କେରଳ ଛୁଇଁଲା ମୌସୁମୀ

ଭୁବନେଶ୍ବର, (ଓଡିଶା ଟାଇମ୍) : କେରଳ ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଏନେଇ ଭାରତୀୟ ପାଣିପାଗ ବିଭାଗର ୱେବ୍‌ସାଇଟ୍‌ରେ ସୂଚନା ଦିଆଯାଇଛି । ଠିକ୍ ସମୟରେ ଚଳିତ ବର୍ଷ ମୌସୁମୀ ବାୟୁ କେରଳରେ ପହଞ୍ଚିଛି । ଚଳିତ ଥର … Read More

ଆଜିଠୁ ଗଡ଼ିଲା ୨୦୦ ପାସେଞ୍ଜର ଟ୍ରେନ୍‌

ଭୁବନେଶ୍ବର, (ଓଡିଶା ଟାଇମ୍) :ଅନ୍‌ଲକ୍‌ ଓ୍ୱାନ୍ ପରେ ପ୍ରଥମ ପର୍ୟ୍ୟାୟରେ ଆଜି ୨ ଶହ ଟ୍ରେନ୍ ଚଳାଚଳ ଆରମ୍ଭ କରିଛି। ଏଥି ମଧ୍ୟରୁ ଓଡ଼ିଶାରେ ୧୨ ଯୋଡ଼ା ଟ୍ରେନ୍ ଚଳାଚଳ ଆରମ୍ଭ କରିଛି । କରୋନା ସଂକ୍ରମଣକୁ ରୋକିବା ପାଇଁ ସାରା … Read More

ଛତିଶଗଡରେ ପହଞ୍ଚିଲେ ପଙ୍ଗପାଳ, ଓଡ଼ିଶାକୁ ବଢ଼ିଲା ଭୟ !

ଭୁବନେଶ୍ବର, (ଓଡିଶା ଟାଇମ୍) : ଛତିଶଗଡ ରାଜ୍ୟରେ ପଙ୍ଗପାଳ ପଲ ପ୍ରବେଶ କରିଥିବା ଜଣାପଡ଼ିଛି । ଛତିଶଗଡ଼ କୋରିଆ ଜିଲାର ଭରତପୁର ଜଙ୍ଗଲରେ ଏହି ପଙ୍ଗପାଳ ପଲ ପହଞ୍ଚିଛନ୍ତି । ଏହି ପଲ ମଧ୍ୟପ୍ରଦେଶରୁ ଆସିଥିବା ଜଣାଯାଇଛି । ପଙ୍ଗପାଳ ପଲ … Read More

ଅଗ୍ନିଶମ ଡିଜି ଭାବେ ଦାଇତ୍ୱ ଗ୍ରହଣ କଲେ ଆଇପିଏସ ଡ.ସତ୍ୟଜିତ ମହାନ୍ତି

ଭୁବନେଶ୍ବର, (ଓଡିଶା ଟାଇମ୍) : ଅଗ୍ନିଶମ ବିଭାଗର ନିର୍ଦ୍ଦେଶକ ଭାବେ ଆଜି ଦାୟିତ୍ୱ ନେଇଛନ୍ତି ଆଇପିଏସ୍ ଡକ୍ଟର ସତ୍ୟଜିତ୍ ମହାନ୍ତି । ଅଗ୍ନିଶମ ବିଭାଗର ନିର୍ଦ୍ଦେଶକ ଭାବେ ସେ ଅତିରିକ୍ତ ଦାୟିତ୍ୱ ଗ୍ରହଣ କରିଛନ୍ତି । ୧୯୮୮ ବ୍ୟାଚର ବରିଷ୍ଠ ଆଇପିଏସ୍‌ … Read More

ନକ୍ସଲ ଗୁଳିରେ ଦୁଇ ପୋଲିସ କର୍ମଚାରୀ ସହୀଦ

ରାଉରକେଲା, (ଓଡିଶା ଟାଇମ୍) : ଝାରଖଣ୍ଡ ରାଜ୍ୟର ପଶ୍ଚିମ ସିଂହଭୁମ୍ ରାଉରକେଲା ଥାନା ଅନ୍ତର୍ଗତ ଜୋନୂଆ ଗାଁ ନକ୍ଟରେ ନକ୍ସଲ ଆକ୍ରମଣରେ ଦୁଇ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ହୋଇଛି । ଦୁଇ କର୍ମଚାରୀଙ୍କ ମଧ୍ୟରେ ଜଣେ ପୋଡାହାଟ ଏସଡିପିଓଙ୍କ ବଡିଗାର୍ଡ ଥିବା … Read More

