୧୦୮ ଆମ୍ବୁଲାନ୍ସରେ ଅପହରଣ ହେଉଥିବା ଜାଣି ଗାଡ଼ିରୁ ଡେଇଁ ପଡ଼ିଲେ ରୋଗୀଙ୍କ ମା’

ଭଦ୍ରକ, (ଓଡିଶା ଟାଇମ୍) :ରୋଗୀଙ୍କୁ ଉତ୍ତମ ଚିକିତ୍ସା ପାଇଁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର ପାଇଁ ରେଫର କରିଥିଲେ ଡାକ୍ତର । ରୋଗୀଙ୍କ ସମ୍ପର୍କୀୟ ୧୦୮ ଆମ୍ବୁଲାନ୍ସ ସହ ଯୋଗାଯୋଗ କରିଥିଲେ । ୧୦୮  ଆମ୍ବୁଲାନ୍ସ ମେଡିକାଲରୁ ରୋଗୀଙ୍କୁ ଧରି କଟକ … Read More

ମାର୍ଚ୍ଚ ୩୧ ଯାଏ ବଢ଼ିଲା ଲକଡାଉନ୍

ଚେନ୍ନାଇ, (ଓଡିଶା ଟାଇମ୍) :କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବା ପରେ ତାମିଲନାଡୁରେ ଲକଡାଉନ୍ ହୋଇଛି। ତାମିଲନାଡୁ ସରକାର ମାର୍ଚ୍ଚ ୩୧ ଯାଏ ଲକଡାଉନ୍ ବଢ଼ାଇଛନ୍ତି। ଏଥିସହ କୋଭିଡକୁ ରୋକିବା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ନେବାକୁ ଜିଲ୍ଲା ପ୍ରଶାସନକୁ କହିଛନ୍ତି। ତାମିଲନାଡୁରେ … Read More

ଆଜିଠୁ ସକାଳୁଆ ପାଠପଢା

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ଠାରୁ ରାଜ୍ୟର ସମସ୍ତ ବିଦ୍ୟାଳୟରେ ସକାଳୁଆ ପାଠପଢା ହେବ। ରାଜ୍ୟରେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବୃଦ୍ଧି ପାଉଥିବାବେଳେ ଏହାକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସ୍କୁଲ ପାଠପଢା ସମୟକୁ … Read More

ଆଜି ଅର୍ଚ୍ଚିତାଙ୍କ ହାତ ଧରିବେ ଅଭିନେତା ସବ୍ୟସାଚୀ

ଭୁବନେଶ୍ବର, (ଓଡିଶା ଟାଇମ୍) :ଆଜି ଅର୍ଚ୍ଚିତାଙ୍କ ହାତ ଧରିବେ ଅଭିନେତା ସବ୍ୟସାଚୀ ମିଶ୍ର । ବିବାହ ବନ୍ଧରେ ବାନ୍ଧିହେବେ ଦୁଇ ପ୍ରେମପକ୍ଷୀ । ଓଲିଉଡ୍‌ର ଚର୍ଚ୍ଚିତ ଯୋଡ଼ି ତଥା ସୁପର୍‌ଷ୍ଟାର ସବ୍ୟସାଚୀ ମିଶ୍ର ଏବଂ ଚୁଲବୁଲି ନାୟିକା ଅର୍ଚ୍ଚିତା ସାହୁଙ୍କର ସୋମବାର … Read More

କରୋନା ଟିକା ନେଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ସୋମବାରଠାରୁ ଦେଶରେ ଦ୍ୱିତୀୟ ପର୍ଯ୍ୟାୟ କରୋନା ଟିକାକରଣ ଅଭିଯାନ ଆରମ୍ଭ ହୋଇଛି । ଏହି ପର୍ଯ୍ୟାୟ ସକାଳ ୯ଟାରୁ ଆରମ୍ଭ ହେବ । ଏଥିରେ ୬୦ ବର୍ଷରୁ ଉର୍ଦ୍ଧ୍ୱ ବ୍ୟକ୍ତିମାନେ କୋଭିଡ୍ ଟିକା ନେବେ । ଅର୍ଥାତ … Read More

