ଭିଜିଲାନ୍ସ ଜାଲରେ ଅବକାରୀ ସବ୍-ଇନ୍ସପେକ୍ଟର
ସମ୍ବଲପୁର, (ଓଡିଶା ଟାଇମ୍) : ଭିଜିଲାନ୍ସ ଜାଲରେ ପଡିଲେ ଅବକାରୀ ସବ୍-ଇନ୍ସପେକ୍ଟର । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଅବକାରୀ ସବ୍-ଇନ୍ସପେକ୍ଟର ଦେବେନ୍ଦ୍ର ପ୍ରହରାଜଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ ଜାରି ରହିଛି । ସୂଚନାଯୋଗ୍ୟ ଯେ, ଝାରସୁଗୁଡା ବେଲପାହାଡରେ … Read More











