ଦେଶରେ କରୋନା ଆରୋଗ୍ୟ ହାର ୯୭.୨୫%କୁ ବୃଦ୍ଧି, ୨୪ ଘଣ୍ଟାରେ ୯୧୧୦ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ କରୋନା ସଂକ୍ରମଣ ଦିନକୁ ଦିନ ହ୍ରାସ ପାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ୯ ହଜାର ୧୧୦ ଜଣ ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ମୋଟ ସଂକ୍ରମଣ ୧ କୋଟି ୮ ଲକ୍ଷ … Read More

ମମତାଙ୍କୁ ଭେଟିଲେ ବିଜେପିରେ ସାମିଲ ୨ ଟିଏମସି ବିଧାୟକ

ପଶ୍ଚିମବଙ୍ଗ, (ଓଡିଶା ଟାଇମ୍) :ବିଜେପିରେ ସାମିଲ ହୋଇଥିବା ତୃଣମୂଳ କଂଗ୍ରେସ(ଟିଏମସି)ର ଦୁଇ ବିଧାୟକ ସୋମବାର ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଭେଟିଛନ୍ତି। ଏହି ଘଟଣା ପଶ୍ଚିମବଙ୍ଗ ରାଜନୀତିରେ ହଟଚମଟ ସୃଷ୍ଟି କରିଛି। ବିଧାୟକଙ୍କ ପରବର୍ତ୍ତୀ ରାଜନୈତିକ ପଦକ୍ଷେପକୁ ନେଇ ଚର୍ଚ୍ଚା ଆରମ୍ଭ … Read More

ମାଲକାନଗିରିରେ ଦୁଇଟି ମାଓ କ୍ୟାମ୍ପ ଧ୍ୱଂସ, ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ

ମାଲକାନାଗିରି, (ଓଡିଶା ଟାଇମ୍) :ସୁରକ୍ଷାକର୍ମୀଙ୍କୁ ସଫଳତା । ଦୁଇଟି ମାଓ କ୍ୟାମ୍ପ ଧ୍ୱଂସ କଲେ ସୁରକ୍ଷାକର୍ମୀ । କ୍ୟାମ୍ପରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ ହୋଇଛି । ମାଲକାନଗିରି ଛତିଶଗଡ ସିମାନ୍ତ ବିଜାପୁର ଓ ସୁକୁମା ଜିଲ୍ଲାରେ ଦୁଇଟି ମାଓ … Read More

ଆଜି ରାଜ୍ୟ କ୍ୟାବିନେଟ୍‌ ବୈଠକ, ମିଳିପାରେ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ । ମଙ୍ଗଳବାର ସଂଧ୍ୟାରେ ଏହି କ୍ୟାବିନେଟ୍‌ ବୈଠକ ବସିବ । ସେହିପରି ମନ୍ତ୍ରୀ ପରିଷଦର ବୈଠକ ମଧ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ । ମନ୍ତ୍ରୀ ପରିଷଦ ବୈଠକରେ … Read More

ଆଜି ଫେବୃୟାରୀ ୦୯ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ ଦ୍ୱିଜା ନକ୍ଷତ୍ର ଆଜି କେବଳ କଅଁଳିଆ କଥା କହି ପରକୁ ଆପଣାର କରିପାରିବେ । ଟଙ୍କା, ପଇସାର ଅଭାବ ରହିବ ନାହିଁ କିନ୍ତି ବନ୍ଧୁମାନଙ୍କ ଖାପଛଡା କଥା ମନକୁ ବାଧିବ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ … Read More

ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ସୂଚୀ

ଭୁବନେଶ୍ବର, (ଓଡିଶା ଟାଇମ୍) : କଟକ ମାଧ୍ୟମିକ ଶିକ୍ଷା ପରିଷଦ ଜାରି କଲା ମାଟ୍ରିକ ପରୀକ୍ଷା ସୂଚୀ। କରୋନା କଟକଣା ପରେ ମାଟ୍ରିକ ଛାତ୍ରଛାତ୍ରୀ ଦେବେ ପରୀକ୍ଷା। ମେ’ ୩ ତରିଖରେ ମାତୃଭାଷା ଓଡିଆ, ୫ ରେ ଇଂରାଜି , ୭ରେ … Read More

ଏନଏମଏ ବାଇ ଲ’ ପ୍ରତ୍ୟାହାର, ଟ୍ୱିଟ୍ କରି ସୂଚନା ଦେଲେ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ

ନୂଆଦିଲ୍ଲୀ , (ଓଡିଶା ଟାଇମ୍) : ଶେଷରେ ଶ୍ରୀମନ୍ଦିର ପାଇଁ ଏନଏମଏର ପ୍ରସ୍ତାବିତ ବାଇ-ଲ ପ୍ରତ୍ୟାହାର ହୋଇଛି । ପ୍ରତ୍ୟାହାର ନେଇ ଟ୍ୱିଟ୍ ଯୋଗେ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ପ୍ରହଲ୍ଲାଦ ସିଂହ ପଟେଲ୍ ସୂଚନା ଦେଇଛନ୍ତି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନେତୃତ୍ବରେ … Read More

ଏମଏସପି ଥିଲା ଏମଏସପି ଅଛି ଏବଂ ଏମଏସପି ରହିବ, ଆନ୍ଦୋଳନ ବନ୍ଦ କରନ୍ତୁ : ସଂସଦରେ ଚାଷୀଙ୍କୁ ମୋଦିଙ୍କ ଅପିଲ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ରାଜ୍ୟସଭାରେ ଚାଷୀ ଆନ୍ଦୋଳନ ନେଇ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ। ଚାଷୀ ଆନ୍ଦୋଳନ ପ୍ରସଙ୍ଗରେ ଗୃହରେ ଜୋରଦାର ଆଲୋଚନା ହେଲା। ଚାଷୀ ଆନ୍ଦୋଳନ କ’ଣ ପାଇଁ ହେଉଛି କେହି କିଛି କହିଲେନି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛିନ୍ତି … Read More

ଚଳନ୍ତା କାରରେ ଲାଗିଲା ନିଆଁ : ଅଳ୍ପକେ ବର୍ତିଲେ ଚାଳକ ଓ ଯାତ୍ରୀ

କଟକ, (ଓଡିଶା ଟାଇମ୍) : କଟକ ଜିଲ୍ଲା ମାହାଙ୍ଗା ମଧୁପୁର ଅଞ୍ଚଳରେ ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି। ଆଜି ଏକ କାର ଜୟପୁରରୁ ପୁରସ୍ତମପୁର ଯିବା ବାଟରେ ହଠାତ ରାସ୍ତା ମଝିରେ ଗାଡ଼ିରେ ନିଆଁ ଲାଗିଯାଇଥିଲା। ସୌଭାଗ୍ୟ ବଶତଃ ଗାଡ଼ିରେ … Read More

ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୨ କୋଭିଡ୍ ପଜିଟିଭ୍‌

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୭୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୫୬୯୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ … Read More