ଆଜି ନୀତି ଆୟୋଗର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଶନିବାର ନୀତି ଆୟୋଗର ଗଭର୍ଣ୍ଣିଂ କାଉନସିଲର ବୈଠକ ଅନୁଷ୍ଠିତ ହେବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହାର ଅଧ୍ୟକ୍ଷତା କରିବେ । ଭିଡିଓ କନଫରେନ୍ସିଂରେ ସକାଳ ୧୦ଟା ୩୦ରୁ ନୀତି ଆୟୋଗର ଗଭର୍ଣ୍ଣିଂ କାଉନସିଲ ଷଷ୍ଠ ବୈଠକ … Read More

ଆଜି ଭାରତ-ଚୀନ ମଧ୍ୟରେ ଦଶମ ପର୍ଯ୍ୟାୟ କମାଣ୍ଡରସ୍ତରୀୟ ଆଲୋଚନା

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଭାରତ ଓ ଚୀନ ସେନାର ବରିଷ୍ଠ କମାଣ୍ଡର ଶନିବାର ଦଶମ ପର୍ଯ୍ୟାୟ ଆଲୋଚନା କରିବେ । ଉଭୟ ପକ୍ଷ ଲଦାଖ ଓ ପ୍ୟାଙ୍ଗଙ୍ଗ୍ ହ୍ରଦର ଉତ୍ତର ଓ ଦକ୍ଷିଣ ଉପକୂଳରୁ ସୈନିକ ଓ ଅସ୍ତ୍ରଶସ୍ତ୍ର ପଛକୁ ହଟାଇବା … Read More

୩୫ ତମ କୋଣାର୍କ ନୃତ୍ୟ ଓ ସଙ୍ଗୀତ ମହୋତ୍ସବ ଉଦଘାଟିତ

କୋଣାର୍କ, (ଓଡିଶା ଟାଇମ୍) :ଚଳିତ ବର୍ଷ ଗୁରୁ ଗଙ୍ଗାଧର ପ୍ରଧାନ ନାଟ୍ୟ ମଣ୍ଡପ କୋଣାର୍କରେ ଉଦଘାଟନ ହୋଇଛି ୩୫ତମ କୋଣାର୍କ ନୃତ୍ୟ ଓ ସଙ୍ଗୀତ ମହୋତ୍ସବ । ଏହାକୁ ଉଦଘାଟନ କରିଛନ୍ତି ପଦ୍ମଶ୍ରୀ ରଘୁନାଥ ମହାପାତ୍ର । ଏହି ଉଦଘାଟନ ମହୋତ୍ସବ … Read More

ଆଜି ୯ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ବର, (ଓଡିଶା ଟାଇମ୍) :ଶନିବାର ରାଜ୍ୟର ୯ଟି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା … Read More

ଭିଜିଲାନ୍ସ ଜାଲରେ ଉଦ୍ୟାନ ବିଭାଗ ଓଭରସିୟର

ଭୁବନେଶ୍ବର, (ଓଡିଶା ଟାଇମ୍) :ଭିଜିଲାନ୍ସ ଜାଲରେ ପଡିଲେ ବୁଗୁଡା ଉଦ୍ୟାନ ବିଭାଗ ଓଭରସିୟର ଉମାଚରଣ ବେହେରା । ଜଣେ ଚାଷୀଙ୍କଠାରୁ ୨୬ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡିଛନ୍ତି । ବ୍ରହ୍ମପୁର ଭିଜିଲାନ୍ସ ଡିଏସପି ଚଢାଉ ବେଳେ କରି ତାଙ୍କୁ ଧରିଛନ୍ତି … Read More

ଅନ୍‌ଲାଇନ୍‌ରେ ମିଳିବ ହାଇସ୍କୁଲ ଛାତ୍ରଛାତ୍ରୀଙ୍କ ସାର୍ଟିଫିକେଟ୍

ଭୁବନେଶ୍ବର, (ଓଡିଶା ଟାଇମ୍) :ଏଣିକି ଅନ୍‌ଲାଇନ୍‌ରେ ମିଳିବ ହାଇସ୍କୁଲ ଛାତ୍ରଛାତ୍ରୀଙ୍କ ପ୍ରମାଣପତ୍ର ଓ ଦସ୍ତାବିଜ । ଏନେଇ ଟ୍ବିଟ୍‌ ଯୋଗେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ସ୍କୁଲଶିକ୍ଷାରେ ସଂସ୍କାର ଆଣିବା ପରିପ୍ରେକ୍ଷୀରେ ରାଜ୍ୟ ସରକାର ଏଭଳି ପଦକ୍ଷେପ … Read More

ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୧୪ ଛୁଇଁଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୫୩ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୧୪କୁ ବୃଦ୍ଧି ପାଇଛି । ଏନେଇ … Read More

ରାଜ୍ୟରେ ଚିହ୍ନଟ ହେଲେ ଆଉ ୫୩ କୋଭିଡ୍ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୫୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୬୫୧୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More

ଶ୍ରୀଜୀଉଙ୍କ ଦର୍ଶନ କଲେ ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତ

ପୁରୀ, (ଓଡିଶା ଟାଇମ୍) : ହିନ୍ଦୀ ଚଳଚ୍ଚିତ୍ର ଜଗତର ଚର୍ଚ୍ଚିତ ଅଭିନେତ୍ରୀ କଙ୍ଗନା ରାଣାୱତ ଆଜି ସକାଳେ ଶ୍ରୀଜୀଉଙ୍କ ଦର୍ଶନ କରିଛନ୍ତି। ଗତ ରାତିରେ ସେ ପୁରୀରେ ପହଞ୍ଚିଥିଲେ। ଆଜି ସକାଳେ ସେ ଶ୍ରୀଜଗନ୍ନାଥ ମନ୍ଦିରକୁ ଯାଇ ଦାରୁବ୍ରହ୍ମଙ୍କୁ ଦର୍ଶନ କରିବା … Read More

ଦେଶରେ ୧୩,୧୯୩ ନୂଆ ପଜିଟିଭ ; ମୃତ ୯୭

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ ଗତକାଲି ଜଣାପଡିଥିବା ଆକ୍ରାନ୍ତଙ୍କ ତୁଳନାରେ ଆଜି ଏଥିରେ ବୃଦ୍ଧି ହୋଇଥିବା ଦେଖାଯାଇଛି। ଦିନକରେ ଆଉ ୧୩,୧୯୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୦୯,୬୩,୩୯୪କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ୯୭ … Read More