ଓଡିଶା ବଜେଟ୍ ୨୦୨୧: ଏକ ଲକ୍ଷ ୭୦ ହଜାର କୋଟି ଟଙ୍କାର ବଜେଟ୍ ଉପସ୍ଥାପିତ କଲେ ଅର୍ଥ ମନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍) : ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀ ସୋମବାର ଆର୍ଥିକ  ବର୍ଷ ୨୦୨୧-୨୨ର ରାଜ୍ୟ ବଜେଟ୍‌ ବିଧାନସଭାରେ ଆଗତ କରିଛନ୍ତି। ପ୍ରଥମ ଥର ପେପରଲେସ୍ ବଜେଟ୍ ଉପସ୍ଥାପିତ ହୋଇଛି। ୧  ଲକ୍ଷ ୭୦ ହଜାର କୋଟି ଟଙ୍କାର ବଜେଟ୍ … Read More

ମୁମ୍ବାଇର ଏକ ହୋଟେଲରୁ ଦାଦ୍ରା ଓ ନଗର ହାବେଳି ସାଂସଦଙ୍କ ମୃତଦେହ ଉଦ୍ଧାର

ମୁମ୍ବାଇ, (ଓଡିଶା ଟାଇମ୍) :ମୁମ୍ବାଇର ଏକ ହୋଟେଲରୁ ଦାଦ୍ରା ଓ ନଗର ହାବେଳିର ସାଂସଦ ମୋହନ ଡେଲକରଙ୍କ ମୃତଦେହ ଉଦ୍ଧାର ହୋଇଛି। ମୁମ୍ବାଇର ମେରାଇନ୍‌ ଡ୍ରାଇଭରେ ଥିବା ଏକ ହୋଟେଲରୁ ମୋହନ ଡେଲକରଙ୍କ ମୃତଦେହ ଉଦ୍ଧାର କରାଯାଇଛି।  ନ୍ୟୁଜ୍‌ ୧୮ରେ ପ୍ରକାଶିତ … Read More

ଘାରୁଛି କରୋନା ଭୟ, ରାଜଧାନୀବାସୀ ସତର୍କ ରହିବାକୁ ପରାମର୍ଶ ଦେଲେ ବିଏମ୍‌ସି କମିଶନର

ଭୁବନେଶ୍ବର, (ଓଡିଶା ଟାଇମ୍) :ସତର୍କ ରୁହ, ସଚେତନ ରୁହ । ରାଜଧାନୀବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଲେ ବିଏମ୍‌ସି କମିଶନର । କରୋନାର ସଂକ୍ରମଣକୁ ଦୃଷ୍ଟିରେ ରଖି ସତର୍କ ରହିବାକୁ ଏପରି ପରାମର୍ଶ ଦେଇଛନ୍ତି ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ । … Read More

୪ଟି ରାଜ୍ୟ କମାଇଲେ ପେଟ୍ରୋଲ୍‌-ଡିଜେଲ୍‌ ମୂଲ୍ୟ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଦିନକୁ ଦିନ ହୁ ହୁ ହୋଇ ପେଟ୍ରୋଲ୍‌-ଡିଜେଲ୍‌ର ମୂଲ୍ୟ ବଢ଼ି ବଢ଼ି ଚାଲିଛି । କିଛି କିଛି ରାଜ୍ୟରେ ଏହା ଶତକ ମଧ୍ୟ ପାର କଲାଣି । ତୈଳ ବୃଦ୍ଧିକୁ ନେଇ କେନ୍ଦ୍ର ସରକାର ବର୍ତ୍ତମାନ ଧର୍ମ … Read More

ବିଦ୍ୟାଳୟରେ କଡାକଡି ପାଳନ ହେବ କୋଭିଡ ନିୟମାବଳୀ

ଭୁବନେଶ୍ବର, (ଓଡିଶା ଟାଇମ୍) : ଦେଶରେ କରୋନା ସଂକ୍ରମଣ ବୃଦ୍ଧି ହେଉଥିବାରୁ ପୁଣି ବିଭିନ୍ନ ରାଜ୍ୟରେ ଲକଡାଉନ ଫେରିଥିବା ଦେଖାଯାଉଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟରେ କୋଭିଡ ନିୟମାବଳୀକୁ କଡାକଡି ଭାବେ ପାଳନ କରିବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏଭଳି ପରିସ୍ଥିତିରେ … Read More

