ଲଦାଖରେ ଭାରତ-ଚୀନ୍ ସେନା ହାତାହାତି : ଭାରତୀୟ ସେନାର ଜଣେ ଅଫିସରଙ୍କ ସହ ୨ଯବାନ ସହିଦ

ଲାଦାଖ୍ , (ଓଡିଶା ଟାଇମ୍) : ଗତ କିଛି ତଳେ LAC ସୀମାରେ ଭାରତର ରାସ୍ତା ନିର୍ମାଣକୁ ନେଇ ଚୀନ୍‌ ସେନା ସହିତ ବିବାଦ ଦେଖାଦେଇଥିଲା । ଉଭୟ ପକ୍ଷଙ୍କ ମଧ୍ୟରେ ଆଲୋଚନା ପରେ ପରିସ୍ଥିତି କିଛିଟା ଶାନ୍ତ ପଡିଥିଲା । … Read More

ଖୋର୍ଦ୍ଧା ଜିଲ୍ଲାରେ ବଢିଲା କଟକଣା : ଦିନ ୨ଟାରୁ ସକାଳ ୬ଟା ଯାଏଁ ସଟ୍‌ଡାଉନ୍‌

ଭୁବନେଶ୍ବର, (ଓଡିଶା ଟାଇମ୍) : ଖୋର୍ଦ୍ଦା ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ୩୬୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୫୬ଜଣ ସୁସ୍ଥ ହୋଇ ଘରକୁ ଫେରିସାରିଛନ୍ତି ଏବଂ ୧୦୪ଜଣ ମେଡିକାଲରେ ଚିକିତ୍ସାଧୀନ ରହିଛନ୍ତି । ଗତ କିଛି ଦିନ ହେଲା ଖୋର୍ଦ୍ଧା … Read More

ବଢିଲା ବସ୍ ଭଡା : ସାଧାରଣ-ଏକ୍ସପ୍ରେସ୍ ୩ ପଇସା, ଡିଲକ୍ସ-ଏସି ଡିଲକ୍ସ ୬ ପଇସାକୁ ବୃଦ୍ଧି

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ବଢ଼ିଲା ବସ୍ ଭଡ଼ା। ତୈଳ ଦର ବୃଦ୍ଧି ଯୋଗୁଁ ବସ୍ ଭଡ଼ା ବଢ଼ାଇଲେ ସରକାର। ସାଧାରଣ ବସ୍ ଭଡ଼ା ୬୭ ପଇସାରୁ ୭୦ ପଇସାକୁ ବୃଦ୍ଧି ପାଇଛି। ସେହିପରି ଏକ୍ସପ୍ରେସ ବସ୍ ଭଡ଼ା ୭୦ରୁ … Read More

ପୁଣି ବଢ଼ିଲା ପେଟ୍ରୋଲ, ଡିଜେଲ ଦର

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ପେଟ୍ରୋଲ ଏବଂ ଡିଜେଲ ଦର ଲଗାତାର ବୃଦ୍ଧି ପାଇ ଚାଲିଛି। ତୈଳ ବିପଣନ କମ୍ପାନୀଗୁଡ଼ିକ ମଙ୍ଗଳବାର ପୁଣି ଥରେ ତୈଳଦର ବୃଦ୍ଧି କରିଛନ୍ତି। ପେଟ୍ରୋଲ ମୂଲ୍ୟ ୪୭ ପଇସା ଏବଂ ଡିଜେଲ ମୂଲ୍ୟ ୫୭ ପଇସା … Read More

ଆଜିଠାରୁ ମୁଖ୍ୟମନ୍ତ୍ରୀମାନଙ୍କ ସହ ପୁଣି ପ୍ରଧାନମନ୍ତ୍ରୀଙ୍କ ଆଲୋଚନା

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୧ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ମୁଖ୍ୟମନ୍ତ୍ରୀ ଏବଂ ବରିଷ୍ଠ ପ୍ରଶାସନିକ ଅଧିକାରୀଙ୍କ ସହ କରୋନା ମୁକାବିଲା, ଲକ୍‌ଡାଉନ୍‌ ସ୍ଥିତି ଓ ଆର୍ଥିକ ଗତିବିଧି ତ୍ବରାନ୍ବିତ କରିବା ପ୍ରସଙ୍ଗ … Read More

