ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର, (ଓଡିଶା ଟାଇମ୍) : ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭୁବନେଶ୍ୱର ବିଜୁପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିଛନ୍ତି ମୋଦି । ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ପହଞ୍ଚିଛନ୍ତି । ଏୟାରପୋର୍ଟରେ ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ କରିଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଷୀ … Read More

ଅମ୍ଫନ କ୍ଷୟକ୍ଷତି : ପଶ୍ଚିମବଙ୍ଗକୁ ୧ ହଜାର କୋଟିର ସହାୟତା କଲେ ପ୍ରଧାନମନ୍ତ୍ରୀ

ଓଡ଼ିଶା ପାଇଁ ୫୦ ହଜାର କୋଟି ଅଗ୍କୋରୀମ ସହାୟତା ଘୋଷଣା କୋଲକାତା.(ଓଡିଶା ଟାଇମ୍): ବାତ୍ୟା ଅମ୍ଫନ ଦ୍ୱାରା କ୍ଷତିଗ୍ରସ୍ତ ପଶ୍ଚିମବଙ୍ଗୋ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧ ହଜାର କୋଟିର ଅଗ୍ରୀମ ସହାୟତା ଘୋଷଣା କରିଛନ୍ତି । ଆଜି ପଶ୍ଚିମବଙ୍ଗ ଗସ୍ତରେ … Read More

ରାଜ୍ୟରେ ଆଉ ୪୩ କୋରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,(ଓଡିଶା ଟାଇମ୍): ରାଜ୍ୟରେ ଆଉ ୪୩ କୋରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ୪୩୬ ରେ ପହଞ୍ଚିଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି … Read More

ଓଡିଶାକୁ ସହଯୋଗର ହାତ ବଢାଇଲେ ଦିଲ୍ଲୀ ସରକାର

ଭୁବନେଶ୍ୱର,(ଓଡିଶା ଟାଇମ୍): ବାତ୍ୟା ଅମ୍ପନ ଦ୍ୱାରା କ୍ଷତିଗ୍ରସ୍ତ ହୋଇଥିବା ଓଡିଶାକୁ ସହଯୋଗର ହାତ ବଢ଼ାଇଲେ ଦିଲ୍ଲୀ ସରକାର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଏହି ପରିପ୍ରେକ୍ଷୀରେ ଟ୍ୱିଟ କରିଛନ୍ତି କେଜରିୱାଲ । ସଙ୍କଟ ସମୟରେ ଓଡ଼ିଶାବାସୀଙ୍କ ସହ ଅଛନ୍ତି ଦିଲ୍ଲୀବାସୀ । … Read More

ମମତାଙ୍କ ସହ ଫୋନରେ କଥା ହେଲେ ନବୀନ

ଭୁବନେଶ୍ୱର,(ଓଡିଶା ଟାଇମ୍): ବାତ୍ୟା ଅମ୍ପନ ପ୍ରଭାବରେ ପଶ୍ଚିମବଙ୍ଗୋରେ ହୋଇଥିବା କ୍ଷୟ କ୍ଷତି ନେଇ ଆଜି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ ଫୋନରେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଘଡିସନ୍ଧି ମୁହୂର୍ତ୍ତରେ ପଶ୍ଚିମବଙ୍ଗ ବାସୀଙ୍କ ସହ ଓଡିଶା ରହିଛି … Read More

ଜୁନ୍‌-୨ରୁ ବ୍ୟାପକ ହେବ ଟ୍ରେନ୍‌ ଚଳାଚଳ: ୨୩୦ ଟ୍ରେନ୍‌ ପାଇଁ ଟିକଟ ବୁକିଂ ଆରମ୍ଭ

ଭୁବନେଶ୍ଵର, (ଓଡ଼ିଶା ଟାଇମ୍‌):  ପୂର୍ବ ଘୋଷିତ ୧୫ ହଳ ସ୍ଵତନ୍ତ୍ର ଏସି ଟ୍ରେନ୍‌କୁ ମିଶାଇ ୨୩୦ ଟ୍ରେନ୍‌ ପାଇଁ ଆରମ୍ଭ ହୋଇଛି ଟିକଟ୍‌ ବୁକିଂ। ରାଜ୍ୟର ପ୍ରମୁଖ ରେଳ ଷ୍ଟେସନ୍‌ରେ ଥିବା କାଉଣ୍ଟରକୁଡ଼ିକରେ ଏହି ସେବା ଉପଲବ୍ଧ ହୋଇଛି। ଭୁବନେଶ୍ଵର, କଟକ, … Read More