ଆଜି ମାର୍ଚ୍ଚ ୦୧ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ ଆଜି କାମ ହାସଲ କ୍ଷେତ୍ରରେ ପାରିବାରିକ ଅସହଯୋଗରୁ ଚିନ୍ତିତ ହେବେ । ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ । ବ୍ୟବସାୟକୁ ଆଗକୁ ବଢାଇବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ । … Read More

ଭିସୁଟ୍ ଶଟ୍‌ ଡାଉନ୍

ବୁର୍ଲା, (ଓଡିଶା ଟାଇମ୍) :ଶଟ୍‌ ଡାଉନ୍ ଘୋଷଣା ହେଲା ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍ ଟେକ୍ନୋଲୋଜୀ (ଭିସୁଟ୍)। କରୋନା ସଂକ୍ରମଣ ବୃଦ୍ଧି ପାଇବା ପରେ ବୁର୍ଲା ସ୍ଥିତ ଭିସୁଟ୍‌କୁ ଶଟ୍‌ ଡାଉନ୍ ଘୋଷଣା କରିଛି ଜିଲ୍ଲା ପ୍ରଶାସନ। ଅନ୍ୟାଦେଶ ପର୍ଯ୍ୟନ୍ତ … Read More

ସାତକୋଶିଆ ଇକୋ ରିଟ୍ରିଟରେ ନିଆଁ

ଆଠଗଡ଼, (ଓଡିଶା ଟାଇମ୍) :କଟକ ଜିଲ୍ଲା ନରସିଂହପୁର ସାତକୋଶିଆ ବାଲିପୁଟ ଇକୋ ରିଟ୍ରିଟରେ ଲାଗିଲା ନିଆଁ । ରବିବାର ଉଦଯାପିତ ହେବା ପୂର୍ବରୁ ପର୍ଯ୍ୟଟକ ରହୁଥିବା ଟେଣ୍ଟ ସବୁ ନିଆଁ ଲାଗି ପୋଡିଯାଇଛି । ରବିବାର ଇକୋ ରିଟ୍ରିଟ ଶେଷ ହୋଇଥାନ୍ତା … Read More

ଆଜି ଫେବୃୟାରୀ ୨୮ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛ

ମେଷ ଦ୍ୱାଦଶଚନ୍ଦ୍ର ପ୍ରଭାବରେ ସାଧାରଣ କଥାରେ ବିବ୍ରତ ହେବା କ୍ଷତିକାରକ ହେବ । ସାମାଜିକ ସ୍ତରରେ ଅନ୍ୟମନସ୍କ ଓ ଭୁଲ୍ ବୁଝାମଣା ଯୋଗୁ ସମସ୍ୟା ଆସିପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ । ଚାଷୀ- ଜଳ … Read More

ଶିଶୁମାନଙ୍କ କ୍ଷେତ୍ରରେ ଉପୁଜୁଥିବା ଫ୍ୟାଟି ଲିଭର ରୋଗ ସମ୍ପର୍କରେ ସିଏମ୍‌ଇ

ଭୁବନେଶ୍ବର, (ଓଡିଶା ଟାଇମ୍) : ଶିଶୁମାନଙ୍କ କ୍ଷେତ୍ରରେ ଉପୁଜୁଥିବା ଫ୍ୟାଟି ଲିଭର ରୋଗର କାରଣ, ସମସ୍ୟା ଓ ନିରାକରଣ ସମ୍ପର୍କିତ ଏକ କନ୍‌ଟିନ୍ୟୁଇଙ୍ଗ୍ ମେଡିକାଲ୍ ଏଜୁକେସନ୍ (ସିଏମ୍‌ଇ) କାର୍ଯ୍ୟକ୍ରମ ବୁଧବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ … Read More