ସୋପିଆନ ଏନକାଉଣ୍ଟର: ସେନା ଗୁଳିରେ ଟଳିଲେ ୩ ଆତଙ୍କବାଦୀ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦକ୍ଷିଣ କାଶ୍ମୀରର ସୋପିଆନ ଜିଲ୍ଲାରେ ପୋଲିସ ଓ ସୁରକ୍ଷାବଳ ଆତଙ୍କବାଦୀଙ୍କ ଘେରାବନ୍ଦୀ କରି ତିନି ଆତଙ୍କବାଦୀଙ୍କ ଏନକାଉଣ୍ଟର କରିଛନ୍ତି। ବର୍ତ୍ତମାନ ଉଭୟ ପକ୍ଷ ମଧ୍ୟରେ ଗୁଳି ବିନିମୟ ଜାରି ରହିଛି। ମୃତ ଆତଙ୍କବାଦୀଙ୍କ ଚିହ୍ନଟ କରାଯାଉଛି। … Read More

ଗୋଟିଏ ଦିନରେ ସୁସ୍ଥ ହେଲେ ସର୍ବାଧିକ ୧୭୮ କରୋନା ଆକ୍ରାନ୍ତ

ଭୁବନେଶ୍ଵର, (ଓଡିଶା ଟାଇମ୍) : ରାଜ୍ୟ ପାଇଁ ଖୁସି ଖବର । ରାଜ୍ୟରେ ଆଜି ଗୋଟିଏ ଦିନରେ ସର୍ବାଧିକ ୧୭୮ ଜଣ କରୋନା ସଂକ୍ରମିତ ଆରୋଗ୍ୟ ଲାଭ କରିଛନ୍ତି । ଏହା ଗୋଟିଏ ଦିନରେ ସୁସ୍ଥ ହୋଇଥିବା ସବୁଠାରୁ ଅଧିକ ସଂକ୍ରମିତ … Read More

ବନ୍ଦେ ଉତ୍କଳ ଜନନୀ ହେଲା ରାଜ୍ୟ ସଙ୍ଗୀତ

ଭୁବନେଶ୍ଵର, (ଓଡ଼ିଶା ଟାଇମ୍‌): କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଦ୍ଵାରା ରଚିତ ‘ବନ୍ଦେ ଉତ୍କଳ ଜନନୀ’ ସଙ୍ଗୀତକୁ ରାଜ୍ୟ ସଙ୍ଗୀତର ମାନ୍ୟତା ଦେଇଛନ୍ତି ରାଜ୍ୟ ସରକାର। ଓଡ଼ିଆ ଜାତୀୟତାବାଦର ଉଦ୍ରେକ ତଥା ସମସ୍ତ ଓଡ଼ିଆଙ୍କୁ ଗୋଟିଏ ସୂତ୍ରରେ ବାନ୍ଧିବା ଲକ୍ଷ୍ୟରେ ରାଜ୍ୟ ସରକାରଙ୍କ … Read More

ଦିଲ୍ଲୀରେ ଜୁନ ୧୦ରୁ ଶସ୍ତା ହେବ ମଦ, ପ୍ରତ୍ୟାହାର କରାଯିବ ଅତିରିକ୍ତ ଟ୍ୟାକ୍ସ

ନୂଆଦିଲ୍ଲୀ , (ଓଡିଶା ଟାଇମ୍) : ଦେଶର ରାଜଧାନୀ ଦିଲ୍ଲୀରେ ମଦ ପ୍ରେମୀଙ୍କ ପାଇଁ ଖୁସି ଖବର । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ମଦ ଉପରେ ଲାଗୁ ହୋଇଥିବା ୭୦ ପ୍ରତିଶତ ବିଶେଷ କରୋନା ଟ୍ୟାକ୍ସ ହଟାଇବାକୁ ନିଷ୍ପତ୍ତି ନେଇଛନ୍ତି … Read More

