ପୋଲ ତଳୁ ମିଳିଲା ଯବାନଙ୍କ ମୃତଦେହ

ଭବାନୀପାଟଣା, (ଓଡିଶା ଟାଇମ୍) : ଜୁନାଗଡ଼ ଥାନା ଅନ୍ତର୍ଗତ ନାନ୍ଦୋଳ – କେନ୍ଦୁପାଟି ରାସ୍ତା ମଧ୍ୟରେ ଥିବା ଏକ ପୋଲ ତଳୁ ଶନିବାର ଜଣେ ଆଇଆରବି ଯବାନଙ୍କ ମୃତ ଦେହ ଉଦ୍ଧାର କରାଯାଇଛି। ମୃତ ଦେହ ନିକଟରେ ଏକ ବାଇକ୍ ଥିବା … Read More

ଆଜିଠୁ ୪ ଦିନ ପର୍ଯ୍ୟନ୍ତ ବ୍ରହ୍ମପୁର ସହର ସଟ୍ ଡାଉନ୍

ବ୍ରହ୍ମପୁର, (ଓଡିଶା ଟାଇମ୍) : ରାଜ୍ୟରେ କରୋନା ମହାମାରୀ ହୁ ହୁ ହୋଇ ବଢି ଚାଲିଛି ।  ବିଶେଷ କରି ଗଞ୍ଜାମ୍ ଜିଲାରେ କରୋନା  ଆକ୍ରାନ୍ତ ଅଧିକ ଚିହ୍ନଟ ହେଉଛନ୍ତି। ଏଥି ପାଇଁ ବ୍ରହ୍ମପୁର ସହର ୪ ଦିନିଆ ସଟ୍ ଡାଉନ୍ … Read More

BDAରେ କରୋନା, ସିକ୍ୟୁରିଟି ଗାର୍ଡ ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) :ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଅଫିସରେ କରୋନା ଭୟ । ଜଣେ ସିକ୍ୟୁରିଟି ଗାର୍ଡ ପଜିଟିଭ୍‌ ଚିହ୍ନଟ ହେବା ପରେ ପୂରା ଅଫିସରେ କୋକୁଆ ଭୟ ଖେଳିଯାଇଛି । ସନ୍ଧ୍ୟାରେ ସମ୍ପୂର୍ଣ୍ଣ ଅଫିସକୁ ବିଶୋଧନ କରାଯାଇଛି । … Read More

ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ଵର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ୧୭୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏଥିସହିତ ରାଜ୍ୟରେ କରୋନାରେ ମୃତ୍ୟୁ ସଂଖ୍ୟା ୧୮କୁ ବୃଦ୍ଧି ପାଇଛି । ମୃତକ ଜଣକ ଗଞ୍ଜାମ … Read More

ଦେଶରେ ୫ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ କରୋନା ଭାଇରସ୍ ରୋଗୀ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। କରୋନା ରୋଗୀଙ୍କ ସଂଖ୍ୟା ଏତେ ମାତ୍ରାରେ ବୃଦ୍ଧି ପାଇଛି ଯେ ଭାରତରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ପାଞ୍ଚ ଲକ୍ଷରୁ ଅଧିକ … Read More

ରାଜ୍ୟରେ ଆଉ ୧୭୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ ଆଜି ଆଉ ୧୭୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୩୫୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ … Read More

ଆଜି ହେରାପଞ୍ଚମୀ

ପୁରୀ, (ଓଡିଶା ଟାଇମ୍) :ଆpଜି ପବିତ୍ର ହେରାପଞ୍ଚମୀ । ଆଜିଠାରୁ ଆରମ୍ଭ ହେବ ବାହୁଡା ଯାତ୍ରାର ପ୍ରସ୍ତୁତି । ଶ୍ରୀମନ୍ଦିରରେ ଆଜି ଅନୁଷ୍ଠିତ ହେବ ହେରାପଞ୍ଚମୀ ନୀତି । ଅଭିମାନିନୀ ମହାଲକ୍ଷ୍ମୀ ଶ୍ରୀମନ୍ଦିରରୁ ବାହାରି ଶରଧାବାଲିରେ ନନ୍ଦିଘୋଷ ରଥର କାଠ ଭାଙ୍ଗିବେ … Read More

ଲକ୍‌ଡାଉନ୍‌ରେ ଫେମିନିଜିମ୍‌

ସମଗ୍ର ବିଶ୍ୱ ଏବେ କୋଭିଡ ମହାମାରୀର ଆକ୍ରାନ୍ତରେ । ସମାଜର ସମସ୍ତ ବର୍ଗ ଓ ସମସ୍ତ ସ୍ତରକୁ କରୋନା ପ୍ରଭାବିତ କରିଛି । ଏଭଳି ଭୟାଭୟ ସମୟରେ ସମାଜରେ ମହିଳାମାନଙ୍କର ପରିସ୍ଥିତି ନିଶ୍ଚୟ ଚିନ୍ତାର ଅନୁଶୀଳନ ପରିଧିକୁ ଆସୁଛି । ୨୦୨୦ … Read More

ଜୁନ୍‌ ୨୭: ରାଶିଫଳ

ମେଷ ଅଧ୍ୟୟନପୂର୍ବକ ନିଜକୁ ପ୍ରସ୍ତୁତ ରଖିବାକୁ ପଡିବ । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଶୁଭ ସମାଚାର ପାଇ ଆଶ୍ୱସ୍ତ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୨ … Read More

ନାଲକୋର ୧୩୮ କୋଟି ଟଙ୍କା ଲାଭ

ଭୁବନେଶ୍ୱର, (ଓଡ଼ିଶା ଟାଇମ୍‌) – ଭାରତ ସରକାରଙ୍କ ଖଣି ମନ୍ତ୍ରଣାଳୟ ଅଧିନରେ ଥିବା ନବରତ୍ନ କମ୍ପାନୀ ନ୍ୟାସନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ୍ (ନାଲକୋ), ୨୦୧୯-୨୦ ଆର୍ଥିକ ବର୍ଷର ଫଳାଫଳ ଘୋଷଣା କରିଅଛି ।  ଆଜି କମ୍ପାନୀର ନିର୍ଦ୍ଦେଶକ ମଣ୍ଡଳୀ ବୈଠକରେ ଘୋଷିତ … Read More