ରାଜ୍ୟରେ କରୋନା ବୃଦ୍ଧି ରେକର୍ଡ଼: ଦିନକରେ ୧୦୧ ରୋଗୀ, ସୁସ୍ଥ ହେଲେ ୩୧
ଭୁବନେଶ୍ୱର, (ଓଡ଼ିଶା ଟାଇମ୍): ରାଜ୍ୟରେ ଗତ ୨୪ ଘଣ୍ଟା ଭିତରେ ସର୍ବାଧିକ କରୋନା ରୋଗୀଙ୍କୁ ଚିହ୍ନଟ କରାଯାଇଛି । ଏହି ସଂଖ୍ୟା ୧୦୧ ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି । ଫଳରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୪୧୯ ହୋଇଛି । … Read More











