ରାଜ୍ୟରେ ଚିହ୍ନଟ ହେଲେ ଆଉ ୬୫ କୋଭିଡ୍ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୬୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୮୩୨୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More

ଆଜିଠୁ ୨ୟ ପର୍ଯ୍ୟାୟ ଜେଇଇ ମେନ୍, ଓଡିଶାର ୧୭ଟି ସହରରେ ହେବ ପରୀକ୍ଷା

ଭୁବନେଶ୍ବର , (ଓଡିଶା ଟାଇମ୍) :ଆଜିଠୁ ଦ୍ଵିତୀୟ ପର୍ଯ୍ୟାୟ ଜେଇଇ ମେନ ପରୀକ୍ଷା। ଦେଶର ୩୩୧ଟି ସହରରେ ପରୀକ୍ଷା ହେଉଥିବା ବେଳେ ଏହା ୧୮ତାରିଖ ପର୍ଯ୍ୟନ୍ତ ଚାଲିବ। ଇଞ୍ଜିନିୟରିଂ ପାଠ୍ୟକ୍ରମରେ ନାମଲେଖା ଲାଗି ସର୍ବଭାରତୀୟସ୍ତରରେ NTA ଦ୍ୱାରା ପରୀକ୍ଷା ପରିଚାଳିତ ହେଉଛି। … Read More

ଭୟାବହ ଅଗ୍ନିକାଣ୍ଡ , ଗୋଟିଏ ପରିବାରର ୬ ବଖରା ଘର ପୋଡି ପାଉଁଶ

ଚାନ୍ଦବାଲି, (ଓଡିଶା ଟାଇମ୍) :ଭଦ୍ରକ ଜିଲ୍ଲା ଆରଡି ନିକଟସ୍ଥ ନାନ୍ଦପୁର ଗାଁରେ ଭୟାବହ ଅଗ୍ନିକାଣ୍ଡ । ନିଆଁ ଲାଗି ଗୋଟିଏ ପରିବାରର ୬ ବଖରା ଘର ପୋଡି ଯାଇଛି। ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ଆସବାପତ୍ର ପୋଡି ନଷ୍ଟ ହୋଇଯାଇଛି। ନାନ୍ଦପୁର ଗାଁର … Read More

କ୍ୟାପିଟାଲ ହସ୍ପିଟାଲ : ଏଣିକି ଦୈନିକ ୧୦୦୦ ଟିକାକରଣ

ଭୁବନେଶ୍ବର, (ଓଡିଶା ଟାଇମ୍) : କ୍ୟାପିଟାଲ ହସ୍ପିଟାଲରେ ଦୈନିକ ୩୦୦ରୁ ୪୦୦ କରୋନା ଟିକା ଦିଆଯାଉଥିବାବେଳେ ଏହି ସଂଖ୍ୟା ବୃଦ୍ଧି କରାଯିବ। ଧାର୍ଯ୍ୟଲକ୍ଷ୍ୟ ପୂରଣ ସହିତ ଯେଭଳିଭାବେ ଅଧିକ ଲୋକ ଟିକା ନେଇପାରିବେ ସେନେଇ ପଦକ୍ଷେପ ଆରମ୍ଭ ହୋଇଛି। ହସ୍ପିଟାଲରେ ଏଣିକି … Read More

SCBରେ ଫ୍ୟାନ ଖସିବା ଘଟଣା; ମହିଳା ମୃତ

କଟକ, (ଓଡିଶା ଟାଇମ୍) :କଟକ ବଡ଼ ମେଡିକାଲର ସର୍ଜରୀ ବିଭାଗ ଛାତରୁ ଫ୍ୟାନ୍‌ ଖସିବା ଘଟଣା । ଫ୍ୟାନ୍‌ ପଡି ଗୁରୁତର ଥିବା ବୃଦ୍ଧାଙ୍କ ମୃତ୍ୟୁ ହୋଇଯାଇଛି । ମୃତକ ଯାଜପୁର ଜିଲ୍ଲାର ପାର୍ବତୀ ଦାସ ବୋଲି ଜଣାପଡ଼ିଛି । ଖବର … Read More

