୭୬ ସଂକ୍ରମିତଙ୍କ ତଥ୍ୟ ଦେଲେ ସରକାର, ଟପ ଲିଷ୍ଟରେ ରହିଛି ଏହି ଜିଲ୍ଲା
ଭୁବନେଶ୍ୱର,(ଓଡଶା ଟାଇମ୍): ଆଜି ୭୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୫୯୩ ଛୁଇଁଛି । ତେବେ ଚିହ୍ନଟ ହୋଇଥିବା ସମସ୍ତ ୭୬ ସଂକ୍ରମିତଙ୍କ ତଥ୍ୟ ଦେଇଛନ୍ତି ରାଜ୍ୟ ସରକାର । ଏନେଇ … Read More