ସୁଶାନ୍ତଙ୍କ ବିୟୋଗ ସହି ନ ପାରି ପ୍ରାଣ ହାରିଲେ ଭାଉଜ

ମୁମ୍ବାଇ, (ଓଡିଶା ଟାଇମ୍) : ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁରେ ତାଙ୍କ ପରିବାର, ସେଲିବ୍ରିଟ ଓ ପ୍ରଶଂସକମାନେ ଚକିତ ହୋଇଛନ୍ତି । ମାତ୍ର ୩୪ ବର୍ଷ ବୟସରେ ଏତେ ସଫଳ ଅଭିନେତା ଆତ୍ମହତ୍ୟାକୁ ବାଛି ନେବେ ବୋଲି କେହି … Read More

ଦିଲ୍ଲୀ ସ୍ବାସ୍ଥ୍ୟମନ୍ତ୍ରୀଙ୍କଠାରେ କରୋନା ଲକ୍ଷଣ, ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦିଲ୍ଲୀର ସ୍ୱାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କ ସ୍ୱାସ୍ଥ୍ୟବସ୍ଥା ବିଡିଗିଯାଇଛି । ଭୀଷଣ ଜ୍ୱର ଓ ନିଶ୍ୱାସ ପ୍ରଶ୍ୱାସ ନେବାରେ ଅସୁବିଧା ହେଉଥିବାରୁ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ରାଜୀବ ଗାନ୍ଧୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । … Read More

ଆସୁଛି ଆଉ ଏକ ଲଘୁଚାପ : ଆଜି ୯ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର, (ଓଡିଶା ଟାଇମ୍) : ଆସନ୍ତା ୧୯ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବ । ପ୍ରଭାବରେ ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ୧୮ତାରିଖରୁ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର … Read More

ଆଜିଠୁ ଘରକୁ ଘର କରୋନା ଖୋଜା ଅଭିଯାନ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜିଠାରୁ ଜୁଲାଇ ୩୧ ପର୍ଯ୍ୟନ୍ତ ଗ୍ରାମାଞ୍ଚଳରେ ଘରକୁ ଘର ଏବଂ ସହରାଞ୍ଚଳରେ ବସ୍ତିର ପ୍ରତି ଘରେ କରୋନା ଲକ୍ଷଣଧାରୀଙ୍କୁ ଖୋଜାଯିବ ବୋଲି ଏନଏଚଏମ ନିର୍ଦେଶିକା ଶାଳିନୀ ପଣ୍ଡିତ କହିଛନ୍ତି। ସୋମବାର ଗୀତଗୋବିନ୍ଦ ସଦନଠାରେ ଆୟୋଜିତ ସାମ୍ବାଦିକ … Read More

କୋଭିଡ୍‌ ଟୀକା ପରୀକ୍ଷା ପାଇଁ ଶରୀର ଉତ୍ସର୍ଗ କରିବାକୁ ଚାହୁଁଛନ୍ତି ଯୁବକ

କେନ୍ଦ୍ରାପଡ଼ା, (ଓଡ଼ିଶା ଟାଇମ୍‌) :କରୋନା ପାଇଁ ସମଗ୍ର ପୃଥିବୀ ଆତଙ୍କିତ ହୋଇ ପଡ଼ିଛି । କରୋନାରେ ଲକ୍ଷ ଲକ୍ଷ ଲୋକ ବି ପ୍ରାଣ ହରାଇ ସାରିଳେଣି । କରୋନାରୁ ମୁକ୍ତି ପାଇବା ପାଇଁ ଭାରତ ସମେତ ପୃଥିବୀର ଅନେକ ଦେଶ କରୋନା … Read More