ହାତୀ ମୃତ୍ୟୁ ମାମଲାର ଯାଞ୍ଚ ସିବିଆଇ ଦ୍ୱାରା କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ଚେନ୍ନାଇ, (ଓଡିଶା ଟାଇମ୍) :ତାମିଲନାଡୁରେ ସମସ୍ତ ହାତୀ ମୃତ୍ୟୁ ମାମଲାର ତଦନ୍ତ ସିବିଆଇ ଦ୍ୱାରା କରିବାକୁ ମାଡ୍ରାସ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ବନ୍ୟପ୍ରାଣୀ ଅପରାଧ ନିୟନ୍ତ୍ରଣ ବ୍ୟୁରୋ ସହାୟତାରେ ଯାଞ୍ଚ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। କୋର୍ଟରେ ଦାଏର ହୋଇଥିବା ଦୁଇଟି … Read More

ଆଇଏସଆଇ ଲିଙ୍କ୍‌ରେ ଇଶ୍ବର ବେହେରାଙ୍କୁ ଆଜୀବନ କାରାଦଣ୍ଡ

ବାଲେଶ୍ଵର, (ଓଡିଶା ଟାଇମ୍) :ଈଶ୍ବର ବେହେରାଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି ବାଲେଶ୍ବର ଅତିରିକ୍ତ ଜିଲ୍ଲା ଦୌରା ଜଜ୍ ।  ଆଇଏସଆଇ  ଲିଙ୍କ୍ ଅଭିଯୋଗରେ ଗିରଫ ହୋଇ ଜେଲରେ ଥିବା ଈଶ୍ବରଙ୍କର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି । ବାଲେଶ୍ବର … Read More

କୃଷ୍ଣସାର ମୃଗ ମାମଲା : ସଲମାନ୍‌ ଖାନ୍‌ଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି

ମୁମ୍ବାଇ, (ଓଡିଶା ଟାଇମ୍) :କୃଷ୍ଣସାର ମୃଗ ଶୀକାର ମାମ଼ଲାରେ ଯୋଦ୍ଧପୁର ଜିଲ୍ଲା ଏବଂ ସେସନ୍‌ ଅଦାଲତ ବଲିଉଡ୍‌ ଆକ୍ଟର ସଲମାନ ଖାନ୍‌ଙ୍କୁ ବଡ଼ ଆଶ୍ୱସ୍ତି ପ୍ରଦାନ କରିଛନ୍ତି । ସଲମାନଙ୍କ ବିରୋଧରେ ଧାରା ୩୪୦ରେ ରାଜ୍ୟ ସରକାର ଦାଖଲ କରିଥିବା ମିଛ … Read More

ଖୋର୍ଦ୍ଧାରେ ପ୍ରତିଷ୍ଠା ହେବ ଭାରତୀୟ ଡାଲି ଗବେଷଣା ପ୍ରତିଷ୍ଠାନର ଆଞ୍ଚଳିକ କେନ୍ଦ୍ର

ଭୁବନେଶ୍ବର, (ଓଡିଶା ଟାଇମ୍) :ଖୋର୍ଦ୍ଧା ଜିଲାରେ ଭାରତୀୟ ଡାଲି ଗବେଷଣା ପ୍ରତିଷ୍ଠାନ (ଆଇଆଇପିଆର)ର ଆଞ୍ଚଳିକ କେନ୍ଦ୍ର ପ୍ରତିଷ୍ଠା ହେବ। କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ, ଗ୍ରାମୀଣ ବିକାଶ, ପଞ୍ଚାୟତିରାଜ ଏବଂ ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗ ମନ୍ତ୍ରୀ ନରେନ୍ଦ୍ର ସିଂହ ତୋମାର … Read More

ବିଶ୍ୱନାଥ ବିଦ୍ୟାପୀଠକୁ ପୋଷ୍ୟ ସ୍କୁଲ ଭାବେ ଗ୍ରହଣ କଲେ କଟକ ଜିଲ୍ଲାପାଳ

ଆଠଗଡ଼, (ଓଡିଶା ଟାଇମ୍) : ଆଠଗଡ ର ସର୍ବପୁରାତନ ହାଇସ୍କୁଲ ବିଶ୍ୱନାଥ ବିଦ୍ୟାପୀଠକୁ ପୋଷ୍ୟ ସ୍କୁଲ ଭାବେ ଗ୍ରହଣ କରିଛନ୍ତି କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନି ।  ଜିଲ୍ଲାପାଳ ଆଠଗଡ ଆସି  ସହରରେ ଥିବା ସର୍ବପୁରାତନ ଏହି ସ୍କୁଲ୍ ବୁଲି … Read More

