କେନାଲରେ ଓଲଟିଲା ଯାତ୍ରୀବାହୀ ବସ୍‌: ମୃତ୍ୟୁ ସଂଖ୍ୟା ୪୨କୁ ବୃଦ୍ଧି

ମଧ୍ୟପ୍ରଦେଶ, (ଓଡିଶା ଟାଇମ୍) : ମଧ୍ୟ ପ୍ରଦେଶ ସିଧି ନିକଟରେ ଏକ ଭୟାବହ ଦୁର୍ଘଟଣା ହୋଇଛି। ସିଧିରୁ ସତନା ଯାଉଥିବା ଏକ ଯାତ୍ରୀବାହୀ ବସ୍ ନିୟନ୍ତ୍ରଣ ହରାଇ କେନାଲରେ ଓଲଟି ପଡିଥିଲା। ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ହଇଚଇ ସୃଷ୍ଟି ହୋଇଥିଲା। … Read More

ସ୍ବାଧୀନତା ସଂଗ୍ରାମୀ କେଦାରନାଥ ଜେନାଙ୍କ ପରଲୋକ

ଭୁବନେଶ୍ବର, (ଓଡିଶା ଟାଇମ୍) :ବିଶିଷ୍ଟ ଗାନ୍ଧୀବାଦୀ, ସ୍ବାଧୀନତା ସଂଗ୍ରାମୀ କେଦାରନାଥ ଜେନାଙ୍କର ସୋମବାର ରାତି ୧୧ଟା ୧୫ମିନିଟରେ ପରଲୋକ ହୋଇଯାଇଛି ।  ମୃତ୍ୟୁବେଳକୁ ତାଙ୍କୁ ୯୨ ବର୍ଷ ବୟସ ହୋଇଥିଲା । ବାର୍ଦ୍ଧକ୍ୟ ଜନିତ କାରଣରୁ ସେ କିଛି ମାସ ଧରି … Read More

ହାଇକୋର୍ଟ ଦେଲେ ଅନୁମତି: ସାରଥି ଦେଇପାରିବେ ପ୍ରବଚନ

ଭୁବନେଶ୍ବର, (ଓଡିଶା ଟାଇମ୍) :ଏଣିକି ପ୍ରବଚନ ଦେଇ ପାରିବେ ବହୁ ଚର୍ଚ୍ଚିତ ସାରଥି ବାବା। ପ୍ରବଚନ ଦେବା ନେଇ ସାରଥିଙ୍କୁ ହାଇକୋର୍ଟ ଅନୁମତି ଦେଇଛନ୍ତି। ସର୍ବାଧିକ ୨୦୦ ଲୋକଙ୍କୁ ନେଇ ଦେଇ ପାରିବେ ପ୍ରବଚନ। କୋଭିଡ୍ କଟକଣା ମାନି ପ୍ରବଚନ ଦେବାକୁ … Read More

ମମତାଙ୍କ ‘ମା’ ଯୋଜନା ୫ ଟଙ୍କାରେ ଭାତ, ଡାଲି, ଅଣ୍ଡା ତରକାରି

କୋଲକାତା, (ଓଡିଶା ଟାଇମ୍) : ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାଧାରଣ ଜନତାଙ୍କୁ ୫ଟଙ୍କା ମୂଲ୍ୟରେ ଖାଦ୍ୟ ଯୋଗାଇବା ପାଇଁ ‘ମା’ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏହି ଯୋଜନାରେ ମାତ୍ର ୫ ଟଙ୍କାରେ ଭାତ, ଡାଲି, ଅଣ୍ଡା ଓ ପରିବା ତରକାରି … Read More

ସୁନ୍ଦରଗଡବାସୀଙ୍କୁ ୪ହଜାର ୮ଶହ କୋଟି ଟଙ୍କାର ପ୍ରକଳ୍ପ ଭେଟିଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍) : ସୁନ୍ଦରଗଡ଼ ଜିଲା ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଯାଉଛନ୍ତି। ସେଠାରେ ସେ ପ୍ରାୟ ୪ ହଜାର ୮ଶହ  କୋଟି   ଟଙ୍କା ମୂଲ୍ୟର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ସହିତ କେତେକ ନୂତନ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର … Read More

