କରୋନା ସମ୍ମୁଖ ଯୋଦ୍ଧାଙ୍କୁ ଟିକାଦାନ : କଟକରେ ଟିକା ନେଲେ ଡିଜିପି ଅଭୟ

କଟକ, (ଓଡିଶା ଟାଇମ୍) : ରାଜ୍ୟରେ ଆଜିଠାରୁ କରୋନା ସମ୍ମୁଖ ଯୋଦ୍ଧାମାନଙ୍କୁ ଟିକାଦାନ କରାଯାଉଛି। ଏଥିପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଭିନ୍ନ ଭିନ୍ନ ସ୍ଥାନରେ ଟିକାଦାନ ପାଇଁ ପ୍ରସ୍ତୁତି କରାଯାଇଛି। ସବୁ ଜିଲ୍ଲାପାଳ, ଏସ୍‍.ପି, ରାଜସ୍ୱ ବିଭାଗର କର୍ମଚାରୀ ଏବଂ ଗୃହ … Read More

ଆଉ ୧୧ ହଜାର ୭୧୩ କୋରୋନାରେ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ ଦିନକରେ ଆଉ ୧୧ ହଜାର ୭୧୩ କୋରୋନାରେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ସହିତ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୮ ଲକ୍ଷ ୧୪ ହଜାର ୩୦୪କୁ ବୃଦ୍ଧି ପାଇଛି। ଦେଶରେ ଚିକିତ୍ସାଧୀନ … Read More

ରବିବାରଠୁ ବଢିବ ଶୀତ

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ ପୁଣି ଶୀତ ବଢ଼ିବ । ରବିବାରରୁ ଥରାଇବ ଶୀତ । ଜାରି ରହିବ ଶୀତ ଲହରୀ । ଆଭ୍ୟନ୍ତରୀଣ ଓଡ଼ିଶାରେ ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ସେଲସିୟସ୍‌ କମିପାରେ । ସେହିପରି ଶନିବାର ରାଜ୍ୟର … Read More

ମାର୍ଚ୍ଚରୁ ତୃତୀୟ ପର୍ଯ୍ୟାୟ ଟିକାକରଣ, ୨୭ କୋଟି ଲୋକ ନେବେ ଟିକା

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ମହାମାରୀ କରୋନାକୁ ମାତ ଦେବା ପାଇଁ ଦେଶରେ ତୃତୀୟ ପର୍ଯ୍ୟାୟ ଟିକାକରଣ ଆସନ୍ତା ମାର୍ଚ୍ଚ ମାସରୁ ଆରମ୍ଭ ହେବ। ଏହି ପର୍ଯ୍ୟାୟରେ ଦେଶରେ ଥିବା ୫୦ ବର୍ଷରୁ ଅଧିକ ବୟସ୍କ ଲୋକ ଓ ବହୁବିଧ ରୋଗରେ ପୀଡ଼ିତ … Read More

ଆଜି ଦେଶବ୍ୟାପୀ ‘ଚକା ଜାମ୍’, ମଧ୍ୟାହ୍ନ ୧୨ଟାରୁ ୩ଟା ଯାଏ ଆନ୍ଦୋଳନ କରିବେ ଚାଷୀ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଆଜି ସାରା ଦେଶରେ ଚାଷୀଙ୍କ ଚକାଜାମ୍ ଆନ୍ଦୋଳନ । ମଧ୍ୟାହ୍ନ ୧୨ଟାରୁ ୩ଟା ପର୍ଯ୍ୟନ୍ତ ରାସ୍ତା ଅବରୋଧ କରିବେ, ଗାଡି ଚଳାଚଳ ବନ୍ଦ କରିବେ ଚାଷୀ। କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନ୍ କୁ ବିରୋଧ କରି … Read More

ଆଜିଠୁ ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ : ପ୍ରଥମେ ଟିକା ନେବେ ଡିଜି, ଜିଲ୍ଲାପାଳ ଏବଂ ଏସ୍‌ପି

ଭୁବନେଶ୍ବର, (ଓଡିଶା ଟାଇମ୍) :ଆଜିଠୁ ଆରମ୍ଭ ହେବ ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ। ଦ୍ବିତୀୟ ପର୍ଯ୍ୟାୟରେ ସମ୍ମୁଖ ଯୋଦ୍ଧାଙ୍କୁ କରୋନା ଟିକା ଦିଆଯିବ । ପ୍ରଥମେ ଡିଜି, ଏସପି ଜିଲ୍ଲାପାଳମାନେ ଟିକା ନେବେ । ତେବେ ଟିକା ନେଇସାରି ଫଟୋ ଟୁଇଟ କରିବାକୁ … Read More

ଆଜି ଫେବୃୟାରୀ ୦୬ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ ଆଜି ଆପଣ ବନ୍ଧୁ ପରିଜନଙ୍କ ସ୍ନେହ, ଶ୍ରଦ୍ଧା,ଆଦର ପାଇ ମନର ଦୁଃଖକୁ ମନେପକାଇ ପାରିବେ ନାହିଁ । । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୩ । ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ । … Read More

ମେ’ ୩ରୁ ୧୫ ପର୍ଯ୍ୟନ୍ତ ହେବ ମାଟ୍ରିକ୍ ପରୀକ୍ଷା

କଟକ, (ଓଡିଶା ଟାଇମ୍) : କଟକସ୍ଥିତ ମାଧ୍ୟମିକ ଶିକ୍ଷା ପରିଷଦ(ବିଏସ୍‌ଇ) ଦ୍ବାରା ପରିଚାଳିତ ଦଶମ ଶ୍ରେଣୀ(ମାଟ୍ରିକ୍‌) ପରୀକ୍ଷା ମେ’ ୩ରୁ ଆରମ୍ଭ ହେବ ଏବଂ ଏହା ମେ’ ୧୫ ପର୍ଯ୍ୟନ୍ତ ଚାଲିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା … Read More

ଭିଜିଲାନ୍ସ ଜାଲରେ ଉପଜିଲ୍ଲାପାଳ କାର୍ଯ୍ୟାଳୟର ବରିଷ୍ଠ କିରାଣି

ଭୁବନେଶ୍ବର, (ଓଡିଶା ଟାଇମ୍) :ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣୀ । ଅନୁଗୋଳ ଜିଲ୍ଲା ପାଲଲହଡା ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ବରିଷ୍ଠ କିରାଣି ସାଧୁ ଚାତମ୍ବା ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ଶୁକ୍ରବାର ଦିନ ସାଧୁ ଏକ ଜମିଜମା ମାମଲାରେ କାଗଜପତ୍ର କାମ … Read More

କୁଟିଆ ହେବ ଆଦର୍ଶ ପଞ୍ଚାୟତ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍) :ବିକାଶ ପାଇଁ ଟ୍ରେଜରୀ ଖୋଲି ଦେଲେ। ଓଡିଶା ଏବଂ ଓଡିଶାବାସୀଙ୍କ ପାଇଁ ପୁଣି ଥରେ ବଡ ପଦକ୍ଷେପ ନେଲେ। ଓଡିଶାର ସୀମା ଓ ସ୍ବାର୍ଥ ସମ୍ପୂର୍ଣ୍ଣ ରୂପେ ସୁରକ୍ଷିତ ବୋଲି ବାର୍ତ୍ତା ଦେବା ସହ ଆନ୍ଧ୍ରର ଦାଦାଗିରିକୁ … Read More