ମୋଦୀ-ଟ୍ରମ୍ପ୍ : ପ୍ରତିରକ୍ଷା ସମେତ ଗୁରୁତ୍ଵପୂର୍ଣ୍ଣ ଚୁକ୍ତି ସ୍ଵାକ୍ଷରିତ
ନୂଆଦିଲ୍ଲୀ(ଓଟି): ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ବୈଠକରେ ଗୁରୁତ୍ଵପୂର୍ଣ୍ଣ ଚୁକ୍ତି ହୋଇଛି। ଦିଲ୍ଲୀର ହାଇଦ୍ରାବାଦ ହାଉସଠାରେ ଅନୁଷ୍ଠିତ ବୈଠକ ପରେ ଉଭୟ ରାଷ୍ଟ୍ରମୁଖ୍ୟ ଉଦ୍ବୋଧନ ଦେଇଛନ୍ତି। ଦୁଇ ଦେଶ ମଧ୍ୟରେ … Read More











