ମୋଦୀଙ୍କୁ ମମତାଙ୍କ ଚିଠି; ପଶ୍ଚିମବଙ୍ଗରେ ସମସ୍ତଙ୍କୁ ମାଗଣା ଟିକା ଦେବାକୁ କଲେ ଦାବି

କୋଲକାତା , (ଓଡିଶା ଟାଇମ୍) : ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ପୂର୍ବରୁ ରାଜନୈତିକ ଉଷ୍ମତା ବୃଦ୍ଧି ପାଇବାରେ ଲାଗିଛି। ସମସ୍ତ ରାଜନୈତିକ ଦଳ ଭୋଟରଙ୍କୁ ଆକର୍ଷିତ କରିବା ଲାଗି ଜୋରସୋର ଉଦ୍ୟମ ଚଳାଇଛନ୍ତି। ଏହା ମଧ୍ୟରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ … Read More

ମାର୍ଚ୍ଚ ପହିଲାରୁ ଅନ୍‌ଲାଇନ୍‌ରେ ପଢିବେ +୩ ପ୍ରଥମ ବର୍ଷ ବିଦ୍ୟାର୍ଥୀ

ଭୁବନେଶ୍ବର, (ଓଡିଶା ଟାଇମ୍) : ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ରାଜ୍ୟର ସମସ୍ତ ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟ ପକ୍ଷରୁ ଆସନ୍ତା ମାର୍ଚ୍ଚ ପହିଲାରୁ ସ୍ନାତକ(ୟୁଜି) ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କର ପାଠପଢା ଆରମ୍ଭ ହେବ। ତେବେ ପାଠପଢା ଅନ୍‌ଲାଇନ୍‌ରେ ଅନୁଷ୍ଠିତ ହେବ। କରୋନା … Read More

ଆଜି ପୁଡୁଚେରୀ ଗସ୍ତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ତାମିଲନାଡୁ ଓ ପୁଡୁଚେରୀ ଗସ୍ତ କରିବେ । ଏହି ଗସ୍ତରେ ପ୍ରଧାନମନ୍ତ୍ରୀ ବିଦ୍ୟୁତ ପରିଯୋଜନା ସମେତ ଅନେକ ବିକାଶ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ । ପିଏମଓର ସୂଚନାନୁସାରେ, ମୋଦୀ … Read More

ନକ୍ସଲଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣ, ୨ ଯବାନ ସହିଦ

ରାୟଗଡା, (ଓଡିଶା ଟାଇମ୍) : ଓଡିଶା ଛତିଶଗଡ଼ ସୀମା ନାରାୟଣପୁର ଜିଲ୍ଲାରେ ନକ୍ସଲଙ୍କ ଲ୍ୟାଣ୍ଡମାଇନ ବିସ୍ପୋରଣ । ଏହି ଘଟଣାରେ ୨ଜଣ ଯବାନ ସହିଦ ହୋଇଛନ୍ତି । ସେହିପରି ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ତାଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ … Read More

ଆଜି ଫେବୃୟାରୀ ୨୪ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛ

ମେଷ ଆଜି ଦିନଟିରେ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ମିତ୍ରତା ସୃଷ୍ଟି ହୋଇପାରେ । ମନ ଭଲ ରହିବ ଏବଂ ସହମତିରେ କାମ କରିବାର ପ୍ରେରଣା ପଇବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୬ । ଚାଷୀ- ଆଧୁନିକ … Read More

ପୂର୍ବତନ ବିଧାୟକ ବିମଳଲୋଚନ ଦାସଙ୍କ ପରଲୋକ

ଭୁବନେଶ୍ବର , (ଓଡିଶା ଟାଇମ୍) :ମୟୂରଭଞ୍ଜ ଜିଲ୍ଲା ବାରିପଦାର ପୂର୍ବତନ ବିଧାୟକ ବିମଳଲୋଚନ ଦାସଙ୍କ ଦେହାନ୍ତ ହୋଇଛି । ହୃଦଘାତ ଯୋଗୁଁ ବିମଳଲୋଚନ ଦାସଙ୍କ ପରଲୋକ ହୋଇଥିବା ଜଣାପଡିଛି । ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ବୟସ ହୋଇଥିଲା । … Read More

କଟକରେ ନକଲି ସିମେଣ୍ଟ କାରଖାନା ଠାବ

କଟକ, (ଓଡିଶା ଟାଇମ୍) : କଟକରୁ ପୁଣି ନକଲି କାରଖାନ ଠାବ । ନକଲି ସିମେଣ୍ଟ କାରଖାନାରେ ଚଢାଉ କରି କମିଶନରେଟ୍‌ ପୋଲିସ । ଗୋଦାମ ଘରୁ ବିପୁଳ ପରିମାଣର ଭେଜାଲ ସିମେଣ୍ଟ ଜବତ ମଧ୍ୟ କରାଯାଇଛି । ଖବର ଅନୁଯାୟୀ, … Read More

ପିପିଲିର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ଘୋଷଣା କଲେ ୬୭.୬୮ କୋଟି ଟଙ୍କାର ପ୍ୟାକେଜ୍

ଭୁବନେଶ୍ବର, (ଓଡିଶା ଟାଇମ୍) : ପିପିଲି ଓ ଡେଲାଙ୍ଗ ବ୍ଲକ ସମେତ ପିପିଲି ଏନଏସିର ବିକାଶ ପାଇଁ ୬୭ କୋଟି ୬୮ ଲକ୍ଷ ଟଙ୍କାର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଭିଡିଓ କନଫରେନ୍‌ସିଂ ମାଧ୍ୟମରେ ମଙ୍ଗଳବାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ … Read More

ଦେଶରେ ଆଉ ପଜିଟିଭ ୧୦,୫୮୪

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ ଗତକାଲି ଜଣାପଡିଥିବା ଆକ୍ରାନ୍ତଙ୍କ ଅପେକ୍ଷା ଆଜି ଏଥିରେ ହ୍ରାସ ହୋଇଥିବା ଦେଖାଯାଉଛି। ଦିନକରେ ଆଉ ୧୦,୫୮୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ପଜିଟିଭ ସଂଖ୍ୟା ୧,୧୦,୧୬,୪୩୪କୁ ବୃଦ୍ଧି ପାଇଛି। ୭୮ … Read More

ଭରୁଚରେ କେମିକାଲ କାରଖାନାରେ ବିସ୍ଫୋରଣ ; ୨୪ ଆହତ

ଭରୁଚ,  (ଓଡିଶା ଟାଇମ୍) : ଗୁଜରାଟର ଭରୁଚରେ କେମିକାଲ କାରଖାନାରେ ବିସ୍ଫୋରଣ ଘଟି ପ୍ଲାଣ୍ଟରେ କାମ କରୁଥିବା ୨୪ ଜଣ ଗୁରୁତର ହୋଇଛନ୍ତି ବୋଲି ମଙ୍ଗଳବାର ଖବର ମିଳିଛି। ବିଳମ୍ବିତ ରାତି ପ୍ରାୟ ୨ଟା ସମୟରେ ଭରୁଚର ଝଗଡିଆରେ ଥିବା ଉକ୍ତ … Read More