ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି
ପୁରୀ, (ଓଡିଶା ଟାଇମ୍) :ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପର୍ଣ୍ଣ କରିବେ। ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ … Read More











