#କୋଭିଡ୍-୧୯ ମୁକାବିଲା: ସହରାଞ୍ଚଳ ଶ୍ରମଭିତ୍ତିକ କାର୍ଯ୍ୟ ପାଇଁ ୧୦୦ କୋଟି ମଞ୍ଜୁର
ଭୁବନେଶ୍ୱର(ଓଟି): କୋଭିଡ-୧୯ ତଥା କରୋନା ଭାଇରସ୍ ମୁକାବିଲା ପାଇଁ ରାଜ୍ୟ ସରକାର ଗୋଟିଏ ପରେ ଗୋଟିଏ ଆବଶ୍ୟକ ପଦକ୍ଷେପ ନେଉଛନ୍ତି। ଏହିକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏକ ବଡ଼ ଘୋଷଣା କରିଛନ୍ତି। ସହରାଞ୍ଚଳରେ ଶ୍ରମ ଭିତ୍ତିକ କାର୍ଯ୍ୟ ପାଇଁ ୧୦୦ … Read More











