୨୪ ଘଣ୍ଟା ପରେ ଶୀତ କମିବ
ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟର ବିଭିନ୍ନ ସ୍ଥାନରେ ସର୍ବନିମ୍ନ ତାପମାତ୍ରା କମିବା ଯୋଗୁଁ ଶୀତ ଲହରୀ ଲାଗି ରହିଥିଲା। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସର୍ବନିମ୍ନ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ଏହି ସମୟରେ କଳାହାଣ୍ଡି, … Read More
ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟର ବିଭିନ୍ନ ସ୍ଥାନରେ ସର୍ବନିମ୍ନ ତାପମାତ୍ରା କମିବା ଯୋଗୁଁ ଶୀତ ଲହରୀ ଲାଗି ରହିଥିଲା। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସର୍ବନିମ୍ନ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ଏହି ସମୟରେ କଳାହାଣ୍ଡି, … Read More
ମେଷ ଆଜି ସ୍ୱଗୃହୀ ଚତୁର୍ଥଚନ୍ଦ୍ର ଯୋଗୁ ଦିନଟି ଖୁସିବାସିରେ କଟିଯିବ । ଜଣାଶୁଣା ବ୍ୟକ୍ତିଙ୍କ ନିକଟରୁ ସମ୍ମାନ ଓ ସଦ୍ଦିଚ୍ଛା ପାଇ ସବୁ ଦୁଃଖ ବୁଲିଯିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ । ଚାଷୀ- ଜଳ … Read More
ଭୁବନେଶ୍ବର , (ଓଡିଶା ଟାଇମ୍) : ନୂଆଦିଲ୍ଲୀ ସ୍ଥିତ ଓଡ଼ିଆ ବୁଦ୍ଧିଜୀବୀ ଫୋରମ ‘ଦ ଇଣ୍ଟେଲେକ୍ଟସ’ ଦ୍ବାରା ପ୍ରତିବର୍ଷ ଆୟୋଜିତ ହେଉଥିବା ମାତୃଭାଷା ସମ୍ମିଳନୀ ଅବସରରେ ପ୍ରବାସୀ ଭାଷା ସମ୍ମାନ ୨୦୨୧ ମସିହା ପାଇଁ ଘୋଷଣା କରାଯାଇଛି। ଓଡ଼ିଆ ମିଡିଆ ପ୍ରାଇଭେଟ୍ … Read More
ନୟାଗଡ଼, (ଓଡିଶା ଟାଇମ୍ ) : ଭିଜିଲାନ୍ସ ହାତରେ ଧରାପଡିଲେ କ୍ୟାସିୟର । ନୟାଗଡ ମ୍ୟୁନିସିପାଲଟିର କ୍ୟାସିୟର ଅଜୟ କୁମାର ସାଥୁଆ ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ସୂଚନାଯୋଗ୍ୟ ଯେ, ନୟାଗଡ ମ୍ୟୁନିସିପାଲଟିର କ୍ୟାସିୟର ଅଜୟ କୁମାର ସାଥୁଆ ଠିକାଦାରଙ୍କଠାରୁ ଲାଞ୍ଚ … Read More
ମୁମ୍ବାଇ, (ଓଡିଶା ଟାଇମ୍) :ବଲିଉଡ୍ ଜଗତ ପାଇଁ ଆଏ ଏକ ଦୁଃଖଦ ଖବର । ଅଭିନେତା ରାଜୀବ କପୁରଙ୍କ ପରଲୋକ ହୋଇଯାଇଛି । ମୃତ୍ୟୁବେଳକୁ ତାଙ୍କୁ ୫୮ବର୍ଷ ବୟସ ହୋଇଥିଲା । ଚେମ୍ବୁର ସ୍ଥିତ ବାସଭବନରେ ରାଜୀବଙ୍କ ପରଲୋକ ହୋଇଯାଇଛି । … Read More
ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଆଜି ରାଜ୍ୟସଭାରେ କଂଗ୍ରେସ ନେତା ଗୁଲାମ ନବୀ ଆଜାଦଙ୍କ ସହିତ ଅନ୍ୟ ୩ ଜଣଙ୍କର କାର୍ଯ୍ୟକାଳ ଶେଷ ହୋଇଛି। ଏଥିପାଇଁ ରାଜ୍ୟସଭାର ସଦସ୍ୟମାନେ ସେମାନଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ୪ ବିଦାୟୀ … Read More
ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଓଡିଆ ଧାବିକା ଦୂତୀ ଚାନ୍ଦ ବିବିସି ଇଣ୍ଡିଆନ ସ୍ପୋର୍ଟ୍ସଓ୍ବିମେନ୍ ଅଫ୍ ଦି ଇୟର ଆଓ୍ବାର୍ଡ ପାଇଁ ମନୋନୀତ ହୋଇଛନ୍ତି । ଏହି ଆଓ୍ବାର୍ଡ ପାଇଁ ୫ ଜଣ ଖେଳାଳି ମନୋନୀତ ହୋଇଛନ୍ତି । ସେମାନେ ହେଲେ … Read More
ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୧୦୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୫୭୯୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More
ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦିଲ୍ଲୀ ପୁଲିସର ସ୍ପେଶାଲ ସେଲ ଦୀପ ସିଦ୍ଧୁଙ୍କୁ ଗିରଫ କରିଛି। ଗତ ଜାନୁଆରୀ ୨୬ରେ ଟ୍ରାକ୍ଟର ରାଲି ଆଳରେ ଦିଲ୍ଲୀ ଲାଲକିଲ୍ଲାରେ ସଂଗଠିତ ହିଂସା ଘଟଣାରେ ସିଦ୍ଧୁ ମୁଖ୍ୟ ସୂତ୍ରଧର ବୋଲି କୁହାଯାଉଛି। ପ୍ରାୟ ୧୫ … Read More
ଚାନ୍ଦବାଲି, (ଓଡିଶା ଟାଇମ୍) : ଦେବଭୂମି ଉତ୍ତରାଖଣ୍ଡରେ ଆସିଥିବା ପ୍ରଳୟରେ ଜଣେ ଓଡ଼ିଆ ପୁଅ ନିଖୋଜ ଥିବା ସୂଚନା ମିଳିଛି। ଘଟଣା ପରଠାରୁ ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ ଜଶିପୁର ପଞ୍ଚାୟତ କୁଦ ଗାଁର ରବୀନ୍ଦ୍ର ଦାସଙ୍କ ପୁଅ ନାଗାର୍ଜୁନ ଦାସଙ୍କ … Read More