୯ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ ଡାକରା

ବାରିପଦା, (ଓଡିଶା ଟାଇମ୍) :ଶିମିଳିପାଳ ଅଭୟାରଣ୍ୟରେ ଅଗ୍ନିକାଣ୍ଡକୁ ନେଇ ଭଞ୍ଜ ସେନା ଜଙ୍ଗଲ ବିଭାଗର ଅବହେଳା ଓ ସରକାରଙ୍କୁ ଦାୟୀ କରିଛି। ଭଞ୍ଜ ସେନା ପକ୍ଷରୁ ଆଜି ୯ ଘଣ୍ଟିଆ ମୟୂରଭଞ୍ଜ ଜିଲ୍ଲା ବନ୍ଦ ପାଳନ କରାଯାଉଛି। ସକାଳ ୬ରୁ ଆରମ୍ଭ … Read More

ନୂଆପଡାବାସୀଙ୍କୁ ୪ହଜାର କୋଟି ଟଙ୍କା ପ୍ରକଳ୍ପ ଭେଟି ଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍) :ଆଜି ନୂଆପଡା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାକୁ ନେଇ ଜିଲ୍ଲାର ସମସ୍ତ ଅଞ୍ଚଳ ବେଶ୍ ଚଳଚଞ୍ଚଳ । ଏଥିପାଇଁ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ । ଏହି ଗସ୍ତରେ ମୁଖ୍ୟମନ୍ତ୍ରୀ ୪ … Read More

ଆଜି ମାର୍ଚ୍ଚ ୧୦ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛ

ମେଷ ଆଜିର ସ୍ୱଗୃହୀ ଚନ୍ଦ୍ର ଅର୍ଥ ଓ ସମ୍ମାନ ପ୍ରଦାନ କରିବାରେ ଅବହେଳା କରିବ ନାହିଁ । କର୍ମକ୍ଷେତ୍ରରେ ଦୃଢ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୮ । ଗୃହିଣୀ- ସଜାସଜିରେ … Read More

ପ୍ରକାଶ ପାଇଲା ଜେଇଇ ମେନ୍ ରେଜଲ୍ଟ; ଗୌତମ ଦାସ ରାଜ୍ୟ ଟପ୍ପର

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ପ୍ରକାଶ ପାଇଲା ଜେଇଇ ମେନ୍ ରେଜଲ୍ଟ । ଇଞ୍ଜିନିୟରିଂରେ ବ୍ୟାଚେଲର ଓ ବିଟେକ୍ ଲାଗି ଗତ ଫେବ୍ରୁଆରୀ ୨୪ରୁ ୨୬ ତାରିଖ ମଧ୍ୟରେ ଅନୁଷ୍ଠିତ ଜେଇଇ ମେନ୍ ପରୀକ୍ଷାର ଫଳ ପ୍ରକାଶ କରିଛି ଏନଟିଏ।  ଉଭୟ ଶ୍ରେଣୀର … Read More

ଭିଜିଲାନ୍ସ ପଞ୍ଝାରେ ସହକାରୀ ଯନ୍ତ୍ରୀ

ସୁନ୍ଦରଗଡ଼, (ଓଡିଶା ଟାଇମ୍) : ଭିଜିଲାନ୍ସ ପଞ୍ଝାରେ ସହକାରୀ ଯନ୍ତ୍ରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଟିମ୍ ଚଢାଉ କରିଛି । ସୁନ୍ଦରଗଡ ଜିଲ୍ଲା ବଡଗାଁ ବ୍ଲକ୍ ସହକାରୀ ଯନ୍ତ୍ରୀ ହେଉଛନ୍ତି ପର୍ଶୁରାମ … Read More