ଦେଶରେ ୩୫୮୩ ଜଣଙ୍କ ମୁଣ୍ଡ ନେଲାଣି କରୋନା

ନୂଆଦିଲ୍ଲୀ,(ଓଡିଶା ଟାଇମ୍): ଭାରତରେ ଏବେ କୋରୋନା ସ୍ଥିତି ଜଟିଳ ହେବାରେ ଲାଗିଛି । ପ୍ରତିଦିନ ହଜାର ହଜାର ନୂଆ ମାମଲା ସାମ୍ନାକୁ ଆସୁଛି । ଅଦ୍ୟାବଧି ଦେଶରେ ୧ ଲକ୍ଷ ୧୮ ହଜାର ୪୭୭ ଜଣ କୋରୋନା ଭୂତାଣୁ ଦ୍ୱାରା ଆକ୍ରାନ୍ତ … Read More

ରେପୋ ରେଟ ହ୍ରାସ କଲା ରିଜର୍ଭ ବ୍ୟାଙ୍କ 

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ଦେଶର ଅର୍ଥନୀତିର ସ୍ଥିତି ନେଇ ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଏକ ସାମ୍ବାଦକି ସମ୍ମିଳନୀ କରିଛନ୍ତି । ଏହି ସାମ୍ବାଦିକ ସମ୍ମିସଳନୀରେ ସେ କହିଛନ୍ତି ଯେ ଭାରତୀୟ ରିଜର୍ଭ ବ୍ୟାଙ୍କ୍ ୪୦ ବେସିସ୍ ପଏଣ୍ଟ୍ କାଟି … Read More

ରାଜ୍ୟରେ ୮୬ ନୂଆ କରୋନା ପଜିଟିଭ୍‌, ସମୁଦାୟ ସଂଖ୍ୟା ୧୧୮୯

ଭୁବନେଶ୍ଵର, (ଓଡ଼ିଶା ଟାଇମ୍‌): ରାଜ୍ୟରେ ୮୬ ନୂଆ କରୋନା ପଜିଟିଭ୍‌ଙ୍କୁ ଚିହ୍ନଟ କରାଯାଇଛି। ଏମାନଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୭୮୯ ହୋଇଛି। ଏମାନେ ରାଜ୍ୟର ବିଭିନ୍ନ କୋଭିଡ୍‌ ହସ୍‌ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ସେହିପରି ସମୁଦାୟ ପଜିଟିଭ୍‌ ଚିହ୍ନିତଙ୍କ ସଂଖ୍ୟା … Read More

ଆଜି ସାବିତ୍ରୀ ଅମାବାସ୍ୟା ,ଏଥର ସବୁ ଫିକା ଫିକା

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ସାବିତ୍ରୀ ଅମାବାସ୍ୟା। ସ୍ୱାମୀମାନଙ୍କ ଦୀର୍ଘାୟୁ କାମନା କରି ସଧବା ମହିଳାମାନେ ସାବିତ୍ରୀ ବ୍ରତ ରଖିଥାନ୍ତି। ସାବିତ୍ରୀରେ ନୂଆ ଶାଢୀ, ଚୂଡି ସହ ବିଭିନ୍ନ ପ୍ରକାରର ଫଳମୂଳର ପୂଜାର୍ଚ୍ଚନା କରିବାର ବିଧି ରହିଛି। କିମ୍ବଦନ୍ତୀ ଅନୁସାରେ … Read More