ଟ୍ୱିନ୍ ସିଟିର ନୂଆ ସିପି ଦାୟିତ୍ୱରେ ସୌମେନ୍ଦ୍ର ପ୍ରିୟଦର୍ଶୀ

ଭୁବନେଶ୍ବର, (ଓଡିଶା ଟାଇମ୍) :ଟ୍ୱିନ୍ ସିଟିର ପୋଲିସ କମିଶନର ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ସୌମେନ୍ଦ୍ର ପ୍ରିୟଦର୍ଶୀ । କ୍ରାଇମବ୍ରାଞ୍ଚର ଏଡିଜି ଥିବା ୧୯୯୫ ବ୍ୟାଚ୍‌ର ଏହି ଆଇପିଏସ ଅଫିସରଙ୍କୁ ରାଜ୍ୟ ସରକାର ଗତକାଲି କଟକ-ଭୁବନେଶ୍ୱର କମିଶନରେଟ୍ ପୋଲିସର ନୂଆ କମିଶନର … Read More

ବାବା ଆଖଣ୍ଡଳମଣିଙ୍କ ପୀଠରେ ଲାଗିଲା କଟକଣା, ମାର୍ଚ୍ଚ ୧୦ରୁ ୨ଦିନ ଯାଏଁ ୧୪୪ ଧାରା

ଭଦ୍ରକ, (ଓଡିଶା ଟାଇମ୍) :ଜାଗର ଯାତ୍ରା ପାଇଁ ପ୍ରସ୍ତୁତି । ରାଜ୍ୟର ପ୍ରସିଦ୍ଧ ଶୈବପୀଠ ବାବା ଆଖଣ୍ଡଳମଣିଙ୍କ ପୀଠରେ ଜାଗର ଯାତ୍ରାକୁ ନେଇ କଟକଣା ଜାରି କରିଛି । ଜିଲ୍ଲା ପ୍ରଶାସନ ପକ୍ଷରୁ କଟକଣା ଜାରି କରାଯାଇଛି । ଜିଲ୍ଲା ପ୍ରଶାସନର … Read More

ସୋଆରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ

ଭୁବନେଶ୍ବର, (ଓଡିଶା ଟାଇମ୍) :ଶିକ୍ଷା ଓ ଅନୁସନ୍ଧାନ(ସୋଆ) ପକ୍ଷରୁ ସୋମବାର ଅନ୍ତର୍ଜାତୀୟ ମହିଳା ଦିବସ ପାଳନ କରାଯାଇଛି। ସୋଆ ଉପସଭାପତି ଶାସ୍ଵତୀ ଦାସଙ୍କ ଉପସ୍ଥିତିରେ କାର୍ଯ୍ୟରତ ମହିଳାମାନେ ଏହି ଦିବସ ପାଳନ କରିଛନ୍ତି। ବିଶ୍ଵ ବିଦ୍ୟାଳୟର ମୁଖ୍ୟ କାର୍ଯ୍ୟାଳୟେ କେକ୍‌ କାଟି … Read More

ଆଜି ମାର୍ଚ୍ଚ ୦୯ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛ

ମେଷ କାମ ପୂର୍ଣ୍ଣାଙ୍ଗ ପାଇଁ ଅତି ନିକଟରେ ରହୁଥିବା ବନ୍ଧୁଟିର ସାହାର୍ଯ୍ୟ ଆଶା କରିବେ । ଆନୁ ।ନିକ କ୍ଷେତ୍ରରେ ସ୍ୱାଧୀନ ଭାବରେ କାର୍ଯ୍ୟ କରିବାର ସୁଯୋଗ ମିଳିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ । … Read More