ଆଜି ଫେବୃୟାରୀ ୧୬ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛ

ମେଷ ଶନି ଦୃଷ୍ଟି ଚନ୍ଦ୍ରହେତୁ ସାମାଜିକ ସ୍ତରରେ ନିଜ ଲୋକ କେହି ହାଇରାଣରେ ପକାଇବାକୁ ଚେଷ୍ଟା କରିବେ । ଶାରୀରିକ ସୁସ୍ଥତା ଫେରିଆସିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ । ଚାଷୀ- ଜମିର ଉର୍ବରତା ପାଇଁ … Read More

ଉତ୍ତର-ପୂର୍ବ ଭାରତର ବିକାଶ ନେଇ ବୈଦେଶିକ ମନ୍ତ୍ରୀ ଓ ଜାପାନ ରାଷ୍ଟ୍ରଦୂତଙ୍କ ସହ ବୈଜୟନ୍ତ ପଣ୍ଡାଙ୍କ ଆଲୋଚନା

ଭୁବନେଶ୍ବର,(ଓଡିଶା ଟାଇମ୍) : କେନ୍ଦ୍ର ବୈଦେଶିକ ମନ୍ତ୍ରୀ ଡ଼ଃ ଏସ. ଜୟଶଙ୍କର ଭାରତରେ ଅବସ୍ଥାପିତ ଜାପାନ ରାଷ୍ଟ୍ରଦୂତ ସତୋଷୀ ସୁଜୁକି ଗତକାଲି ଆସାମ ଗସ୍ତରେ ଯାଇଥିବା ବେଳେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା ଆସାମ ପ୍ରଭାରୀ ଶ୍ରୀଯୁକ୍ତ ବୈଜୟନ୍ତ ପଣ୍ଡା ସେମାନଙ୍କ … Read More

କଟକ ନେତାଜୀ ବସ୍ ଟର୍ମିନାଲକୁ ଅନୁମତି ଦେଲେ ହାଇକୋର୍ଟ

କଟକ, (ଓଡିଶା ଟାଇମ୍) :କଟକ ନେତାଜୀ ବସ୍ ଟର୍ମିନାଲକୁ ଅନୁମତି ଦେଲେ ହାଇକୋର୍ଟ । ଖାନନଗରରେ ବସ୍ ଟର୍ମିନାଲ ନେଇ ହୋଇଥିବା ଜନସ୍ବାର୍ଥ ମାମଲା ହାଇକୋର୍ଟରେ ଖାରଜ ହୋଇଛି । ଏହା ରାଜ୍ୟ ସରକାରଙ୍କ ପଲିସ ନିଷ୍ପତ୍ତି । ଏହା ଉପରେ … Read More

ଏକାମ୍ରକ୍ଷେତ୍ରରୁ ବାଇ ଲ’ ପ୍ରତ୍ୟାହାର ପ୍ରସଙ୍ଗ: କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ବର, (ଓଡିଶା ଟାଇମ୍) :ଏକାମ୍ରକ୍ଷେତ୍ରରୁ ବାଇ ଲ’  ପ୍ରତ୍ୟାହାର ପ୍ରସଙ୍ଗରେ କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର। ଏହି  ଏନଏମ୍ଏ ଦ୍ବାରା ଜାରି ହୋଇଥିବା ବାଇ ଲ’ କୁ ନେଇ ଭକ୍ତ,  ସେବାୟତ ଏବଂ … Read More

୧୧ ହଜାର ୬୪୯ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ : ସକ୍ରିୟ ଆକ୍ରାନ୍ତ ହାର ୧.୨୮%

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ କରୋନା ଆରୋଗ୍ୟ ହାର ୯୭.୨୯ ପ୍ରତିଶତକୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୯ ହଜାର ୪୮୯ ଜଣ ସୁସ୍ଥ ହେବା ପରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୧ କୋଟି ୬ … Read More