ଭାରତ-ଚୀନ୍‌ ସୀମା ବିବାଦର ହୋଇଛି ଆପୋସ ବୁଝାମଣା- ରାଜନାଥ ସିଂହ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଗୁରୁବାର ଲଦାଖର ସାମ୍ପ୍ରତିକ ପରିସ୍ଥିତି ଉପରେ ରାଜ୍ୟସଭାରେ ଏକ ବିବୃତି ଦେଇଛନ୍ତି। ପ୍ରକୃତ ନିୟନ୍ତ୍ରଣ ରେଖା ଅଞ୍ଚଳରେ ଶାନ୍ତି ଓ ସ୍ଥିରତା ବଜାୟ ରଖିବାକୁ ଭାରତୀୟ ସଶସ୍ତ୍ର ସେନା ପ୍ରତିବଦ୍ଧ … Read More

ଦେଶରେ ଆଉ ପଜିଟିଭ ୧୨,୯୨୩ ; ମୃତ ୧୦୮

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ କରୋନା ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ଉଭୟ ହ୍ରାସ ଓ ବୃଦ୍ଧି ହେଊଥିବା ଦେଖାଯାଉଛି। ଦିନକରେ ୧୨,୯୨୩ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ପଜିଟିଭ ସଂଖ୍ୟା ୧,୦୮,୭୧,୨୯୪କୁ ବୃଦ୍ଧି ପାଇଛି। ୧୦୮ … Read More

କୋଟିଆରେ ଆନ୍ଧ୍ର ଦାଦାଗିରି, ସୁପ୍ରିମ୍‌କୋର୍ଟରେ ରାଜ୍ୟ ସରକାର

କୋରାପୁଟ, (ଓଡିଶା ଟାଇମ୍) :କୋରାପୁଟ ଜିଲା ପଟାଙ୍ଗି ବ୍ଲକ୍‌ କୋଟିଆ ଗ୍ରାମପୁଞ୍ଜର ୩ଟି ପଞ୍ଚାୟତରେ ଆନ୍ଧ୍ରପ୍ରଦେଶ ସରକାର ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ କରିବାକୁ ବିରୋଧ କରି ଓଡ଼ିଶା ସରକାର ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ୧୯୬୮ରେ ସ୍ଥିତାବସ୍ଥା ପାଇଁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ। … Read More

ରାଜଧାନୀରୁ ମୁଣ୍ଡବିହୀନ ଶବ ମିଳିବା ଘଟଣା, ପୁଲିସକୁ ମିଳିଲା ମୃତ ମହିଳାଙ୍କ ପରିଚୟ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜଧାନୀ ଭୁବନେଶ୍ୱରର ଭରତପୁର-ଚନ୍ଦକା ରାସ୍ତାର ଦାଶପୁର ନିକଟରୁ ଗତ ମାସରେ ଜଣେ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ପରେ ତାଙ୍କ ପରିଚୟ ଜାଣିବାକୁ କମିଶନରେଟ ପୁଲିସ ଉଦ୍ୟମ ଜାରି ରଖିଥିଲା ବେଳେ କମିଶନରେଟ ପୁଲିସକୁ ମୃତ … Read More

ଭିଜିଲାନ୍ସ ଜାଲରେ ଡେପୁଟି ରେଞ୍ଜର, ଏକକାଳୀନ ୫ଟି ସ୍ଥାନରେ ରେଡ୍

ବଲାଙ୍ଗୀର, (ଓଡିଶା ଟାଇମ୍) : ଭିଜିଲାନ୍ସ ଜାଲରେ ଡେପୁଟି ରେଞ୍ଜର ।  ବଲାଙ୍ଗର ବନ ବିଭାଗରେ ଡେପୁଟି ରେଞ୍ଜର କେଶବ କିଶୋର ନାୟକଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ୍‌ କରାଯାଇଛି । ଏକକାଳୀନ ୫ଟି ସ୍ଥାନରେ ରେଡ୍‌ ଜାରି ରହିଛି । … Read More