ଫୋକସ୍ରେ ପଶ୍ଚିମ ଓଡିଶା : ମା’ ସମଲେଶ୍ବରୀଙ୍କ ମନ୍ଦିର ବୁଲି ସମୀକ୍ଷା କଲେ 5-T ସଚିବ
ସମ୍ବଲପୁର, (ଓଡିଶା ଟାଇମ୍) : ମା’ ସମଲେଶ୍ବରୀଙ୍କ ପୀଠର ବିକାଶ ପାଇଁ ଆରମ୍ଭ ହୋଇଛି ବ୍ଲୁ ପ୍ରିଣ୍ଟ । ମଙ୍ଗଳବାର ସମ୍ବଲପୁର ଗସ୍ତରେ ଯାଇ ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀଙ୍କ ମନ୍ଦିର ବୁଲି ଦେଖିଛନ୍ତି 5-T ସଚିବ ଭି.କେ. ପାଣ୍ଡିଆନ । … Read More