ରାଉରକେଲା ସରକାରୀ ହସ୍‌ପିଟାଲ୍‌ର ୨ ଡାକ୍ତରଙ୍କୁ କରୋନା

ଭୁବନେଶ୍ଵର, (ଓଡିଶା ଟାଇମ୍) : ଡାକ୍ତରଙ୍କୁ କରୋନା। ରାଉରକେଲା ସରକାରୀ ହସ୍ପିଟାଲର ୨ ଡାକ୍ତରଙ୍କୁ କରୋନା। ସୁନ୍ଦରଗଡ଼ରୁ ଆଜି ବାହାରିଥିବା ୧୮ ପଜିଟିଭଙ୍କ ଭିତରୁ ୨ ଜଣ ଆରଜିଏଚ ଡାକ୍ତର ବୋଲି ଜଣାପଡ଼ିଛି। ଏମାନଙ୍କ କଣ୍ଟାକ୍ଟ ଟ୍ରେସିଂ ଚାଲିଛି। ମେଡିକାଲ ପରିସରକୁ … Read More

ଭୁବନେଶ୍ୱରରୁ ୨ କରୋନା ପଜିଟିଭ୍ ଚିହ୍ନଟ, ଜାଣନ୍ତୁ ସେମାନଙ୍କ ତଥ୍ୟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଭୁବନେଶ୍ୱରରେ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଏହି ନୂଆ ଆକ୍ରାନ୍ତ ପଟିଆ ଅଞ୍ଚଳର ଜଣେ ୪୦ ବର୍ଷୀୟ ପୁରୁଷ, ୮ ବର୍ଷୀୟ ଝିଅ ଏବଂ ସେମାନେ ଗୋଟିଏ ପରିବାରର ବୋଲି ସୂଚନା … Read More

ତେଜପତ୍ରରୁ କେବଳ ମସଲା ନୁହେଁ, ମିଳିଥାଏ ଏହି ସବୁ ଫାଇଦା

(ଓଡିଶା ଟାଇମ୍) : ତେଜପତ୍ରକୁ ସାଧାରଣତଃ ଘରେ ମସଲା ଭାବେ ବ୍ୟବହାର କରିଥାଉ । କିନ୍ତୁ ମସଲା ବ୍ୟତିତ ତେଜପତ୍ରରେ ଅନେକ ଔଷଧୀୟ ଗୁଣ ରହିଛି । ତେବେ ଆସନ୍ତୁ ଜାଣିବା ତେଜପତ୍ରକୁ କେଉଁ କେଉଁ ରୂପରେ ବ୍ୟବହାର କରିପାରିବା । … Read More

ଦୁଇ ଦିନିଆ ସଟଡାଉନର ଆଜି ଦ୍ବିତୀୟ ଦିନ

ଭୁବନେଶ୍ବର , (ଓଡିଶା ଟାଇମ୍) : ଦୁଇ ଦିନିଆ ସଟଡାଉନ୍ ର ଆଜି ଦ୍ବିତୀୟ ଦିନ। ୧୧ଟି ଜିଲ୍ଲାରେ ଜୁନ୍ ମାସରେ ପ୍ରତି ସପ୍ତାହର ଶନି ଓ ରବିବାର ଦିନ ଶଡାଉନ୍ କରାଯିବ ବୋଲି ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଥିବା ବେଳେ … Read More

୨ ମାସ ମଧ୍ୟରେ ଆସିବ କରୋନା ପ୍ରତିଷେଧକ ବଟିକା: ରଣଦୀପ ଗୁଲେରିଆ

ଦେଶରେ କରୋନା ସଂକ୍ରମଣ ଦିନକୁ ଦିନ ଅଣାୟତ ହୋଇ ଚାଲିଛି । ଏହାର ପ୍ରତିଷେଧକ ଟୀକା କିମ୍ବା ଔଷଧ କେବେ ଆସିବ ସେନେଇ ବିଶ୍ୱବାସୀ ଚିନ୍ତାରେ  ଅଛନ୍ତି । ତେବେ ଅନେକ ନକରାତ୍ମକ ଖବର ମଧ୍ୟରେ ଏକ ଖୁସି ଖବର ଆସିଛି … Read More

ଦିନକରେ ୨୭୮ ଜଣଙ୍କ ଜୀବନ ନେଲା କରୋନା

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦିନକୁ ଦିନ ମହାମାରୀ କରୋନାକୁ ନେଇ ସାରା ବିଶ୍ବରେ ସଙ୍କଟ ବଢ଼ିବାରେ ଲାଗିଛି । ଭାରତରେ ମଧ୍ୟ ସ୍ଥିତି ବିସ୍ଫୋରକ ଦିଗରେ ଗତି କରୁଛି । ଦେଶରେ ହୁ ହୁ ହୋଇ ବୃଦ୍ଧି ପାଉଛି କରୋନା … Read More