ବଙ୍ଗୋପସାଗରରେ ଦାନା ବାନ୍ଧୁଛି ପୁଣି ଏକ ଲଘୁଚାପ, ଓଡ଼ିଶାରେ ପ୍ରବଳ ବର୍ଷା ସହ ଘଡଘଡି ସମ୍ଭାବନା
ଭୁବନେଶ୍ଵର, (ଓଡିଶା ଟାଇମ୍) : ବାତ୍ୟା ‘ଅମ୍ପନ୍’ ଓ ‘ନିସର୍ଗ’ ପରେ ବଙ୍ଗୋପସାଗରେ ସୃଷ୍ଟି ହେବାକୁ ଯାଉଛି ଆଉ ଏକ ଲଘୁଚାପ। ଆସନ୍ତାକାଲି ଏହି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଜୁନ୍ ୧୦ ତାରିଖରୁ ପ୍ରବଳ ବର୍ଷା … Read More











