ହିଂସାକାଣ୍ଡରେ ଫସି ଯାଇଥିଲେ ଓଡ଼ିଆ କଳାକାର, ୫ ଘଣ୍ଟା ପରେ ହେଲେ ଉଦ୍ଧାର

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦିଲ୍ଲୀରେ ଗତକାଲି ଚାଷୀମାନଙ୍କ ଟ୍ରାକ୍ଟର ରାଲି ସମୟରେ ହୋଇଥିବା ହିଂସାକାଣ୍ଡ ଘଟଣାକୁ ନେଇ ଦିଲ୍ଲୀ ପୋଲିସ୍‌ ୧୫ଟି ମାମଲା ରୁଜୁ କରିଛି। କଳାହାଣ୍ଡିରୁ ଦିଲ୍ଲୀ ଯାଇଥିବା ବଜାଶାଲ୍ କଳାକାରମାନେ ଏହି ହିଂସାକାଣ୍ଡରେ ଫସି ଯାଇଥିଲେ। ରାଜପଥରେ ସାଧାରଣତନ୍ତ୍ର … Read More

ଟ୍ରାକ୍ଟର ରାଲି ବେଳେ ହିଂସାକାଣ୍ଡ ଘଟଣା: ରୁଜୁ ହେଲା ୧୫ ମାମଲା

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ହିଂସା ପରେ ଆକ୍ସନ । ଗଣତନ୍ତ୍ର ଦିବସରେ ଦିଲ୍ଲୀରେ କୃଷକଙ୍କ ଟ୍ରାକ୍ଟର ଆନ୍ଦୋଳନ ବେଳେ ହିଂସା ଘଟଣା । ରାଷ୍ଟ୍ରୀୟ ରାଜଧାନୀରେ ଏପରି କାରନାମା ନେଇ ଆକ୍ସନ ମୋଡକୁ ଆସିଛି ଦିଲ୍ଲୀ ପୋଲିସ । ହିଂସାକାଣ୍ଡରେ ବର୍ତ୍ତିମାନ … Read More

ଭିଜିଲାନ୍ସ ପଞ୍ଝାରେ କନିଷ୍ଠ ଯନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍) :ଭିଜିଲାନ୍ସ ଜାଲରେ ପଡିଲେ ବ୍ଲକ୍ କନିଷ୍ଠ ଯନ୍ତ୍ରୀ । ଭୁବନେଶ୍ବର ବ୍ଲକ କନିଷ୍ଠ ଯନ୍ତ୍ରୀ ଶୁଭେନ୍ଦୁ କୁମାର ପ୍ରଧାନ ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ତାଙ୍କ ଘରେ ଭିଜିଲାନ୍ସ ଟିମ୍ ଚଢାଉ ଜାରି ରଖିଛି । ସୂଚନାଯୋଗ୍ୟ … Read More

ଦିଲ୍ଲୀରେ ଆନ୍ଦୋଳନରତ କୃଷକଙ୍କ ଆକ୍ରମଣରେ ଅନେକ ପୁଲିସକର୍ମୀ ଆହତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଦିଲ୍ଲୀ ସୀମାରେ ୩ଟି କୃଷି ଆଇନ ପ୍ରତ୍ୟାହାର ଦାବିରେ ଆଜି ଆନ୍ଦୋଳନରତ କୃଷକମାନେ ଟ୍ରାକ୍ଟର ରାଲି ବାହାର କରିଥିବା ବେଳେ କେତେକ ସ୍ଥାନରେ ପୁଲିସ ବ୍ୟାରିକେଡ଼ ଭାଙ୍ଗି ଉଗ୍ର ରୂପ ଧାରଣ କରିଛନ୍ତି। ସେମାନେ ସିଙ୍ଗୁ, ଟିକ୍ରି … Read More

ଆଜି କେବଳ ଭୁବନେଶ୍ୱରରେ, କାଲିଠୁ ପୁଣି ଅନ୍ୟ ଜିଲ୍ଲାରେ ଟିକାକରଣ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜିଠାରୁ ରାଜ୍ୟରେ ପୁଣି ଆରମ୍ଭ ହେଉଛି କୋଭିଡ୍ ଟିକାକରଣ ।  ଆଜି କେବଳ ଭୁବନେଶ୍ୱରରେ ଟିକାକରଣ କରାଯିବ । ଆସନ୍ତାକାଲିଠାରୁ ଅନ୍ୟ ଜିଲ୍ଲାରେ ଭ୍ୟାକସିନେସନ୍ ହେବ । ରାଜ୍ୟରେ ୩ ଲକ୍ଷ ୫୦ ହଜାର ୭୨୬  … Read More