ଆଜି ମାର୍ଚ୍ଚ ୧୬ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛ

ମେଷ ପାରିବାରିକ ସ୍ତରରେ ଅନ୍ୟ କାହାର କଥା ଶୁଣି ବ୍ୟସ୍ତ ହୁଅନ୍ତୁ ନାହିଁ । ବନ୍ଧୁଙ୍କ ଦୁଃଖଦ ପରିସ୍ଥିତି ପାଇଁ ମନ ଛଟପଟ ହୋଇପାରେ । ସତର୍କତା ଅଭାବରୁ ହାତ ମୁଠାରୁ ସୁଯୋଗ ଖସିଯିବାର ଆଶଙ୍କା ରହିଛି । ଶୁଭ ରଙ୍ଗ … Read More

BMCର ବର୍ଦ୍ଧିତ ହୋଲ୍ଡିଂ ଟିକସ ଆଦାୟ ସ୍ଥଗିତ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ପୁଣି ପୁରୁଣା ଦର ଲାଗୁ

ଭୁବନେଶ୍ବର, (ଓଡିଶା ଟାଇମ୍) :ବର୍ଦ୍ଧିତ ହୋଲ୍ଡିଂ ଟିକସ ଆଦାୟ ସ୍ଥଗିତ ରହିଲା । ବିଏମସି ପକ୍ଷରୁ ହୋଲ୍ଡିଂ ଟିକସ ବୃଦ୍ଧି ନିଷ୍ପତ୍ତି ସ୍ଥଗିତ ରଖାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ପରେ ଏଭଳି ନିଷ୍ପତ୍ତି ନିଆଯାଇଛି । ଏ ନେଇ … Read More

ଦିନ ୪ଟା ଯାଏଁ ଗୃହ ମୁଲତବି : ଧାନ କିଣା ପ୍ରସଙ୍ଗରେ ବିଜେପି ସଦସ୍ୟଙ୍କ ହୋହଲ୍ଲା

ଭୁବନେଶ୍ବର, (ଓଡିଶା ଟାଇମ୍) :ଉଭୟ ଶାସକ ଓ ବିରୋଧୀ ସଦସ୍ୟଙ୍କ ଗୃହରେ ହଟ୍ଟଗୋଳ ଯୋଗୁଁ ଚାଲିପାରିଲାନି ଗୃହ । ଦିନ ୪ଟା ଯାଏଁ ଗୃହକୁ ମୁଲତବି ଘୋଷଣା କଲେ ବାଚସ୍ପତି । ଗୃହକାର୍ଯ୍ୟ ଆରମ୍ଭରୁ ହଟ୍ଟଗୋଳ ଯୋଗୁଁ ଦିନ ୧୧ଟା ୩୦ … Read More

ରାଜ୍ୟରେ ଚିହ୍ନଟ ହେଲେ ଆଉ ୬୬ କୋଭିଡ୍ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୬୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୮୨୫୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More

ଦିନ ୧୧ଟା ୩୦ ଯାଏଁ ଗୃହ ମୁଲତବୀ

ଭୁବନେଶ୍ବର, (ଓଡିଶା ଟାଇମ୍) :ଆଜି ବି ଚାଲିପାରିଲାନି ପ୍ରଶ୍ନକାଳ । ଉଭୟ ଶାସକ ଓ ବିରୋଧୀ ସଦସ୍ୟଙ୍କ ଗୃହରେ ହଟ୍ଟଗୋଳ ଯୋଗୁଁ ଗୃହ ମୁଲତବି । ଦିନ ୧୧ଟା ୩୦ ପର୍ଯ୍ୟନ୍ତ ଗୃହକୁ ମୁଲତବି ରହିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର … Read More