ଭଦ୍ରକରେ ଜଣେ ମହାରାଷ୍ଟ୍ର ଫେରନ୍ତାଙ୍କୁ ନେଇ ଟେନସନ୍ : ହେଲା କୋଭିଡ୍ ପରୀକ୍ଷା, ଜଣାପଡିନି କେଉଁ ଷ୍ଟ୍ରେନ୍

ଭଦ୍ରକ, (ଓଡିଶା ଟାଇମ୍) :ରାଜ୍ୟରେ କରୋନାର ଦ୍ବିତୀୟ ଲହର ଆଶଙ୍କା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର । ସେ କହିଛନ୍ତି କରୋନାର ନୂଆ ଷ୍ଟ୍ରେନ୍ ନେଇ ମହାରାଷ୍ଟ୍ର ଫେରନ୍ତାଙ୍କ ଉପରେ ନଜର ରଖାଯାଇଛି । ଭଦ୍ରକର ଜଣେ … Read More

ବଢୁଛି କୋଭିଡ଼ ସଂକ୍ରମଣ, ପୁଣି ଫେରିଲା ନାଇଟ୍‌ କର୍ଫ୍ୟୁ ;୨୮ ଯାଏ ସ୍କୁଲ ଓ କଲେଜ ବନ୍ଦ

ମୁମ୍ବାଇ, (ଓଡିଶା ଟାଇମ୍) :କୋଭିଡ ସଂକ୍ରମଣ ସଂଖ୍ୟା ବଢୁଥିବାରୁ ପୁଣି ଫେରିଲା ନାଇଟ କର୍ଫ୍ୟୁ । ପୁଣେରେ ଆଜିଠୁ ଜାରି ହେବ ନାଇଟ କର୍ଫ୍ୟୁ । ରାତି ୧୧ଟାରୁ ସକାଳ ୬ଟା ଯାଏ କଟକଣା ଜାରି ରହିବ । କେବଳ ଅତ୍ୟାବଶ୍ୟକ … Read More

ରାଜ୍ୟରେ ଚିହ୍ନଟ ହେଲେ ଆଉ ୬୯ କୋଭିଡ୍ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୬୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୬୭୦୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More

କଟକରେ କଡାକଡି ହେଲା କୋଭିଡ୍‌ ଗାଇଡ୍‌ ଲାଇନ୍‌: ବିଜ୍ଞପ୍ତି ଜାରି କଲା କଟକ ମହାନଗର ନିଗମ

କଟକ, (ଓଡିଶା ଟାଇମ୍) :କଟକରେ କଡାକଡି ହେଲା କୋଭିଡ୍ ଗାଇଡ୍‌ଲାଇନ୍ସ। ଦୋକାନ, ବଜାର, କର୍ମକ୍ଷେତ୍ର, ପର୍ଯ୍ୟଟନସ୍ଥଳୀମାନଙ୍କରେ ମାସ୍କ ବ୍ୟବହାର ସହ ସାମାଜିକ ଦୂରତା ବାଧ୍ୟତାମୂଳକ। ନିୟମ ଉଲଂଘନ କଲେ ନିଆଯିବ ଦୃଢ଼ କାର୍ଯ୍ୟାନୁଷ୍ଠାନ। ଏ  ନେଇ ବିଜ୍ଞପ୍ତି ଜାରି କଲା କଟକ … Read More

ଆଜି ଆସିବ ରାଜ୍ୟ ବଜେଟ୍, ରାଜ୍ୟର ଆୟ ବ୍ୟୟର ହିସାବ ରଖିବେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ

ଭୁବନେଶ୍ବର, (ଓଡିଶା ଟାଇମ୍) :ଆଜି ଆସିବ ରାଜ୍ୟ ବଜେଟ୍ । ୨୦୨୧- ୨୨ ଆର୍ଥିକ ବର୍ଷ ପାଇଁ ବିଧାନସଭାରେ ବଜେଟ ଆଗତ କରିବେ ଅର୍ଥମନ୍ତ୍ରୀ ନିରଞ୍ଜନ ପୁଜାରୀ । ଅପରାହ୍ନରେ ବିଧାନସଭାରେ ପେପରଲେସ ବଜେଟ ଉପସ୍ଥାପନ ହେବ । ଏଥର ବଜେଟ … Read More