ଆଜି ପୁରୀ ଲୋକନାଥଙ୍କ ପୀଠରେ ପଙ୍କ ଉଦ୍ଧାର ନୀତି

ପୁରୀ, (ଓଡିଶା ଟାଇମ୍) : ଆଜି ପ୍ରଭୁ ଶ୍ରୀ ଲୋକନାଥ ଦେବଙ୍କ ମନ୍ଦିରରେ ପଙ୍କୋଦ୍ଧାର ନୀତି ଅନୁଷ୍ଠିତ ହେବ। ବର୍ଷକରେ ଗୋଟିଏ ଦିନ ପ୍ରଭୁ ଲୋକନାଥଙ୍କ ଗମ୍ଭୀରା ଭିତରକୁ ଯାଇ ଦର୍ଶନ କରିଥାନ୍ତି ଶ୍ରଦ୍ଧାଳୁ । ଶ୍ରୀଲୋକନାଥ ମନ୍ଦିରରେ ମହାଶିବରାତ୍ରିର ଗୋଟିଏ … Read More

ରାଜ୍ୟରେ ଚିହ୍ନଟ ହେଲେ ଆଉ ୫୭ କୋଭିଡ୍ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୫୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୭୮୬୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More

ଆଜିଠୁ ଲିଙ୍ଗରାଜ ମନ୍ଦିର ସେବାୟତ, ପୁଲିସ୍‌ କର୍ମଚାରୀଙ୍କର ହେବ କୋଭିଡ ଟେଷ୍ଟ

ଭୁବନେଶ୍ବର, (ଓଡିଶା ଟାଇମ୍) :ଆସନ୍ତା ୧୧ ତାରିଖରେ ପାଳିତ ହେବ  ମହାଶିବରାତ୍ରି । ଏଥର ଲିଙ୍କରାଜ ମନ୍ଦିରରେ କରୋନା କଟକଣା ମଧ୍ୟରେ ପାଳିତ ହେବ ମହାଶିବରାତ୍ରି । ଏଥିନିମନ୍ତେ ଆଜିଠୁ ମନ୍ଦିରର ସେବାୟତ ଓ ସେଠାରେ ନିୟୋଜିତ ହେବାକୁ ଥିବା ପୁଲିସ୍‌ … Read More

ଜିଲା କୋର୍ଟରେ ପ୍ରଦୀପଙ୍କ ଜାମିନ ଆବେଦନ ଖାରଜ

ଭୁବନେଶ୍ବର, (ଓଡିଶା ଟାଇମ୍) : ଠକେଇ ମାମଲାରେ ଗିରଫ ହୋଇଥିବା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଜାମିନ ଆବେଦନ ସୋମବାର ବ୍ରହ୍ମପୁରସ୍ଥିତ ଜିଲା ଦୌରାଜଜଙ୍କ କୋର୍ଟରେ ଖାରଜ ହୋଇଯାଇଛି। ଗୋଳନ୍ଥରା ଥାନାପକ୍ଷରୁ ପ୍ରଦୀପଙ୍କ ବିରୋଧରେ ରୁଜୁ ହୋଇଥିବା ୩ଟି ଠକେଇ ମାମଲାରେ … Read More

ରେଳ ଭବନର ୧୩ ତମ ମହଲାରେ ଅଗ୍ନିକାଣ୍ଡ, ୯ମୃତ

କୋଲକାତା, (ଓଡିଶା ଟାଇମ୍) :କୋଲକାତାର ଷ୍ଟାଣ୍ଡ ରୋଡ ସ୍ଥିତ ରେଳ ଭବନରେ ଭୟଙ୍କର ଅଗ୍ନିକାଣ୍ଡ । ଏଥିରେ ବର୍ତ୍ତମାନ ସୁଦ୍ଧା ୯ ଜଣଙ୍କ ଜୀବନ ଯାଇଛି । ମୃତକଙ୍କ ମଧ୍ୟରେ ଅଛନ୍ତି ୪ ଜଣ ଅଗ୍ନିଶମ କର୍ମଚାରୀ, ୨ ଜଣ ଆରପିଏଫ୍ … Read More