କନିଷ୍ଠ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ

ବ୍ରହ୍ମପୁର, (ଓଡିଶା ଟାଇମ୍) :କନିଷ୍ଠ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍ । ଯନ୍ତ୍ରୀ ନାଗେଶ୍ୱର ସେନାପତିଙ୍କ ବାସଭବନ ସମେତ ୬ ଟି ସ୍ଥାନରେ ଏକକାଳୀନ ଚଢାଉ କରିଛି ଭିଜିଲାନ୍ସ । ନାବେଶ୍ୱର ଗଜପତି ଜିଲ୍ଲା ରାୟଗଡା ବ୍ଳକ୍ ରେ କନିଷ୍ଠ ଯନ୍ତ୍ରୀ … Read More

ବସ୍‌ରେ ଥିଲେ ୪୦ ଯାତ୍ରୀ, ହଠାତ୍ ଓଲଟି ପଡ଼ିଲା

ମହାକାଳପଡ଼ା, (ଓଡିଶା ଟାଇମ୍) :ଓଲଟିଲା ବସ୍‍ । ୩ ଗୁରୁତର । ତେବେ ଅଳ୍ପକେ ବର୍ତ୍ତିଯାଇଛନ୍ତି ୪୬ ଯାତ୍ରୀ । ଏପରି ଘଟଣା ସାମ୍ନାକୁ ଆସିଛି କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡା ବ୍ଲକ କୁମାରୁଣି ନିକଟରେ । ସୂଚନାନୁସାରେ, ପ୍ରିନ୍ସ ନାମକ ଏକ … Read More

ମେ’ ୫ରୁ ଆଇସିଏସଇ ଦଶମ ବୋର୍ଡ , ଏପ୍ରିଲ ୮ରୁ ଦ୍ୱାଦଶ ପରୀକ୍ଷା

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଆସନ୍ତା ମେ’ ୫ତାରିଖରୁ ଆଇସିଏସଇ(ଇଣ୍ଡିଆନ ସାର୍ଟିଫିକେଟ ଅଫ ସେକେଣ୍ଡାରୀ ଏଜୁକେସନ) ପରୀକ୍ଷା ଓ ଏପ୍ରିଲ ୮ତାରିଖରୁ ଦ୍ୱାଦଶ ବୋର୍ଡ ପରୀକ୍ଷା ଅନୁଷ୍ଠିତ ହେବ। ଏନେଇ ଆଇସିଏସଇ କାଉନସିଲ୍ ପକ୍ଷରୁ କାର୍ଯ୍ୟସୂଚୀ ଜାରି ହୋଇଛି। ଆଇସିଏସଇ ଦଶମ … Read More

ଅଂଶୁଘାତ ରୋଗୀଙ୍କ ପାଇଁ ୧୦ ଶଯ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : କ୍ୟାପିଟାଲ ହସ୍ପିଟାଲରେ ଅଂଶୁଘାତ ମୁକାବିଲା ପାଇଁ ଚୂଡାନ୍ତ ପ୍ରସ୍ତୁତ ହୋଇଛି। ପ୍ରାଥମିକ ପର୍ଯ୍ୟାୟରେ ଅଂଶୁଘାତ ୱାର୍ଡ କରାଯାଇଛି। ଯେଉଁଠି ୧୦ ଶଯ୍ୟା ସଂରକ୍ଷିତ ରହିଛି। ଶୀତତାପ ନିୟନ୍ତ୍ରିତ ଏହି ୱାର୍ଡରେ ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥା କରାଯାଇଛି। … Read More

କରୋନା ସଂକ୍ରମଣ ରୋକିବାକୁ ସମ୍ବଲପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ଜାରି ହେଲା ନୋଟିସ

ବୁର୍ଲା, (ଓଡିଶା ଟାଇମ୍) :ବୁର୍ଲାରେ କୋଭିଡ ସଂକ୍ରମଣକୁ ନଜରରେ ରଖି ଜରୁରୀ ନୋଟିସ ଜାରି କରିଛି ସମ୍ବଲପୁର ବିଶ୍ୱ ବିଦ୍ୟାଳୟ । ପିଜି ହଷ୍ଟେଲ ୱାର୍ଡେନ ପ୍ରଫେସର ବି. ଶତପଥୀ ଏହି ନୋଟିସ ଜାରି କରିଛନ୍ତି । କୋଭିଡ ନିୟମ କଡାକଡି … Read More

ଆଜି ମାର୍ଚ୍ଚ ୦୨ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛ

ମେଷ ସାମୟିକ ପ୍ରତିବନ୍ଧକ ଥିଲେ ମଧ୍ୟ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍ ହୋଇଯିବ । ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୬ । ଚାଷୀ- ଜଳବାୟୁ ବିଭାଗ ସହ … Read More

ବିଧାନସଭା ବାଚସ୍ପତିଙ୍କ ସହ ମନ୍ତ୍ରୀ ଓ ବିଧାୟକ ନେଲେ କରୋନା ଟିକା

ଭୁବନେଶ୍ବର, (ଓଡିଶା ଟାଇମ୍) :କରୋନା କା ନେଲେ ବିଧାନସଭା ବାଚସ୍ପତି ଓ ଉପ-ବାଚସ୍ପତି । ବିଧାନସଭା ପରିସରରେ ଥିବା ହସ୍ପିଟାଲରେ ଟିକା ନେଇଛନ୍ତି । ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଓ ଉପବାଚସ୍ପତି ରଜନୀକାନ୍ତ ସିଂହ ଟିକା ନେଇଛନ୍ତି । ଏହାସହ … Read More

ପୁଣି ବଢ଼ିଲା ଏଲପିଜି ଗ୍ୟାସ୍ ସିଲିଣ୍ଡର୍ ଦାମ୍

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଦର ଦାମ ବୃଦ୍ଧି ମଧ୍ୟରେ ସାଧାରଣ ଜନତାଙ୍କୁ ଆଉ ଏକ ଝଟକା ଲାଗିଛି। ଏଲପିଜି ଗ୍ୟାସ ସିଲିଣ୍ଡର ଦାମ ପୁଣିଥରେ ବୃଦ୍ଧି ପାଇଛି। ସୋମବାର ମାର୍ଚ୍ଚ ୧ ତାରିଖକୁ ଏଲ୍ପିଜି ଗ୍ୟାସ ସିଲିଣ୍ଡର ଦାମ ପୁଣି ୨୫ … Read More

ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୬ କୋଭିଡ୍ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୮୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୭୨୭୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More

କରୋନା ଟିକା ନେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର, (ଓଡିଶା ଟାଇମ୍) :କରୋନା ଟିକା ନେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଧାନସଭା ପରିସରରେ ଥିବା ଚିକିତ୍ସାଳୟରେ ମୁଖ୍ୟମନ୍ତ୍ରୀ ଟିକା ନେଇଥିବା ଜଣାପଡିଛି । ତେବେ ମାର୍ଚ୍ଚ ପହିଲାରୁ ବରିଷ୍ଠ ନାଗରିକଙ୍କୁ ଟିକା ଦେବା ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ … Read More