ଆସନ୍ତା ୨ଦିନ ବନ୍ଦ ରହିବ ସ୍କୁଲ, ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶଙ୍କ ସୂଚନା
ଭୁବନେଶ୍ବର, (ଓଡିଶା ଟାଇମ୍) :ଆସନ୍ତାକାଲି କଂଗ୍ରେସ ପକ୍ଷରୁ ଓଡିଶା ବନ୍ଦ ଡାକରା ଦିଆଯାଇଛି । ଯାହାକୁ ଦୃଷ୍ଟିରେ ରଖି ସ୍କୁଲ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି । ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ସୂଚନା ଦେଇଛନ୍ତି । ଖବର ଅନୁଯାୟୀ, … Read More











