ଆସନ୍ତାକାଲିଠାରୁ ଓଡ଼ିଶା ମହିଳା ଫୁଟବଲ ଲିଗ୍
ଭୁବନେଶ୍ବର, (ଓଡିଶା ଟାଇମ୍) : ଓଡ଼ିଶା ମହିଳା ଫୁଟବଲ ଲିଗ୍ ୨୦୨୦-୨୦୨୧ ରବିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମ୍ ଓ କ୍ୟାପିଟାଲ ହାଇସ୍କୁଲ ପଡ଼ିଆରେ ଏହି ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହେବ। ଆଜି ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଏନେଇ … Read More











