ଜ୍ୟୋତିରାଦିତ୍ୟ ସିନ୍ଧିଆ ଓ ତାଙ୍କ ମା’, ଉଭୟ କରୋନା ପଜିଟିଭ୍

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ବିଜେପି ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଏବଂ ତାଙ୍କ ମାତା ମାଧବୀ ରାଜେ ସିନ୍ଧିଆ କରୋନା ପଜିଟିଭ୍ ଥିବା ଜଣାପଡ଼ିଛି। ଉଭୟଙ୍କୁ ଦିଲ୍ଲୀର ମ୍ୟାକ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସିନ୍ଧିଆଙ୍କ … Read More

ଓଡ଼ିଶା ହାଇକୋର୍ଟ ବିଚାରପତି ଭାବେ ନିଯୁକ୍ତି ପାଇଲେ ସାବିତ୍ରୀ ରଥ

କଟକ , (ଓଡିଶା ଟାଇମ୍) : ସାବିତ୍ରୀ ରଥ ଓଡ଼ିଶା ହାଇକୋର୍ଟର ନୂଆ ବିଚାରପତି ଭାବେ ନିଯୁକ୍ତି ପାଇଛନ୍ତି । ସାବିତ୍ରୀଙ୍କୁ ନିଯୁକ୍ତି ଦେଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । କେନ୍ଦ୍ର ଆଇନ ଓ ନ୍ୟାୟ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି … Read More

ରାଜ୍ୟ ପାଇଁ ଖୁସି ଖବର, ସୁସ୍ଥ ହେଲେ ଆଉ ୧୪୦ ଆକ୍ରାନ୍ତ

ଭୁବନେଶ୍ଵର, (ଓଡିଶା ଟାଇମ୍) : ଆଜି ରାଜ୍ୟରେ ଆହୁରି ୧୪୦ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ମୋଟ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨୧୩୩ ରେ ପହଁଚିଛି । ସଂକ୍ରମିତ ସୁସ୍ଥ ହୋଇଥିବା ନେଇ ରାଜ୍ୟ … Read More

ଆଜିଠାରୁ ୧୫ଦିନରେ ସବୁ ପ୍ରବାସୀଙ୍କୁ ଘରେ ପହଞ୍ଚାଅ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : କରୋନା ଲକ୍‌ଡାଉନ ଯୋଗୁ ଦୁର୍ଦ୍ଦଶାର ସମ୍ମୁଖୀନ ହେଉଥିବା ପ୍ରବାସୀଙ୍କ ପାଇଁ କୋହଳ ମନୋଭାବ ପୋଷଣ କରିଛନ୍ତି ସୁପ୍ରିମ୍‌କୋର୍ଟ। ପ୍ରବାସୀଙ୍କ ସମସ୍ୟାକୁ ଦେଖିବା ପରେ ଆଜି ସେମାନଙ୍କ ସପକ୍ଷରେ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି କୋର୍ଟ । ଏହି … Read More

ଭାରତରେ ଉତ୍ତେଜନା ସୃଷ୍ଟି କରିବାକୁ ଚେଷ୍ଟା କରୁଥିବା ଚୀନ୍ ଗଣମାଧ୍ୟମ ପୁଣି ଯୁଦ୍ଧଭ୍ୟାସ ଭିଡ଼ିଓ ଜାରି କରିଛି

ଭାରତ ଚୀନ୍ ଉତ୍ତେଜନା: ଲଦାଖ ସୀମାରେ ଭାରତ ଏବଂ ଚୀନ୍ (ଭାରତ-ଚୀନ୍ ସୀମା ଟେନସନ) ତିକ୍ତତା ମଧ୍ୟରେ ଚୀନ୍ ଆର୍ମି ପିପୁଲ୍ସ ଲିବରେସନ୍ ଆର୍ମି (ପିଏଲ୍ଏ) ଭାରତୀୟ ସୀମା ନିକଟରେ ଯୁଦ୍ଧଭ୍ୟାସ କରିଥିଲା । ଏହି ସମୟ ମଧ୍ୟରେ ଚୀନ୍ ବାୟୁସେନା … Read More

୩ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ !

ଭୁବନେଶ୍ଵର, (ଓଡିଶା ଟାଇମ୍) : ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ଲଘୁଚାପ ମୌସୁମୀ ପାଇଁ ଅନୁକୂଳ ପରିବେଶ ସୃଷ୍ଟି କରିବ ବୋଲି ଜଣାପଡ଼ିଛି। ଫଳରେ ଆଗାମୀ ୩ ଦିନ ମଧ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁପାରେ। … Read More

ରାଜ୍ୟର ୧୨ ଅଗ୍ନିଶମ କର୍ମଚାରୀଙ୍କୁ କରୋନା

ଭୁବନେଶ୍ଵର, (ଓଡିଶା ଟାଇମ୍) : ୧୨ଜଣ ଅଗ୍ନିଶମ କର୍ମଚାରୀଙ୍କ କରୋନା ରିପୋର୍ଟ ପଜିଟିଭ୍ ଆସିଛି । ବାତ୍ୟା ଅମ୍ଫନ ଡ୍ୟୁଟି ସାରି ପଶ୍ଚିମବଙ୍ଗରୁ ଫେରିଥିଲେ କର୍ମଚାରୀ । ସରକାରଙ୍କ ପକ୍ଷରୁ ଉତ୍ତମ ଚିକିତ୍ସା ବ୍ୟବସ୍ଥା ଯୋଗାଇ ଦିଆଯାଉଛି । ଏନେଇ ଟ୍ୱିଟ … Read More

ଭୁବନେଶ୍ୱରରେ ପୁଣି ୪ ଜଣ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ଵର, (ଓଡିଶା ଟାଇମ୍) : ଆଜି ଭୁବନେଶ୍ୱରରେ ପୁଣି ୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି | ଏ ନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମସି)ପକ୍ଷରୁ ଟୁଇଟ୍ କରି କୁହାଯାଇଛି | ଏମାନଙ୍କ ଭିତରୁ ଚନ୍ଦ୍ରଶେଖରପୁରରୁ ଜଣେ ୨୮ ବର୍ଷିୟ ପୁରୁଷ ଅଛନ୍ତି। … Read More

ନୂତନ ଆଶା, କରୋନା ଚିକିତ୍ସା ପାଇଁ ପ୍ରତିରକ୍ଷା ଔଷଧର ପରୀକ୍ଷା ଭାରତରେ ଆରମ୍ଭ

ଭାରତରେ କରୋନା ଔଷଧ ଉପରେ କ୍ଲିନିକାଲ୍ ପରୀକ୍ଷା ଆରମ୍ଭ ହୋଇଛି, ଯାହା କୋଭିଡ଼୍ -୧୯ ପ୍ରତି ରୋଗ ପ୍ରତିରୋଧକ ଶକ୍ତି ବଢାଇଥାଏ । ଏସିମ୍ପୋଟିକ୍ ତଥା ସନ୍ଦିଗ୍ଧ କରୋନା ରୋଗୀଙ୍କ ଉପରେ ଏହି ପରୀକ୍ଷା କରାଯିବ। ଅନୁସନ୍ଧାନକାରୀମାନେ କରୋନା ଭୂତାଣୁ ଚିକିତ୍ସା … Read More

ଦିଲ୍ଲୀରେ ଜୁଲାଇ ୩୧ ପର୍ଯ୍ୟନ୍ତ ୫ ଲକ୍ଷ କରୋନା ମାମଲା : ସିସୋଦିଆ

ଦିଲ୍ଲୀରେ କରୋନା ଭାଇରସର ଭବିଷ୍ୟତ ଚିତ୍ର ଭୟଙ୍କର ହେବାକୁ ଯାଉଛି । ଦିଲ୍ଲୀର ଉପ ମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ଅନୁଯାୟୀ, ଜୁଲାଇManish Sishodia ୩୧ ସୁଦ୍ଧା ଦିଲ୍ଲୀରେ ସାଢେ ପାଞ୍ଚ ଲକ୍ଷ ମାମଲା ହୋଇପାରେ । ବର୍ତ୍ତମାନ ଦିଲ୍ଲୀରେ ୧୨.୬ ଦିନରେ … Read More