ପୁଲିସ୍‌ ହେପାଜତରେ କୃଷ୍ଣକାୟ ବ୍ୟକ୍ତିଙ୍କ ମୃତ୍ୟୁ, ହ୍ବାଇଟହାଉସ ଆଗରେ ପୋଲିସ-ବିକ୍ଷୋଭକାରୀ ମଧ୍ୟରେ ମୁହାଁମୁହିଁ

ୱାଶିଂଟନ୍‌, (ଓଡିଶା ଟାଇମ୍) : ଆମେରିକାର ମିନେପୋଲିସରେ କୃଷ୍ଣକାୟ ବ୍ୟକ୍ତି ଜର୍ଜ ଫ୍ଲଏଡଙ୍କ ମୃତ୍ୟୁ ପରେ ସାରା ଦେଶରେ ନିଆଁ ଜଳୁଛି । ତାଙ୍କୁ ପୋଲିସ ହତ୍ୟା କରିଥିବା ଅଭିଯୋଗରେ ବିରୋଧ ପ୍ରଦର୍ଶନ ଜାରି ରହିଛି । ଜଣେ ପୋଲିସ ଅଧିକାରୀ … Read More

ରାଜ୍ୟର ୧୬ ଜିଲ୍ଲାରେ ବର୍ଷା ଓ ବଜ୍ରପାତ ସମ୍ଭାବନା !

ଭୁବନେଶ୍ବର, (ଓଡିଶା ଟାଇମ୍) : ଝାଡ଼ଖଣ୍ଡ ଓ ଏହାର ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟର ୧୬ ଜିଲ୍ଲାରେ ବର୍ଷା ଓ ବଜ୍ରପାତ ସମ୍ଭାବନା ରହିଛି । … Read More

ରାଜ୍ୟରେ ସର୍ବାଧିକ ୧୫୬ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) :  ଆଜି ରାଜ୍ୟରେ ଆଉ ୧୫୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୧୦୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ … Read More

ଆଜିଠୁ ଝାରସୁଗୁଡ଼ା ବିମାନ ବନ୍ଦରରୁ ବିମାନ ସେବା ଆରମ୍ଭ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜିଠୁ ଝାରସୁଗୁଡ଼ା ସ୍ଥିତ ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ Alliance Air ଏହାର ବିମାନ ସେବା ଆରମ୍ଭ କରିଛି। ୭ଜଣ ଯାତ୍ରୀଙ୍କୁ ନେଇ ବିମାନଟି କୋଲକାତାରୁ ବାହାରି ଆଜି ସକାଳ ୭ଟା ୪୦ ମିନିଟ୍‌ରେ … Read More

ଉତ୍ତରାଖଣ୍ଡ କ୍ୟାବିନେଟ୍ ମନ୍ତ୍ରୀ କରୋନା ସଂକ୍ରମିତ, ପୁଅ-ବୋହୂଙ୍କ ସମେତ ୨୨ କର୍ମଚାରୀ ମଧ୍ୟ କୋଭିଡ୍-୧୯ ପଜିଟିଭ୍ ଚିହ୍ନଟ

ଡେରାଡୁନ,(ଓଡିଶା ଟାଇମ୍) : କରୋନା ମହାମାରୀ ସାରା ବିଶ୍ୱରେ କାୟା ବିସ୍ତାର କରିଛି । ଧନୀ, ଗରିବର ଭେଦଭାବ ବିନା ସମସ୍ତଙ୍କୁ ଆକ୍ରମଣ କରୁଛି କରୋନା ଭାଇରସ୍‌ । କରୋନାରୁ ନିଜକୁ ଦୂରେଇ ରଖିବା ପାଇଁ ସାମାଜିକ ଦୂରତା ଏବଂ ମୁହଁରେ … Read More