ଓଲଟିଲା ଯାତ୍ରୀବାହୀ ବସ ; ଅଳ୍ପକେ ବର୍ତ୍ତିଲେ ଯାତ୍ରୀ , ୩ ଆହତ
ବୌଦ୍ଧ, (ଓଡିଶା ଟାଇମ୍) : ବୌଦ୍ଧ ଜିଲା ମନମୁଣ୍ଡା ଥାନା ୫୭ ନମ୍ବର ଜାତୀୟ ରାଜପଥ ମସିଣାପଡାରେ ବସ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଶୁକ୍ରବାର ଜଣାପଡ଼ିଛି। ଦୁର୍ଘଟଣାରେ ୩ ଜଣ ଆହତ ହେବା ସହ ପ୍ରାୟ ୩୫ ଯାତ୍ରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି। … Read More