ବଦଳିଲେ ପୋଲିସ କମିଶନର, ସୁଧାଂଶୁଙ୍କ ଜାଗା ନେଲେ ସୌମେନ୍ଦ୍ର ପ୍ରିୟଦର୍ଶୀ

ଭୁବନେଶ୍ବର, (ଓଡିଶା ଟାଇମ୍) :ଏକ ଅପ୍ରତ୍ୟାଶିତ ଘଟଣାକ୍ରମେ ସୋମବାର କଟକ-ଭୁବନେଶ୍ଵର ପୋଲିସ କମିଶନଙ୍କ ବଦଳି ହୋଇଛି। ସୌମେନ୍ଦ୍ର ପ୍ରିୟଦର୍ଶୀ ହେଲେ ନୂଆ ପୋଲିସ କମିଶନର। ୧୯୯୫ ବ୍ୟାଚ୍‌ର ବରିଷ୍ଠ ଆଇପିଏସ୍ ହେଉଛନ୍ତି ସୌମେନ୍ଦ୍ର ପ୍ରିୟଦର୍ଶୀ। ସେ ଏବେ କ୍ରାଇମବ୍ରାଞ୍ଚ ଏଡିଜି ଅଛନ୍ତି। … Read More

କୁଚିଣ୍ଡା ଥାନାକୁ ରାଜ୍ୟର ସର୍ବଶ୍ରେଷ୍ଠ ଥାନା ମାନ୍ୟତା

ସମ୍ବଲପୁର, (ଓଡିଶା ଟାଇମ୍) : ସମ୍ବଲପୁର ଜିଲାର କୁଚିଣ୍ଡା ଥାନା ଓଡ଼ିଶାର ସର୍ବଶ୍ରେଷ୍ଠ ଥାନାର ମାନ୍ୟତା ପାଇଛି। ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ପକ୍ଷରୁ ସୋମବାର କୁଚିଣ୍ଡା ଥାନାକୁ ଉତ୍କର୍ଷ ପ୍ରମାଣପତ୍ର ପ୍ରଦାନ କରାଯାଇଛି। କୁଚିଣ୍ଡା ଆଇଆଇସି କମଲ କୁମାର ପଣ୍ଡା … Read More

ଦୁଇ ଦିନିଆ ଗସ୍ତରେ ଓଡିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ବର, (ଓଡିଶା ଟାଇମ୍) :ଓଡିଶା ଆସୁଛନ୍ତି ରାଷ୍ଟ୍ରପତି । ଆସନ୍ତା ୨୧ରେ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ଓଡିଶା ଆସିବେ ରାଷ୍ଟ୍ରପତି । ଖବର ଅନୁଯାୟୀ, ଆସନ୍ତା ୨୧ରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି … Read More

ରାଜ୍ୟରେ ଚିହ୍ନଟ ହେଲେ ଆଉ ୫୯ କୋଭିଡ୍ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୫୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୭୮୦୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More

ସ୍ୱିଜରଲାଣ୍ଡରେ ସର୍ବସାଧାରଣ ସ୍ଥାନରେ ବୁର୍ଖା ପିନ୍ଧିବା ମନା !

ସ୍ୱିଜରଲାଣ୍ଡ, (ଓଡିଶା ଟାଇମ୍) :ସ୍ୱିଜରଲାଣ୍ଡରେ ବୁର୍ଖାକୁ ନେଇ ଚାଲିଥିବା ବିବାଦ ମଧ୍ୟରେ ରବିବାର ଏହା ଉପରେ ଜନମତ ସଂଗ୍ରହ କରାଯାଇଥିଲା । ଜନମତ ସଂଗ୍ରହରେ ସାର୍ବଜନୀନ ସ୍ଥାନରେ ବୁର୍ଖା ଉପରେ ବ୍ୟାନ୍ ଲଗାଇବାକୁ ଲୋକମାନେ ମତଦାନ କରିଥିଲେ । ରୟଟର୍ସ ଅନୁସାରେ, … Read More

ଆଜି ପ୍ରକାଶ ପାଇବ ଜେଇଇ ମେନ୍ ପରୀକ୍ଷା ଫଳ

ଭୁବନେଶ୍ବର, (ଓଡିଶା ଟାଇମ୍) :ଆଜି ପ୍ରକାଶ ପାଇବ ଜେଇଇ ମେନ୍ ପରୀକ୍ଷା ଫଳ । ଗତ ଫେବୃଆରୀ ମାସ ୨୩ ତାରିଖରୁ ୨୬ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଅନୁଷ୍ଠିତ ହୋଇଥିଲା । ସମଗ୍ର ଦେଶରୁ ୬ ଲକ୍ଷ ୬୧ ହଜାର ୭୭୬ … Read More