ଆଜିଠୁ ଶ୍ରୀମନ୍ଦିର ସେବାୟତଙ୍କ ପୁଣି କୋଭିଡ୍ ଟେଷ୍ଟ

ପୁରୀ, (ଓଡିଶା ଟାଇମ୍) :ଆଜିଠୁ ସେବାୟତଙ୍କ ପୁଣି କୋଭିଡ୍ ଟେଷ୍ଟ । ପୁରୀ ଶ୍ରୀମନ୍ଦିର ସେବାୟତଙ୍କ ପୁଣି କୋଭିଡ୍ ଟେଷ୍ଟ କରାଯିବ। ପ୍ରତିଦିନ ୫୦ ସେବାୟତଙ୍କ ଆର୍ ଟିପିସିଆର୍ ପରୀକ୍ଷା କରାଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଗ୍ରାଣ୍ଡରୋଡ୍ … Read More

ଆଜି ଜାନୁଆରୀ ୨୭ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ ଆଜିର କାଳସର୍ପ ଯୋଗ ବିଭିନ୍ନ କ୍ଷେତ୍ରରେ ସମସ୍ୟା ସୃଷ୍ଟିର କାରଣ ହୋଇପାରେ । ଦ୍ୱିଜା ନକ୍ଷତ୍ର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୯ … Read More

ଆଜି ଜାନୁଆରୀ ୨୬ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ ଆଜି ପାରିବାରିକ କ୍ଷେତ୍ରରେ ସାହାର୍ଯ୍ୟ ଓ ସହଯୋଗ ପାଇ କାମ ତ୍ୱରାନ୍ୱିତ କରିପାରିବେ । ଆର୍ଥିକ ସ୍ୱଚ୍ଛଳତା ଫେରି ପାଇବେ, ମାତ୍ର ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ ନାହିଁ । ଶୁଭ ରଙ୍ଗ ଧଳା । ଶୁଭ … Read More

ପଦ୍ମ ସମ୍ମାନ ଘୋଷଣା: ୩ଟି ବର୍ଗରେ ମୋଟ ୧୧୯ ଜଣ ପାଇବେ ସମ୍ମାନ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :୨୦୨୧ ପାଇଁ ଘୋଷଣା ହେଲା ପଦ୍ମ ପୁରସ୍କାର। ଚଳିତବର୍ଷ ମୋଟ ୧୧୯ ଜଣଙ୍କୁ ମିଳିବ ପଦ୍ମ ପୁରସ୍କାର। ପଦ୍ମ ପୁରସ୍କାର ମଧ୍ୟରେ ପଦ୍ମଶ୍ରୀ, ପଦ୍ମ ବିଭୂଷଣ ଓ ପଦ୍ମ ଭୂଷଣ ପୁରସ୍କାର ଦିଆଯିବ। ଏନେଇ କେନ୍ଦ୍ର ସରକାରଙ୍କ … Read More

ସମ୍ ଅଲ୍ଟିମେଟ୍‌ ମେଡିକେୟାରରେ ଯୋଗ ଦେଲେ ବିଶିଷ୍ଟ ଶିଶୁ ରୋଗ ବିଶେଷଜ୍ଞ ଡଃ ପ୍ରଦୀପ କୁମାର ଦେ

ଭୁବନେଶ୍ବର, (ଓଡିଶା ଟାଇମ୍) : ବିଶିଷ୍ଟ ଶିଶୁରୋଗ ବିଶେଷଜ୍ଞ ଡଃ ପ୍ରଦୀପ କୁମାର ଦେ ସମ୍ ଅଲ୍ଟିମେଟ୍ ମେଡିକେୟାର (ସମ୍ମମ୍‌)ର ଶିଶୁ ରୋଗ ବିଭାଗରେ ସିନିୟର କନ୍‌ସଲ୍‌ଟାଣ୍ଟ ଭାବେ ଯୋଗ ଦେଇଛନ୍ତି। ଭିଏସ୍‌ଏସ୍ ମେଡିକାଲ କଲେଜ ବୁର୍ଲାର ଛାତ୍ର ଡଃ ଦେ … Read More