୀକ ରୋଗ ନୁହେଁ, ଯାହା ଲୋକଙ୍କ ଜୀବନ ପାଇଁ ବିପଦ। ଏହାର ଆମର ଧ୍ୟାନକୁ ଅସୁସ୍ଥ ଜୀବନଶୈଳୀଗୁଡ଼ିକ ପ୍ରତି … Read More

ପୁରୀ ରଥଯାତ୍ରା: ଆସନ୍ତାକାଲି ତିନି ରଥର ହେବ ଦକ୍ଷିଣ ମୋଡ଼

ପୁରୀ , (ଓଡିଶା ଟାଇମ୍) : ଆସନ୍ତାକାଲି ତିନି ରଥର ଦକ୍ଷିଣ ମୋଡ଼ କରାଯିବ । ସେନେଇ ରଥର ଯାଞ୍ଚ କରାଯାଇଛି । ତିନି ରଥକୁ ଯାଞ୍ଚ କରିଛନ୍ତି ରଥ ତଦାରଖ କମିଟି । ଶ୍ରୀମନ୍ଦିର ବୈଷୟିକ ଯନ୍ତ୍ରୀ, ପୂର୍ତ୍ତ ବିଭାଗ … Read More

ପୂର୍ବ ଲଦାଖରେ ଚୀନ୍ ଏକୁଟିଆ ନୁହେଁ, ପାକିସ୍ତାନର ସହଯୋଗ ମଧ୍ୟ ମିଳୁଛି

ପୂର୍ବ ଲଦାଖରେ ଚୀନ୍ କ୍ରମାଗତ ଭାବରେ ଲାଇନ୍ ଅଫ୍ ଆକ୍ଟୁଆଲ୍ କଣ୍ଟ୍ରୋଲ୍ (ଏଲଏସି) ଉପରେ ଘୃଣ୍ୟ କାର୍ଯ୍ୟ କରୁଛି ଏବଂ ଏହାର ‘ଚିର ସବୁଜ ବନ୍ଧୁ’ ପାକିସ୍ଥାନ ମଧ୍ୟ ଏହି କାର୍ଯ୍ୟକୁ ସମର୍ଥନ କରୁଛି। ଏହି କାରଣରୁ ଚୀନ୍ ସହିତ ପାକିସ୍ତାନର … Read More

ବାବା ରାମଦେବଙ୍କ ସମେତ ୫ଜଣଙ୍କ ବିରୋଧରେ ମାମଲା ରୁଜୁ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : କରୋନା ଭାଇରସର ଔଷଧ ଲଞ୍ଚିଂ ପରଠୁ ବାବା ରାମଦେବ ଏବଂ ତାଙ୍କ କମ୍ପାନୀ ପତଞ୍ଜଳୀ ପ୍ରଶ୍ନବାଚୀରେ ରହିଛି। କରୋନିଲ ଔଷଧକୁ ନେଇ ଏବେ ବାବା ରାମଦେବ ଏବଂ ଅନ୍ୟ ୪ଜଣଙ୍କ ବିରୋଧରେ ରାଜସ୍ଥାନର ରାଜଧାନୀ ଜୟପୁରରେ … Read More

୧୧ ଜିଲ୍ଲାରେ ଜାରି ରହିଛି ୪୮ଘଣ୍ଟିଆ ସଟଡାଉନ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢି ଚାଲିଛି। ତେଣୁ ଜୁନ ମାସରେ ଅଧିକ ସଂକ୍ରମଣ ସଂଖ୍ୟା ବଢିବାର ଆଶଙ୍କା ଥିବାରୁ ସରକାରଙ୍କ ପକ୍ଷରୁ ଚଳିତ ମାସର ପ୍ରତି ସପ୍ତାହ ର ଶନିବାର ଓ ରବିବାର … Read More

ଓଜୋନ୍ ସ୍ତରର ଛିଦ୍ର ଯୋଗୁଁ ପୃଥିବୀରେ ହୋଇଥିଲା ସାମୂହିକ ବିନାଶ, ପୁଣି ଥରେ ଘଟିପାରେ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଆଗରୁ ମଧ୍ୟ ପୃଥିବୀ ଧ୍ୱଂସ ହୋଇଥିଲା । ୬.୬୦ କୋଟିବର୍ଷ ପୂର୍ବେ ଏକ ବଡ଼ ଗ୍ରହାଣୁ ପୃଥିବୀ ଉପରେ ପଡ଼ିଥିଲା । ଯାହାଫଳରେ ପୃଥିବୀରେ ରହୁଥିବା ୭୫ପ୍ରତିଶତ ପ୍ରାଣୀଙ୍କର ମୃତ୍ୟ ଘଟିଥିଲା । କିନ୍ତୁ ଏହାପୂର୍ବରୁ … Read More

ପୁଣି ବୃଦ୍ଧି ପାଇଛି ପେଟ୍ରୋଲ ଓ ଡ଼ିଜେଲ ଦର

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ବି ବଢିଛି ତେଲ ଦର।  ପେଟ୍ରୋଲ ଲିଟର ପିଛା ୨୫ ପଇସା ଏବଂ ଡିଜେଲ ୨୧ ପଇସା ବୃଦ୍ଧି ପାଇଛି । ଲଗାତାର ୨୧ ଦିନ ଧରି ତୈଳଦର ବୃଦ୍ଧି ଘଟିଛି ରାଜଧାନୀ ଦିଲ୍ଲୀରେ … Read More