ବଜେଟ ଅଧିବେଶନର ୨ୟ ଦିନ : ଗୃହକାର୍ଯ୍ୟ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ
ଭୁବନେଶ୍ବର, (ଓଡିଶା ଟାଇମ୍) :ବଜେଟ ଅଧିବେଶନର ଆଜି ଦ୍ଵିତୀୟ ଦିନ। ଗୃହ କାର୍ଯ୍ୟ ଆରମ୍ଭରୁ ବିରୋଧୀ ସଦସ୍ୟଙ୍କ ହୋହାଲ୍ଲା ଓ ହଟ୍ଟଗୋଳ । ଯାହାକୁ ଦୃଷ୍ଟିରେ ରଖି ବାଚସ୍ପତି ଗୃହକୁ ୧୧ଟା ୩୦ମିନିଟ୍ ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି । କରୋନା … Read More











